‘ସୁଭଦ୍ରା’ ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

The Sakala Picture
Published On

ଭୁବନେଶ୍ବର: ‘ସୁଭଦ୍ରା’ ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ‘ସୁଭଦ୍ରା’ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ‘ସୁଭଦ୍ରା’ ରଥର ଶୁଭାରମ୍ଭ କରାଯାଇଛି। ପ୍ରତି ମହିଳାଙ୍କ ସ୍ବପ୍ନ ପୂରଣ କରିବା ସୁଭଦ୍ରା ଯୋଜନାର ମୂଳ ଉଦ୍ଦେଶ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମହିଳାଙ୍କ ଆକାଂକ୍ଷା ପୂରଣ କରିବାରେ ଏହା ସହାୟକ ହେବ । ସୁଭଦ୍ରା ଯୋଜନା ଅସ୍ମିତାର ପରିଚୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ସାମିଲ ଥିଲେ।  […]

ଭୁବନେଶ୍ବର: ‘ସୁଭଦ୍ରା’ ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ‘ସୁଭଦ୍ରା’ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ‘ସୁଭଦ୍ରା’ ରଥର ଶୁଭାରମ୍ଭ କରାଯାଇଛି। ପ୍ରତି ମହିଳାଙ୍କ ସ୍ବପ୍ନ ପୂରଣ କରିବା ସୁଭଦ୍ରା ଯୋଜନାର ମୂଳ ଉଦ୍ଦେଶ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମହିଳାଙ୍କ ଆକାଂକ୍ଷା ପୂରଣ କରିବାରେ ଏହା ସହାୟକ ହେବ । ସୁଭଦ୍ରା ଯୋଜନା ଅସ୍ମିତାର ପରିଚୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ସାମିଲ ଥିଲେ।  ସୁଭଦ୍ରା ପଞ୍ଜୀକରଣ ପାଇଁ ସମୟସୀମା ନାହିଁ। ଶେଷ ହିତାଧିକାରୀ ଯାଏଁ ହେବ ସୁଭଦ୍ରା ପଞ୍ଜୀକରଣ । ଗହଳି ବା ଲମ୍ବା ଧାଡ଼ି  ନକରିବାକୁ ଲୋକଙ୍କୁ ଅପିଲ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ଆହୁରି ପଢ଼ନ୍ତୁ: ବିଜେଡି ସାଂସଦଙ୍କ କଡ଼ା ସମାଲୋଚନା: ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପାରିତ କରିବାରେ କେନ୍ଦ୍ର ସରକାର ବିଫଳ

ଆଜିଠାରୁ ଅର୍ଥାତ ପ୍ଟେମ୍ବର ୭ରୁ ୧୬ ତାରିଖ ପର୍ଯ୍ୟନ୍ତ ଏହି ରଥ ରାଜ୍ୟର ବିଭିନ୍ନ ଜିଲ୍ଲା ବୁଲିବ । ଏହି ସଚେତନତା ଭ୍ୟାନ ପରିକ୍ରମା ପାଇଁ ବ୍ଳକ, ଜିଲ୍ଲା ସହିତ କେବଳ ଭ୍ୟାନ ପାଇଁ ଜଣେ ଜଣେ ନୋଡାଲ ଅଧିକାରୀ ଦାୟିତ୍ୱରେ ରହିବେ। ରାଜ୍ୟରେ ପ୍ରାୟ ୪୦ ହଜାର କମନ ସର୍ଭିସ୍ ସେଣ୍ଟର ଏବଂ ମୋ ସେବା କେନ୍ଦ୍ରରେ ଶିବିର କରାଯାଇ ଫର୍ମ ସଂଗ୍ରହ କରାଯାଉଛି ।

ଆହୁରି ପଢ଼ନ୍ତୁ: ଓସମା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଚେତାବନୀ: ଲୋୟର ପିଏମଜିରେ ଗର୍ଜିଲେ ଶତାଧିକ କର୍ମଚାରୀ

07 Sep 2024 By The Sakala

‘ସୁଭଦ୍ରା’ ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ‘ସୁଭଦ୍ରା’ ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ‘ସୁଭଦ୍ରା’ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ‘ସୁଭଦ୍ରା’ ରଥର ଶୁଭାରମ୍ଭ କରାଯାଇଛି। ପ୍ରତି ମହିଳାଙ୍କ ସ୍ବପ୍ନ ପୂରଣ କରିବା ସୁଭଦ୍ରା ଯୋଜନାର ମୂଳ ଉଦ୍ଦେଶ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମହିଳାଙ୍କ ଆକାଂକ୍ଷା ପୂରଣ କରିବାରେ ଏହା ସହାୟକ ହେବ । ସୁଭଦ୍ରା ଯୋଜନା ଅସ୍ମିତାର ପରିଚୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ସାମିଲ ଥିଲେ।  ସୁଭଦ୍ରା ପଞ୍ଜୀକରଣ ପାଇଁ ସମୟସୀମା ନାହିଁ। ଶେଷ ହିତାଧିକାରୀ ଯାଏଁ ହେବ ସୁଭଦ୍ରା ପଞ୍ଜୀକରଣ । ଗହଳି ବା ଲମ୍ବା ଧାଡ଼ି  ନକରିବାକୁ ଲୋକଙ୍କୁ ଅପିଲ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ଆଜିଠାରୁ ଅର୍ଥାତ ପ୍ଟେମ୍ବର ୭ରୁ ୧୬ ତାରିଖ ପର୍ଯ୍ୟନ୍ତ ଏହି ରଥ ରାଜ୍ୟର ବିଭିନ୍ନ ଜିଲ୍ଲା ବୁଲିବ । ଏହି ସଚେତନତା ଭ୍ୟାନ ପରିକ୍ରମା ପାଇଁ ବ୍ଳକ, ଜିଲ୍ଲା ସହିତ କେବଳ ଭ୍ୟାନ ପାଇଁ ଜଣେ ଜଣେ ନୋଡାଲ ଅଧିକାରୀ ଦାୟିତ୍ୱରେ ରହିବେ। ରାଜ୍ୟରେ ପ୍ରାୟ ୪୦ ହଜାର କମନ ସର୍ଭିସ୍ ସେଣ୍ଟର ଏବଂ ମୋ ସେବା କେନ୍ଦ୍ରରେ ଶିବିର କରାଯାଇ ଫର୍ମ ସଂଗ୍ରହ କରାଯାଉଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର