କୁକୁରଙ୍କ ପାଇଁ ସ୍ମଶାନ କରିବେ ସରକାର

The Sakala Picture
Published On

ଭୁବନେଶ୍ବର: କୁକୁରଙ୍କ ପାଇଁ ସ୍ମଶାନ କରିବେ ସରକାର । ଭୁବନେଶ୍ୱର ଏବଂ କଟକ ସମେତ ରାଜ୍ୟର କିଛି ପ୍ରମୁଖ ସହରରେ ସ୍ମଶାନ କରାଯିବ । ଆଜି ଗୃହରେ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ପ୍ରଶ୍ନରେ ନଗର ଉନ୍ନୟନ ମନ୍ତ୍ରୀ ଏହି ଉତ୍ତର ଦେଇଛନ୍ତି। ମନ୍ତ୍ରୀ ଲିଖିତ ଭାବେ କହିଛନ୍ତି ଯେ,  ଯଦିଓ ଏବେ ଯାଏଁ ବିଭାଗ ଏ କଥାକୁ ବିଚାର କରି ନାହିଁ, କିନ୍ତୁ ବିଧାୟିକାଙ୍କ ଏହି ପ୍ରସ୍ତାବ ପ୍ରଶଂସନୀୟ। ତେଣୁ ପରିବେଶ ଦିଗ ଏବଂ ଜନସ୍ୱାସ୍ଥ୍ୟ ସୁବିଧାକୁ ମୂଲ୍ୟାଙ୍କନ […]

ଭୁବନେଶ୍ବର: କୁକୁରଙ୍କ ପାଇଁ ସ୍ମଶାନ କରିବେ ସରକାର । ଭୁବନେଶ୍ୱର ଏବଂ କଟକ ସମେତ ରାଜ୍ୟର କିଛି ପ୍ରମୁଖ ସହରରେ ସ୍ମଶାନ କରାଯିବ । ଆଜି ଗୃହରେ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ପ୍ରଶ୍ନରେ ନଗର ଉନ୍ନୟନ ମନ୍ତ୍ରୀ ଏହି ଉତ୍ତର ଦେଇଛନ୍ତି।

ଆହୁରି ପଢ଼ନ୍ତୁ: OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବରପଣ୍ଡାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

ମନ୍ତ୍ରୀ ଲିଖିତ ଭାବେ କହିଛନ୍ତି ଯେ,  ଯଦିଓ ଏବେ ଯାଏଁ ବିଭାଗ ଏ କଥାକୁ ବିଚାର କରି ନାହିଁ, କିନ୍ତୁ ବିଧାୟିକାଙ୍କ ଏହି ପ୍ରସ୍ତାବ ପ୍ରଶଂସନୀୟ। ତେଣୁ ପରିବେଶ ଦିଗ ଏବଂ ଜନସ୍ୱାସ୍ଥ୍ୟ ସୁବିଧାକୁ ମୂଲ୍ୟାଙ୍କନ କରି ସମ୍ପୃକ୍ତ କ୍ଷେତ୍ରର ହିତାଧିକାରୀ ଏବଂ ବିଶେଷଜ୍ଞଙ୍କ ସହ ପରାମର୍ଶ କରି ଏଭଳି ସୁବିଧା ସୃଷ୍ଟି ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ

11 Sep 2024 By The Sakala

କୁକୁରଙ୍କ ପାଇଁ ସ୍ମଶାନ କରିବେ ସରକାର

ଭୁବନେଶ୍ବର: କୁକୁରଙ୍କ ପାଇଁ ସ୍ମଶାନ କରିବେ ସରକାର । ଭୁବନେଶ୍ୱର ଏବଂ କଟକ ସମେତ ରାଜ୍ୟର କିଛି ପ୍ରମୁଖ ସହରରେ ସ୍ମଶାନ କରାଯିବ । ଆଜି ଗୃହରେ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ପ୍ରଶ୍ନରେ ନଗର ଉନ୍ନୟନ ମନ୍ତ୍ରୀ ଏହି ଉତ୍ତର ଦେଇଛନ୍ତି।

ମନ୍ତ୍ରୀ ଲିଖିତ ଭାବେ କହିଛନ୍ତି ଯେ,  ଯଦିଓ ଏବେ ଯାଏଁ ବିଭାଗ ଏ କଥାକୁ ବିଚାର କରି ନାହିଁ, କିନ୍ତୁ ବିଧାୟିକାଙ୍କ ଏହି ପ୍ରସ୍ତାବ ପ୍ରଶଂସନୀୟ। ତେଣୁ ପରିବେଶ ଦିଗ ଏବଂ ଜନସ୍ୱାସ୍ଥ୍ୟ ସୁବିଧାକୁ ମୂଲ୍ୟାଙ୍କନ କରି ସମ୍ପୃକ୍ତ କ୍ଷେତ୍ରର ହିତାଧିକାରୀ ଏବଂ ବିଶେଷଜ୍ଞଙ୍କ ସହ ପରାମର୍ଶ କରି ଏଭଳି ସୁବିଧା ସୃଷ୍ଟି ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ମନ୍ତ୍ରୀ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର