ରାଜ୍ୟସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ମମତା ମହାନ୍ତ

The Sakala Picture
Published On

ଭୁବନେଶ୍ବର: ରାଜ୍ୟସଭାକୁ ଗଲେ ମମତା ମହାନ୍ତ। ରାଜ୍ୟସଭାକୁ ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି ବିଜେପି ପ୍ରାର୍ଥୀ ମମତା ମହାନ୍ତ। ସାର୍ଟିଫିକେଟ ନେବାକୁ ବିଧାନସଭାରେ ପହିଞ୍ଚିଥିଲେ ମମତା। ରିଟର୍ନିଙ୍ଗ ଅଫିସରଙ୍କ ଠାରୁ ସାର୍ଟିଫିକେଟ ଗ୍ରହଣ କରିଛନ୍ତି ମମତା ମହାନ୍ତ। ଗତ ୨୨ ତାରିଖରେ ଓଡ଼ିଶାରେ ଖାଲି ପଡ଼ିଥିବା ଏକମାତ୍ର ଆସନ ପାଇଁ ୨ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ। ବିଜେପି ଟିକଟରୁ ପୂର୍ବତନ ସାଂସଦ ମମତା ମହାନ୍ତ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ  ସ୍ୱାଧୀନ ଭାବେ ବିଜେପି […]

ଭୁବନେଶ୍ବର: ରାଜ୍ୟସଭାକୁ ଗଲେ ମମତା ମହାନ୍ତ। ରାଜ୍ୟସଭାକୁ ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି ବିଜେପି ପ୍ରାର୍ଥୀ ମମତା ମହାନ୍ତ। ସାର୍ଟିଫିକେଟ ନେବାକୁ ବିଧାନସଭାରେ ପହିଞ୍ଚିଥିଲେ ମମତା। ରିଟର୍ନିଙ୍ଗ ଅଫିସରଙ୍କ ଠାରୁ ସାର୍ଟିଫିକେଟ ଗ୍ରହଣ କରିଛନ୍ତି ମମତା ମହାନ୍ତ।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

ଗତ ୨୨ ତାରିଖରେ ଓଡ଼ିଶାରେ ଖାଲି ପଡ଼ିଥିବା ଏକମାତ୍ର ଆସନ ପାଇଁ ୨ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ। ବିଜେପି ଟିକଟରୁ ପୂର୍ବତନ ସାଂସଦ ମମତା ମହାନ୍ତ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ  ସ୍ୱାଧୀନ ଭାବେ ବିଜେପି ନେତା ଜଗନ୍ନାଥ ପ୍ରଧାନ ମଧ୍ୟ ନାମାଙ୍କନ ଭରିଥିଲେ। ଉଭୟଙ୍କ ପ୍ରାର୍ଥୀପତ୍ର କାଏମ ରହିଥିଲା। ଆଜି ସକାଳେ ଜଗନ୍ନାଥ ନିଜ ନାମାଙ୍କନପତ୍ର ପ୍ରତ୍ୟାହାର କରିଥିଲେ। ପାର୍ଟି ନିର୍ଦ୍ଦେଶରେ ନାମାଙ୍କନ ପ୍ରତ୍ୟାହାର କରିଛନ୍ତି ବୋଲି ଜଗନ୍ନାଥ ପ୍ରଧାନ କହିଥିଲେ। ଜଗନ୍ନାଥ ପ୍ରଧାନ ନାମାଙ୍କନ ପ୍ରତ୍ୟାହାର ପରେ ରାଜ୍ୟସଭାକୁ ନିର୍ନ୍ଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି ବିଜେପି ପ୍ରାର୍ଥୀ ମମିତା ମହାନ୍ତ।

ଆହୁରି ପଢ଼ନ୍ତୁ: ବିଜେପିର ଜନବିରୋଧୀ ନୀତି ପାଇଁ ଓଡ଼ିଶା ଉପେକ୍ଷିତ: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର