ମନୋରଞ୍ଜନ
ଓଡ଼ିଶା
ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ, ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ ମଧ୍ୟ ଛୁଟି ରହିବ। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ magisterial court ( କାର୍ଯ୍ୟ ନିର୍ବାହୀ ) ବନ୍ଦ ରହିବ। ଏହା ସହିତ ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି।
ଆହୁରି ପଢ଼ନ୍ତୁ: ଭୁବନେଶ୍ୱର ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବଡ଼ ଭାଇଙ୍କ ଅସୁସ୍ଥତା ଖବର ପାଇ ଦିଲ୍ଲୀ ଯାଇଥିଲେ
ସୂଚନା ଯୋଗ୍ୟ ଯେ, ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ ମଧ୍ୟ ଛୁଟି ରହିବ। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ magisterial court ( କାର୍ଯ୍ୟ ନିର୍ବାହୀ ) ବନ୍ଦ ରହିବ। ଏହା ସହିତ ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ ।
29 Aug 2024
By The Sakala
ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି।
ସୂଚନା ଯୋଗ୍ୟ ଯେ, ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ ମଧ୍ୟ ଛୁଟି ରହିବ। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ magisterial court ( କାର୍ଯ୍ୟ ନିର୍ବାହୀ ) ବନ୍ଦ ରହିବ। ଏହା ସହିତ ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ ।
⊕ https://www.thesakala.in/latest-odisha-news/odisha-cm-announces-holiday-on-september-9/article-34782