ମନୋରଞ୍ଜନ
ଓଡ଼ିଶା
ଟିକାକରଣ କ୍ଷେତ୍ରରେ ଓଡ଼ିଶାର ନୂଆ ରେକର୍ଡ: ୧ କୋଟିରୁ ଉର୍ଦ୍ଧ୍ବ ନେଲେଣି ପ୍ରଥମ ଡୋଜ
ଭୁବନେଶ୍ବର: ଓଡ଼ିଶା ଟିକାକରଣ କ୍ଷେତ୍ରରେ ନୂତନ ରେକର୍ଡ ସୃଷ୍ଟି କରିଛି। ବଡ଼ ବଡ଼ ରାଜ୍ଯକୁ ପଛରେ ପକାଇ ଏହି ନୂଆ ରେକର୍ଡ ସୃଷ୍ଟି କରିଛି ଓଡ଼ିଶା। ରାଜ୍ଯରେ ପ୍ରଥମ ଡୋଜ ଟିକା ନେଇଥିବା ଲୋକଙ୍କ ସଂଖ୍ଯ ୧କୋଟି ପାର କରିଛି। ଟିକାକରଣ ଦିଗରେ ଓଡ଼ିଶା ଐତିହାସିକ ମାଇଲ ଖୁଣ୍ଟ ଛୁଇଁଛି କହିଲେ କମ ହେବନି। ରାଜ୍ଯସରକାରଙ୍କ ତ୍ବରିତ ଟାକାକରଣ ପ୍ରକ୍ରିୟା ଯୋଗୁଁ ଏହା ସମ୍ଭବ ହୋଇପାରିଛି। ଅନ୍ଯରାଜ୍ଯ ତୁଳନାରେ ଓଡ଼ିଶାରେ ଟିକା ଅପଚୟ ଯଥେଷ୍ଟ କମ ରହିଛି। […]
ଭୁବନେଶ୍ବର: ଓଡ଼ିଶା ଟିକାକରଣ କ୍ଷେତ୍ରରେ ନୂତନ ରେକର୍ଡ ସୃଷ୍ଟି କରିଛି। ବଡ଼ ବଡ଼ ରାଜ୍ଯକୁ ପଛରେ ପକାଇ ଏହି ନୂଆ ରେକର୍ଡ ସୃଷ୍ଟି କରିଛି ଓଡ଼ିଶା। ରାଜ୍ଯରେ ପ୍ରଥମ ଡୋଜ ଟିକା ନେଇଥିବା ଲୋକଙ୍କ ସଂଖ୍ଯ ୧କୋଟି ପାର କରିଛି। ଟିକାକରଣ ଦିଗରେ ଓଡ଼ିଶା ଐତିହାସିକ ମାଇଲ ଖୁଣ୍ଟ ଛୁଇଁଛି କହିଲେ କମ ହେବନି। ରାଜ୍ଯସରକାରଙ୍କ ତ୍ବରିତ ଟାକାକରଣ ପ୍ରକ୍ରିୟା ଯୋଗୁଁ ଏହା ସମ୍ଭବ ହୋଇପାରିଛି। ଅନ୍ଯରାଜ୍ଯ ତୁଳନାରେ ଓଡ଼ିଶାରେ ଟିକା ଅପଚୟ ଯଥେଷ୍ଟ କମ ରହିଛି। ଏ ନେଇ ଟିକାକରଣରେ ନିୟୋଜିତ ସମସ୍ତ ଡାକ୍ତର, ନର୍ସ ଏବଂ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛି ରାଜ୍ଯ ସ୍ବାସ୍ଥ ଓ ପରିବାର କଲ୍ଯାଣ ବିଭାଗ ।
ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା
As we steadily move towards universal vaccination coverage for our eligible population, we thank the people of #Odisha and our dedicated healthcare workers for making this possible. #OdishaCares @CMO_Odisha
ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ— H & FW Dept Odisha (@HFWOdisha) July 4, 2021






