ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

୩,୨୦୦ ଆଇସକ୍ରିମ କାଠିରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ

The Sakala Picture
Published On

ପୁରୀ: ଚଳିତବର୍ଷ ବିନା ଭକ୍ତରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ।ଏହା ପୂର୍ବରୁ ପୁରୀର ଯୁବଶିଳ୍ପୀ ମହାପ୍ରଭୁଙ୍କ ବିଭିନ୍ନ ଚିତ୍ର ଓ ମୂର୍ତ୍ତି କରି ଭକ୍ତଙ୍କ ଉଦ୍ଦେଶ୍ୟରେ ସମର୍ପଣ କରୁଛନ୍ତି। ଏହି ତାଲିକାରେ ଏବେ ଯୋଡି ହୋଇଛନ୍ତି ଆଉ ଜଣେ ଯୁବଶିଳ୍ପୀ । ସେ ହେଉଛନ୍ତି ପୁରୀ ମରିଚିକୋଟ ଲେନର ସୁସ୍ମିତା ମହାରଣା। ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ରୀ ସୁସ୍ମିତା ଆଇସକ୍ରିମ କାଠିରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ନିର୍ମାଣ କରି ଭକ୍ତଙ୍କ ପାଇଁ ଉତ୍ସର୍ଗ କରିଛନ୍ତି।୩,୨୦୦ […]

ପୁରୀ: ଚଳିତବର୍ଷ ବିନା ଭକ୍ତରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ।ଏହା ପୂର୍ବରୁ ପୁରୀର ଯୁବଶିଳ୍ପୀ ମହାପ୍ରଭୁଙ୍କ ବିଭିନ୍ନ ଚିତ୍ର ଓ ମୂର୍ତ୍ତି କରି ଭକ୍ତଙ୍କ ଉଦ୍ଦେଶ୍ୟରେ ସମର୍ପଣ କରୁଛନ୍ତି। ଏହି ତାଲିକାରେ ଏବେ ଯୋଡି ହୋଇଛନ୍ତି ଆଉ ଜଣେ ଯୁବଶିଳ୍ପୀ । ସେ ହେଉଛନ୍ତି ପୁରୀ ମରିଚିକୋଟ ଲେନର ସୁସ୍ମିତା ମହାରଣା। ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ରୀ ସୁସ୍ମିତା ଆଇସକ୍ରିମ କାଠିରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ନିର୍ମାଣ କରି ଭକ୍ତଙ୍କ ପାଇଁ ଉତ୍ସର୍ଗ କରିଛନ୍ତି।୩,୨୦୦ କାଠିରେ ୩୨ଇଞ୍ଚ ଉଚ୍ଚତା ଓ ୨୪ଇଞ୍ଚ ଚଉଡା ବିଶିଷ୍ଟ ଏହି କଳାକୃତି ତିଆରି ପାଇଁ ତାଙ୍କୁ ୭ଦିନ ସମୟ ଲାଗିଛି। ମଙ୍ଗଳବାର ସେ ଏହି କଳାକୃତି ସହ ବଡଦାଣ୍ଡରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ନିକଟରେ ପ୍ରଦର୍ଶନ କରିଥିଲେ। ଆଇସକ୍ରିମ କାଠିରେ ପ୍ରସ୍ତୁତ ହୋଇଥିବା ଏହି କଳାକୃତି ବେଶ ସୁନ୍ଦର ଓ ଆକର୍ଷଣୀୟ ହୋଇପାରିଛି।ଏହି କଳାକୃତି ଦେଖିବା ପାଇଁ ରଥ ନିକଟରେ ସ୍ଥାନୀୟ ଲୋକଙ୍କ ଭିଡ଼ ଲାଗିଥିଲା।

ଆହୁରି ପଢ଼ନ୍ତୁ: ମାଲକାନଗିରି କେରିମେଟି ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ

06 Jul 2021 By The Sakala

୩,୨୦୦ ଆଇସକ୍ରିମ କାଠିରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ

ପୁରୀ: ଚଳିତବର୍ଷ ବିନା ଭକ୍ତରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ।ଏହା ପୂର୍ବରୁ ପୁରୀର ଯୁବଶିଳ୍ପୀ ମହାପ୍ରଭୁଙ୍କ ବିଭିନ୍ନ ଚିତ୍ର ଓ ମୂର୍ତ୍ତି କରି ଭକ୍ତଙ୍କ ଉଦ୍ଦେଶ୍ୟରେ ସମର୍ପଣ କରୁଛନ୍ତି। ଏହି ତାଲିକାରେ ଏବେ ଯୋଡି ହୋଇଛନ୍ତି ଆଉ ଜଣେ ଯୁବଶିଳ୍ପୀ । ସେ ହେଉଛନ୍ତି ପୁରୀ ମରିଚିକୋଟ ଲେନର ସୁସ୍ମିତା ମହାରଣା। ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ରୀ ସୁସ୍ମିତା ଆଇସକ୍ରିମ କାଠିରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ନିର୍ମାଣ କରି ଭକ୍ତଙ୍କ ପାଇଁ ଉତ୍ସର୍ଗ କରିଛନ୍ତି।୩,୨୦୦ କାଠିରେ ୩୨ଇଞ୍ଚ ଉଚ୍ଚତା ଓ ୨୪ଇଞ୍ଚ ଚଉଡା ବିଶିଷ୍ଟ ଏହି କଳାକୃତି ତିଆରି ପାଇଁ ତାଙ୍କୁ ୭ଦିନ ସମୟ ଲାଗିଛି। ମଙ୍ଗଳବାର ସେ ଏହି କଳାକୃତି ସହ ବଡଦାଣ୍ଡରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ନିକଟରେ ପ୍ରଦର୍ଶନ କରିଥିଲେ। ଆଇସକ୍ରିମ କାଠିରେ ପ୍ରସ୍ତୁତ ହୋଇଥିବା ଏହି କଳାକୃତି ବେଶ ସୁନ୍ଦର ଓ ଆକର୍ଷଣୀୟ ହୋଇପାରିଛି।ଏହି କଳାକୃତି ଦେଖିବା ପାଇଁ ରଥ ନିକଟରେ ସ୍ଥାନୀୟ ଲୋକଙ୍କ ଭିଡ଼ ଲାଗିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର