ମନୋରଞ୍ଜନ
ଓଡ଼ିଶା
ଆଜି ରାଜ୍ୟରେ ଆଉ 52 ଜଣଙ୍କ ଜୀବନ ନେଲା ମହାମାରୀ କରୋନା
ରାଜ୍ୟରେ କରୋନା ସଂକ୍ରମଣ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ 52 ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪୨୪୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । Regret to inform the demise of fifty two numbers of […]
ରାଜ୍ୟରେ କରୋନା ସଂକ୍ରମଣ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ 52 ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪୨୪୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Regret to inform the demise of fifty two numbers of Covid positive patients while under treatment in hospitals.
1.A 65 years old Male of Baragarh District.
ଆହୁରି ପଢ଼ନ୍ତୁ: ଅଗ୍ନିଶମ କେନ୍ଦ୍ରରେ ହାଇଡ୍ରାମା: ବରିଷ୍ଠ ଅଧିକାରୀଙ୍କ ନିର୍ଯାତନା ଅଭିଯୋଗ କରି ଛାତ ଉପରକୁ ଚଢ଼ିଲେ କର୍ମଚାରୀ2.A 60 years old Female of Baragarh District.
3.A 53 years old Female of Baragarh District.
— H & FW Dept Odisha (@HFWOdisha) July 5, 2021






