ମନୋରଞ୍ଜନ

ଆମେରିକାରେ ଶାହରୁଖ୍ ଖାନଙ୍କ ନୂଆ କ୍ରିକେଟ୍ ଷ୍ଟାଡିୟମ୍: ଉଦ୍‌ଘାଟନୀ ଭିଡିଓରେ ନଜର ଆସିଲେ ପାକିସ୍ତାନୀ ବଂଶୋଦ୍ଭବ ଖେଳାଳି
ରିଆଲିଟି ସୋ 'ଦି ଆଲାଏନ୍ସ'ରେ ସୋହେଲ୍ ଖାନ୍‌ଙ୍କ ୱାଇଲ୍ଡ କାର୍ଡ ଏଣ୍ଟ୍ରି: ସଲମାନଙ୍କ ରିଆକ୍ସନ ବିଷୟରେ କହିଲେ ଅଭିନେତା
'କାଲା ହିରଣ' ବିବାଦ: ସେନ୍ସର ବୋର୍ଡକୁ ଯାଇନାହିଁ ଫିଲ୍ମ, ସଲମାନ ଖାନଙ୍କ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟରେ ଶୁଣାଣି ସ୍ଥଗିତ
'ଟକ୍ସିକ୍'ର ନୂଆ ଟିଜର ରିଲିଜ୍: ଆକ୍ସନ୍ ବଦଳରେ ବୋଲ୍ଡ ସିନ୍ ଦେଖି ତାଜୁବ୍ ଫ୍ୟାନ୍ସ, ୟଶ୍ ଏବଂ କିଆରାଙ୍କ ରୋମାନ୍ସକୁ ନେଇ ଟ୍ରୋଲ୍ ହେଲେ ମେକର୍ସ
ବିବାହ ପୂର୍ବରୁ ଲିଭ୍-ଇନ୍‌ରେ ରହିବାକୁ ପରାମର୍ଶ ଦେଲେ ଭେଟେରାନ୍ ଅଭିନେତ୍ରୀ ଜୀନତ ଅମାନ, କହିଲେ '୧୫ ବର୍ଷ ଦୁଃଖରେ ରହିବା ଅପେକ୍ଷା ୫ ବର୍ଷ ଖୁସି ଭଲ'

ପ୍ରେମିକା ବାପାର ଟାଙ୍ଗିଆ ଚୋଟରେ ପ୍ରେମିକ ମୃତ

The Sakala Picture
Published On

କାଶୀପୁର: ପ୍ରେମୀଯୁଗଳଙ୍କୁ ହତ୍ୟା ଉଦ୍ୟମ । ପ୍ରେମିକ ମୃତ, ପ୍ରେମିକା ଗୁରୁତର। ଏଭଳି ଅଭାବନୀୟ ଘଟଣା ଘଟିଛି ରାୟଗଡା ଜିଲ୍ଲା କାଶୀପୁରଥାନା ଅନ୍ତର୍ଗତ ଅଡାଯୋର ଗ୍ରାମ ନିକଟରେ।କାଶୀପୁର ବ୍ଳକ୍ ଅନ୍ତର୍ଗତ ଆଡାଯୋର୍ ପଞ୍ଚାୟତ ଅନ୍ତର୍ଗତ ଅଡାଟାକିରି ଗ୍ରାମର ମଙ୍ଗଲସିଂ ମାଝୀ ଅଡାଯୋର୍ ଗ୍ରାମର ଜଣେ ଯୁବତୀଙ୍କୁ ପ୍ରେମ କରୁଥିବା ଜାଣି ଯୁବତୀଙ୍କ ବାପା ବିଜୟ ମାଝୀ ନିଜ ଝିଅ ଲଳିତା ଓ ତାର ପ୍ରେମିକ ମଙ୍ଗଲସିଂଙ୍କୁ ଟାଙ୍ଗିଆରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥଲେ। ଫଳରେ ଘଟଣା […]

କାଶୀପୁର: ପ୍ରେମୀଯୁଗଳଙ୍କୁ ହତ୍ୟା ଉଦ୍ୟମ । ପ୍ରେମିକ ମୃତ, ପ୍ରେମିକା ଗୁରୁତର। ଏଭଳି ଅଭାବନୀୟ ଘଟଣା ଘଟିଛି ରାୟଗଡା ଜିଲ୍ଲା କାଶୀପୁରଥାନା ଅନ୍ତର୍ଗତ ଅଡାଯୋର ଗ୍ରାମ ନିକଟରେ।କାଶୀପୁର ବ୍ଳକ୍ ଅନ୍ତର୍ଗତ ଆଡାଯୋର୍ ପଞ୍ଚାୟତ ଅନ୍ତର୍ଗତ ଅଡାଟାକିରି ଗ୍ରାମର ମଙ୍ଗଲସିଂ ମାଝୀ ଅଡାଯୋର୍ ଗ୍ରାମର ଜଣେ ଯୁବତୀଙ୍କୁ ପ୍ରେମ କରୁଥିବା ଜାଣି ଯୁବତୀଙ୍କ ବାପା ବିଜୟ ମାଝୀ ନିଜ ଝିଅ ଲଳିତା ଓ ତାର ପ୍ରେମିକ ମଙ୍ଗଲସିଂଙ୍କୁ ଟାଙ୍ଗିଆରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥଲେ। ଫଳରେ ଘଟଣା ସ୍ଥଳରେ ମଙ୍ଗଲସିଂ ମାଝୀଙ୍କ ମୃତ୍ୟୁ ହୋଇଥିବାବେଳେ ଝିଅର ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି। କାଶୀପୁର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିବା ସହ ଗୁରୁତର ଝିଅକୁ ଉଦ୍ଧାରକରି କାଶୀପୁର ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସ୍ବାସ୍ଥ୍ୟ ଅବସ୍ଥା ଗୁରୁତରଥିବାରୁ ଚିକିତ୍ସା କରୁଥିବା ଡାକ୍ତର ପ୍ରାଥମିକ ଚିକିତ୍ସାପରେ ରାୟଗଡା ଜିଲ୍ଲା ମୁଖ୍ୟଚିକିତ୍ସାଳୟକୁ ସ୍ଥାନାନ୍ତର କରିଛନ୍ତି। ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ରହିଛି।

ଆହୁରି ପଢ଼ନ୍ତୁ: ଏକତରଫା ପ୍ରେମର ଭୟାନକ ପରିଣାମ: ବାନ୍ଧବୀଙ୍କୁ ହଇରାଣ କରିବାରୁ ଭୁବନେଶ୍ୱରରେ ବାପା ଓ ପୁଅଙ୍କୁ ହତ୍ୟା କଲେ ୨ ସ୍କୁଲ ଛାତ୍ର

11 Sep 2024 By The Sakala

ପ୍ରେମିକା ବାପାର ଟାଙ୍ଗିଆ ଚୋଟରେ ପ୍ରେମିକ ମୃତ

କାଶୀପୁର: ପ୍ରେମୀଯୁଗଳଙ୍କୁ ହତ୍ୟା ଉଦ୍ୟମ । ପ୍ରେମିକ ମୃତ, ପ୍ରେମିକା ଗୁରୁତର। ଏଭଳି ଅଭାବନୀୟ ଘଟଣା ଘଟିଛି ରାୟଗଡା ଜିଲ୍ଲା କାଶୀପୁରଥାନା ଅନ୍ତର୍ଗତ ଅଡାଯୋର ଗ୍ରାମ ନିକଟରେ।କାଶୀପୁର ବ୍ଳକ୍ ଅନ୍ତର୍ଗତ ଆଡାଯୋର୍ ପଞ୍ଚାୟତ ଅନ୍ତର୍ଗତ ଅଡାଟାକିରି ଗ୍ରାମର ମଙ୍ଗଲସିଂ ମାଝୀ ଅଡାଯୋର୍ ଗ୍ରାମର ଜଣେ ଯୁବତୀଙ୍କୁ ପ୍ରେମ କରୁଥିବା ଜାଣି ଯୁବତୀଙ୍କ ବାପା ବିଜୟ ମାଝୀ ନିଜ ଝିଅ ଲଳିତା ଓ ତାର ପ୍ରେମିକ ମଙ୍ଗଲସିଂଙ୍କୁ ଟାଙ୍ଗିଆରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥଲେ। ଫଳରେ ଘଟଣା ସ୍ଥଳରେ ମଙ୍ଗଲସିଂ ମାଝୀଙ୍କ ମୃତ୍ୟୁ ହୋଇଥିବାବେଳେ ଝିଅର ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି। କାଶୀପୁର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିବା ସହ ଗୁରୁତର ଝିଅକୁ ଉଦ୍ଧାରକରି କାଶୀପୁର ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସ୍ବାସ୍ଥ୍ୟ ଅବସ୍ଥା ଗୁରୁତରଥିବାରୁ ଚିକିତ୍ସା କରୁଥିବା ଡାକ୍ତର ପ୍ରାଥମିକ ଚିକିତ୍ସାପରେ ରାୟଗଡା ଜିଲ୍ଲା ମୁଖ୍ୟଚିକିତ୍ସାଳୟକୁ ସ୍ଥାନାନ୍ତର କରିଛନ୍ତି। ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର