ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ୍, ମୋଟ ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି

The Sakala Picture
Published On

ସମ୍ବଲପୁର: ବଢୁଛି ହୀରାକୁଦ ଜଭଣ୍ଡାରର ଜଳସ୍ତର। ଉପର ମୁଣ୍ଡରେ ଦୁଇଦିନ ହେଲା ବର୍ଷା ଲାଗି ରହିଥିବାରୁ କ୍ରମାଗତ ଭାବେ ଜଳ ଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛ। ଫଳରେ ଆଜି ପୁଣି ୪ ଟି ଗେଟ୍ ଖୋଲିଛନ୍ତି ହୀରାକୁଦ ଡ଼୍ୟାମ କର୍ତ୍ତୃପକ୍ଷ । ତେବେ ମୋଟ ୬ଟି ଗେଟ୍ ମାଧ୍ୟମରେ ବନ୍ୟାଜଳ ନିଷ୍କାସନ ଚାଲିଛି। ବର୍ତ୍ତମାନ ଜଳ ଭଣ୍ଡାରର ଜଳସ୍ତର ୬୨୩.୩୫ ଫୁଟରେ ପହଞ୍ଚିଥିବାବେଳେ ଜଳ ଭଣ୍ଡାର ଭିତରକୁ ପ୍ରତି ସେକେଣ୍ଡରେ ପ୍ରବେଶ କରୁଛି ୧ ଲକ୍ଷ […]

ସମ୍ବଲପୁର: ବଢୁଛି ହୀରାକୁଦ ଜଭଣ୍ଡାରର ଜଳସ୍ତର। ଉପର ମୁଣ୍ଡରେ ଦୁଇଦିନ ହେଲା ବର୍ଷା ଲାଗି ରହିଥିବାରୁ କ୍ରମାଗତ ଭାବେ ଜଳ ଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛ। ଫଳରେ ଆଜି ପୁଣି ୪ ଟି ଗେଟ୍ ଖୋଲିଛନ୍ତି ହୀରାକୁଦ ଡ଼୍ୟାମ କର୍ତ୍ତୃପକ୍ଷ । ତେବେ ମୋଟ ୬ଟି ଗେଟ୍ ମାଧ୍ୟମରେ ବନ୍ୟାଜଳ ନିଷ୍କାସନ ଚାଲିଛି। ବର୍ତ୍ତମାନ ଜଳ ଭଣ୍ଡାରର ଜଳସ୍ତର ୬୨୩.୩୫ ଫୁଟରେ ପହଞ୍ଚିଥିବାବେଳେ ଜଳ ଭଣ୍ଡାର ଭିତରକୁ ପ୍ରତି ସେକେଣ୍ଡରେ ପ୍ରବେଶ କରୁଛି ୧ ଲକ୍ଷ ୨୬ ହଜାର ୩୩୯ ଘନଫୁଟ ବନ୍ୟାଜଳ। ସେପଟେ ୬ଟି ଗେଟ୍ ମାଧ୍ୟମରେ ନିଷ୍କାସିତ ହେଉଛି ୧ ଲକ୍ଷ ୨୦ ହଜାର ଘନଫୁଟ ବନ୍ୟାଜଳ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

30 Aug 2024 By The Sakala

ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ୍, ମୋଟ ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର: ବଢୁଛି ହୀରାକୁଦ ଜଭଣ୍ଡାରର ଜଳସ୍ତର। ଉପର ମୁଣ୍ଡରେ ଦୁଇଦିନ ହେଲା ବର୍ଷା ଲାଗି ରହିଥିବାରୁ କ୍ରମାଗତ ଭାବେ ଜଳ ଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛ। ଫଳରେ ଆଜି ପୁଣି ୪ ଟି ଗେଟ୍ ଖୋଲିଛନ୍ତି ହୀରାକୁଦ ଡ଼୍ୟାମ କର୍ତ୍ତୃପକ୍ଷ । ତେବେ ମୋଟ ୬ଟି ଗେଟ୍ ମାଧ୍ୟମରେ ବନ୍ୟାଜଳ ନିଷ୍କାସନ ଚାଲିଛି। ବର୍ତ୍ତମାନ ଜଳ ଭଣ୍ଡାରର ଜଳସ୍ତର ୬୨୩.୩୫ ଫୁଟରେ ପହଞ୍ଚିଥିବାବେଳେ ଜଳ ଭଣ୍ଡାର ଭିତରକୁ ପ୍ରତି ସେକେଣ୍ଡରେ ପ୍ରବେଶ କରୁଛି ୧ ଲକ୍ଷ ୨୬ ହଜାର ୩୩୯ ଘନଫୁଟ ବନ୍ୟାଜଳ। ସେପଟେ ୬ଟି ଗେଟ୍ ମାଧ୍ୟମରେ ନିଷ୍କାସିତ ହେଉଛି ୧ ଲକ୍ଷ ୨୦ ହଜାର ଘନଫୁଟ ବନ୍ୟାଜଳ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର