ସୁଭଦ୍ରା ଫର୍ମ ପଞ୍ଜୀକରଣ ପାଇଁ ଅର୍ଥ ଦାବି କଲେ କଡ଼ା କାର୍ଯ୍ୟାନୁଷ୍ଠାନ

The Sakala Picture
Published On

ଭୁବନେଶ୍ୱର: ସୁଭଦ୍ରା ଫର୍ମ ପଞ୍ଜୀକରଣ ପାଇଁ ଅର୍ଥ ଦାବି କଲେ କାର୍ଯ୍ୟାନୁଷ୍ଠାନ । ଆବେଦନ ଫର୍ମ ବିତରଣ ଓ ଅନଲାଇନ୍‌ ପଞ୍ଜୀକରଣ ପାଇଁ ଦେୟ ସମ୍ପୂର୍ଣ୍ଣ ଭାବରେ ମନା । ଟଙ୍କା ଦାବି ନେଇ ଆସିଥିବା ଅଭିଯୋଗ ସତ୍ୟ ହେଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ । ପ୍ରତି ଫର୍ମ ଅପଲୋଡ୍‌ ପାଇଁ ରାଜ୍ୟ ସରକାର ୧୫ ଟଙ୍କା ଦେଉଛନ୍ତି । ତେଣୁ ଅର୍ଥ ଦାବି କଲେ କାରଣ ଦର୍ଶାଇ ଥାନାରେ ଅଭିଯୋଗ ପାଇଁ ପରାମର୍ଶ ଦେଇଛି ରାଜ୍ୟ […]

ଭୁବନେଶ୍ୱର: ସୁଭଦ୍ରା ଫର୍ମ ପଞ୍ଜୀକରଣ ପାଇଁ ଅର୍ଥ ଦାବି କଲେ କାର୍ଯ୍ୟାନୁଷ୍ଠାନ । ଆବେଦନ ଫର୍ମ ବିତରଣ ଓ ଅନଲାଇନ୍‌ ପଞ୍ଜୀକରଣ ପାଇଁ ଦେୟ ସମ୍ପୂର୍ଣ୍ଣ ଭାବରେ ମନା । ଟଙ୍କା ଦାବି ନେଇ ଆସିଥିବା ଅଭିଯୋଗ ସତ୍ୟ ହେଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ । ପ୍ରତି ଫର୍ମ ଅପଲୋଡ୍‌ ପାଇଁ ରାଜ୍ୟ ସରକାର ୧୫ ଟଙ୍କା ଦେଉଛନ୍ତି । ତେଣୁ ଅର୍ଥ ଦାବି କଲେ କାରଣ ଦର୍ଶାଇ ଥାନାରେ ଅଭିଯୋଗ ପାଇଁ ପରାମର୍ଶ ଦେଇଛି ରାଜ୍ୟ ମହିଳା ଶିଶୁ ବିକାଶ ବିଭାଗ ।

ଆହୁରି ପଢ଼ନ୍ତୁ: ରାସ୍ତା କଡ଼ରେ ଠିଆ ହୋଇଥିବା ବେଳେ ଧକ୍କା ଦେଲା କଣ୍ଟେନର, ଚାଲିଗଲା ୨ ଜଣଙ୍କ ଜୀବନ

ରାଜ୍ୟ ମହିଳା ଶିଶୁ ବିକାଶ ବିଭାଗର ତଥ୍ୟ ଅନୁଯାୟୀ, ଆଜି ସୁଦ୍ଧା ସମଗ୍ର ଓଡ଼ିଶାରେ ପନ୍ଦର ଲକ୍ଷରୁ ଅଧିକ ଫର୍ମ ପଞ୍ଜିକରଣ ହୋଇଛି । ଏହି ଯୋଜନା ଅନ୍ତର୍ଗତ ଆବେଦନ ଫର୍ମ ବିତରଣ ଓ ଅନଲାଇନ ପଞ୍ଜୀକରଣ କରିବା ପାଇଁ କୌଣସି ଦେୟ ଦେବାକୁ ପଡିବ ନାହିଁ । କିନ୍ତୁ କେତେକ ସ୍ଥାନରେ ଅଙ୍ଗନବାଡି କର୍ମୀ, ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ରରେ ଉଭୟ ଫର୍ମ ପାଇଁ ଓ ଅନଲାଇନରେ ଫର୍ମ ଅପଲୋଡ କରିବା ପାଇଁ ୫୦ ରୁ ୨୦୦ ଟଙ୍କା ଅର୍ଥ ଦାବି କରୁଥିବା ସୂଚନା ମିଳୁଛି। ଯେକୌଣସି ସ୍ଥାନରେ ସୁଭଦ୍ରା ଫର୍ମ ପାଇଁ ଅର୍ଥ ଦାବି କରାଯାଉଥିଲେ, ସେଥି ନିମନ୍ତେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛି ରାଜ୍ୟ ମହିଳା ଶିଶୁ ବିକାଶ ବିଭାଗ ।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ସମୟରେ ସମସ୍ତ କାର୍ଯ୍ୟକ୍ରମ ସ୍ଥଳକୁ 'ନୋ ଡ୍ରୋନ୍ ଜୋନ୍' ଘୋଷଣା

10 Sep 2024 By The Sakala

ସୁଭଦ୍ରା ଫର୍ମ ପଞ୍ଜୀକରଣ ପାଇଁ ଅର୍ଥ ଦାବି କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ସୁଭଦ୍ରା ଫର୍ମ ପଞ୍ଜୀକରଣ ପାଇଁ ଅର୍ଥ ଦାବି କଲେ କାର୍ଯ୍ୟାନୁଷ୍ଠାନ । ଆବେଦନ ଫର୍ମ ବିତରଣ ଓ ଅନଲାଇନ୍‌ ପଞ୍ଜୀକରଣ ପାଇଁ ଦେୟ ସମ୍ପୂର୍ଣ୍ଣ ଭାବରେ ମନା । ଟଙ୍କା ଦାବି ନେଇ ଆସିଥିବା ଅଭିଯୋଗ ସତ୍ୟ ହେଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ । ପ୍ରତି ଫର୍ମ ଅପଲୋଡ୍‌ ପାଇଁ ରାଜ୍ୟ ସରକାର ୧୫ ଟଙ୍କା ଦେଉଛନ୍ତି । ତେଣୁ ଅର୍ଥ ଦାବି କଲେ କାରଣ ଦର୍ଶାଇ ଥାନାରେ ଅଭିଯୋଗ ପାଇଁ ପରାମର୍ଶ ଦେଇଛି ରାଜ୍ୟ ମହିଳା ଶିଶୁ ବିକାଶ ବିଭାଗ ।

ରାଜ୍ୟ ମହିଳା ଶିଶୁ ବିକାଶ ବିଭାଗର ତଥ୍ୟ ଅନୁଯାୟୀ, ଆଜି ସୁଦ୍ଧା ସମଗ୍ର ଓଡ଼ିଶାରେ ପନ୍ଦର ଲକ୍ଷରୁ ଅଧିକ ଫର୍ମ ପଞ୍ଜିକରଣ ହୋଇଛି । ଏହି ଯୋଜନା ଅନ୍ତର୍ଗତ ଆବେଦନ ଫର୍ମ ବିତରଣ ଓ ଅନଲାଇନ ପଞ୍ଜୀକରଣ କରିବା ପାଇଁ କୌଣସି ଦେୟ ଦେବାକୁ ପଡିବ ନାହିଁ । କିନ୍ତୁ କେତେକ ସ୍ଥାନରେ ଅଙ୍ଗନବାଡି କର୍ମୀ, ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ରରେ ଉଭୟ ଫର୍ମ ପାଇଁ ଓ ଅନଲାଇନରେ ଫର୍ମ ଅପଲୋଡ କରିବା ପାଇଁ ୫୦ ରୁ ୨୦୦ ଟଙ୍କା ଅର୍ଥ ଦାବି କରୁଥିବା ସୂଚନା ମିଳୁଛି। ଯେକୌଣସି ସ୍ଥାନରେ ସୁଭଦ୍ରା ଫର୍ମ ପାଇଁ ଅର୍ଥ ଦାବି କରାଯାଉଥିଲେ, ସେଥି ନିମନ୍ତେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛି ରାଜ୍ୟ ମହିଳା ଶିଶୁ ବିକାଶ ବିଭାଗ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର