ଖୋଲିଲା ହୀରାକୁଦର ଆଉ ୬ଟି ଗେଟ୍, ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି

The Sakala Picture
Published On

ସମ୍ୱଲପୁର: ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୬ଟି ଗେଟ୍ । ଏବେ ମୋଟ ୧୨ଟି ଗେଟ୍ ଦେଇ ବନ୍ଯାଜଳ ନିଷ୍କାସନ ହେଉଛି। ବାମ ପାଖରୁ ୮ଟି ଗେଟ୍ ଖୋଲିଥିବା ବେଳେ ଡାହାଣ ପାଖରୁ ୪ଟି ଗେଟ୍ ଖୋଲିଛି । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଜଳଭଣ୍ଡାର ମଧ୍ଯରେ ବନ୍ଯାଜଳ ପ୍ରବେଶ ବଢିବାରେ ଲାଗିଛି । ଏବେ ଜଳଭଣ୍ଡାରର ଜଳସ୍ତର ୬୨୭ ଫୁଟ ରହିଛି । ପ୍ରତି ସେକେଣ୍ଡରେ ୨ ଲକ୍ଷ ୮୯ ହଜାର ୩୪୧ ଘନଫୁଟ ବନ୍ୟାଜଳ […]

ସମ୍ୱଲପୁର: ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୬ଟି ଗେଟ୍ । ଏବେ ମୋଟ ୧୨ଟି ଗେଟ୍ ଦେଇ ବନ୍ଯାଜଳ ନିଷ୍କାସନ ହେଉଛି। ବାମ ପାଖରୁ ୮ଟି ଗେଟ୍ ଖୋଲିଥିବା ବେଳେ ଡାହାଣ ପାଖରୁ ୪ଟି ଗେଟ୍ ଖୋଲିଛି । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଜଳଭଣ୍ଡାର ମଧ୍ଯରେ ବନ୍ଯାଜଳ ପ୍ରବେଶ ବଢିବାରେ ଲାଗିଛି । ଏବେ ଜଳଭଣ୍ଡାରର ଜଳସ୍ତର ୬୨୭ ଫୁଟ ରହିଛି । ପ୍ରତି ସେକେଣ୍ଡରେ ୨ ଲକ୍ଷ ୮୯ ହଜାର ୩୪୧ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ନିଷ୍କାସିତ ହେଉଛି ୧ ଲକ୍ଷ ୩୬ ହଜାର ଘନଫୁଟ ପାଣି । ଆଗକୁ ଅଧିକ ପାଣି ଆସିବା ସମ୍ଭାବନା ଥିବାରୁ ହୀରାକୁଦର ଅଧିକ ଗେଟ୍ ଖୋଲିପାରେ ।

ଆହୁରି ପଢ଼ନ୍ତୁ: ବିବାହ ବେଦୀରେ ବସିବା ପରେ ବଦଳିଗଲା ବରର ମନ, କନିଆଁକୁ ଛାଡ଼ି ପଳାଇ ଆସିଲା ପୁଅ

12 Sep 2024 By The Sakala

ଖୋଲିଲା ହୀରାକୁଦର ଆଉ ୬ଟି ଗେଟ୍, ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି

ସମ୍ୱଲପୁର: ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୬ଟି ଗେଟ୍ । ଏବେ ମୋଟ ୧୨ଟି ଗେଟ୍ ଦେଇ ବନ୍ଯାଜଳ ନିଷ୍କାସନ ହେଉଛି। ବାମ ପାଖରୁ ୮ଟି ଗେଟ୍ ଖୋଲିଥିବା ବେଳେ ଡାହାଣ ପାଖରୁ ୪ଟି ଗେଟ୍ ଖୋଲିଛି । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଜଳଭଣ୍ଡାର ମଧ୍ଯରେ ବନ୍ଯାଜଳ ପ୍ରବେଶ ବଢିବାରେ ଲାଗିଛି । ଏବେ ଜଳଭଣ୍ଡାରର ଜଳସ୍ତର ୬୨୭ ଫୁଟ ରହିଛି । ପ୍ରତି ସେକେଣ୍ଡରେ ୨ ଲକ୍ଷ ୮୯ ହଜାର ୩୪୧ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ନିଷ୍କାସିତ ହେଉଛି ୧ ଲକ୍ଷ ୩୬ ହଜାର ଘନଫୁଟ ପାଣି । ଆଗକୁ ଅଧିକ ପାଣି ଆସିବା ସମ୍ଭାବନା ଥିବାରୁ ହୀରାକୁଦର ଅଧିକ ଗେଟ୍ ଖୋଲିପାରେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର