ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ବେଳେ ବୁଡିଗଲେ ୨ ଛାତ୍ର, ଉଦ୍ଧାର ପାଇଁ ଉଦ୍ୟମ ଜାରି

The Sakala Picture
Published On

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦା ସହର ଉପକଣ୍ଠ କାଠପାଳ ବନ୍ଧରେ ବୁଡି ୨ ଯୁକ୍ତଦୁଇ ଛାତ୍ର ନିଖୋଜ ଥିବା ଜଣାପଡିଛି । ଛାତ୍ରଦ୍ବୟ ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବା ବେଳେ ଅଘଟଣ ଘଟିଛି । ଘଟଣା ସ୍ଥଳରେ ବାରିପଦା ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର ପାଇଁ ଉଦ୍ୟମ ଜାରି ରଖିଛନ୍ତି । ଛାତ୍ରଦ୍ବୟ ହେଲେ ବାଦାମପାହାଡ଼ ଅଞ୍ଚଳର ଠାକୁର ସୋରେନ ଓ କରଞ୍ଜିଆ ତାଟୋ ଅଞ୍ଚଳର ବଡ଼ଗାଁର ଭାଗ୍ୟ ପ୍ରକାଶ ପାତ୍ର । ଉଭୟ ହଷ୍ଟେଲରେ […]

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦା ସହର ଉପକଣ୍ଠ କାଠପାଳ ବନ୍ଧରେ ବୁଡି ୨ ଯୁକ୍ତଦୁଇ ଛାତ୍ର ନିଖୋଜ ଥିବା ଜଣାପଡିଛି । ଛାତ୍ରଦ୍ବୟ ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବା ବେଳେ ଅଘଟଣ ଘଟିଛି । ଘଟଣା ସ୍ଥଳରେ ବାରିପଦା ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର ପାଇଁ ଉଦ୍ୟମ ଜାରି ରଖିଛନ୍ତି । ଛାତ୍ରଦ୍ବୟ ହେଲେ ବାଦାମପାହାଡ଼ ଅଞ୍ଚଳର ଠାକୁର ସୋରେନ ଓ କରଞ୍ଜିଆ ତାଟୋ ଅଞ୍ଚଳର ବଡ଼ଗାଁର ଭାଗ୍ୟ ପ୍ରକାଶ ପାତ୍ର । ଉଭୟ ହଷ୍ଟେଲରେ ରହି ପାଠପଢୁଥିବା ଜଣାପଡିଛି । ସୂଚନା ଥାଉକି ଗଣେଜ ପୂଜା ମୂର୍ତ୍ତି ବିସର୍ଜନ ସମୟରେ ବାରିପଦା ସଦରଥାନା ଅଧୀନ ଲକ୍ଷ୍ମୀପୋଷୀ ନିକଟ ସୁବର୍ଣ୍ଣରେଖା କେନାଲରେ ୨ଜଣ ଓଏଭି ଛାତ୍ର ବୁଡିବାର ୪ଦିନ ପରେ ପୁଣି ଏଭଳି ଘଟଣା ଚିନ୍ତାଜନକ ସାଜିଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

17 Sep 2024 By The Sakala

ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ବେଳେ ବୁଡିଗଲେ ୨ ଛାତ୍ର, ଉଦ୍ଧାର ପାଇଁ ଉଦ୍ୟମ ଜାରି

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦା ସହର ଉପକଣ୍ଠ କାଠପାଳ ବନ୍ଧରେ ବୁଡି ୨ ଯୁକ୍ତଦୁଇ ଛାତ୍ର ନିଖୋଜ ଥିବା ଜଣାପଡିଛି । ଛାତ୍ରଦ୍ବୟ ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବା ବେଳେ ଅଘଟଣ ଘଟିଛି । ଘଟଣା ସ୍ଥଳରେ ବାରିପଦା ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର ପାଇଁ ଉଦ୍ୟମ ଜାରି ରଖିଛନ୍ତି । ଛାତ୍ରଦ୍ବୟ ହେଲେ ବାଦାମପାହାଡ଼ ଅଞ୍ଚଳର ଠାକୁର ସୋରେନ ଓ କରଞ୍ଜିଆ ତାଟୋ ଅଞ୍ଚଳର ବଡ଼ଗାଁର ଭାଗ୍ୟ ପ୍ରକାଶ ପାତ୍ର । ଉଭୟ ହଷ୍ଟେଲରେ ରହି ପାଠପଢୁଥିବା ଜଣାପଡିଛି । ସୂଚନା ଥାଉକି ଗଣେଜ ପୂଜା ମୂର୍ତ୍ତି ବିସର୍ଜନ ସମୟରେ ବାରିପଦା ସଦରଥାନା ଅଧୀନ ଲକ୍ଷ୍ମୀପୋଷୀ ନିକଟ ସୁବର୍ଣ୍ଣରେଖା କେନାଲରେ ୨ଜଣ ଓଏଭି ଛାତ୍ର ବୁଡିବାର ୪ଦିନ ପରେ ପୁଣି ଏଭଳି ଘଟଣା ଚିନ୍ତାଜନକ ସାଜିଛି ।

https://www.thesakala.in/latest-odisha-news/two-plus2-student-drowned-while-disposing-of-viswakarma-idol-in-baripada/article-35216
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର