ଆସନ୍ତା ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

The Sakala Picture
Published On

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୭ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ସୂଚନା ଅନୁଯାୟୀ ସକାଳ ୧୧ଟା ୨୫ ମିନିଟ୍ ସମୟରେ ସେ ଭୁବନେଶ୍ବର ବିମାନବନ୍ଦରରେ ଅବତରଣ କରିବେ। ଏଠାରୁ କଡ଼ା ସୁରକ୍ଷା ମଧ୍ୟରେ ଜନତା ମଇଦାନକୁ ଯିବେ। ସେଠାରେ ବିଭିନ୍ନ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରିବେ। ସେହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୨ଟାରୁ ୧ଟା ଯାଏ ଉପସ୍ଥିତ ରହିବେ। ଅପରାହ୍ଣ ୩ଟା ୨୫ ମିନିଟ ସମୟରେ ନୂଆଦିଲ୍ଲୀ ଫେରିଯିବେ ବୋଲି ଜଣାଯାଇଛି।

ଆହୁରି ପଢ଼ନ୍ତୁ: ଦୁର୍ନୀତି ମାମଲାରେ ଭିଜିଲାନ୍ସର କଡା କାର୍ଯ୍ୟାନୁଷ୍ଠାନ: ବାରିପଦା ଜଳସେଚନ ଏସ୍‌ଇ ଅଫିସର ପୂର୍ବତନ କର୍ମଚାରୀଙ୍କୁ ୩ବର୍ଷ ଜେଲ

11 Sep 2024 By The Sakala

ଆସନ୍ତା ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୭ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ସୂଚନା ଅନୁଯାୟୀ ସକାଳ ୧୧ଟା ୨୫ ମିନିଟ୍ ସମୟରେ ସେ ଭୁବନେଶ୍ବର ବିମାନବନ୍ଦରରେ ଅବତରଣ କରିବେ। ଏଠାରୁ କଡ଼ା ସୁରକ୍ଷା ମଧ୍ୟରେ ଜନତା ମଇଦାନକୁ ଯିବେ। ସେଠାରେ ବିଭିନ୍ନ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରିବେ। ସେହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୨ଟାରୁ ୧ଟା ଯାଏ ଉପସ୍ଥିତ ରହିବେ। ଅପରାହ୍ଣ ୩ଟା ୨୫ ମିନିଟ ସମୟରେ ନୂଆଦିଲ୍ଲୀ ଫେରିଯିବେ ବୋଲି ଜଣାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର