ମନୋରଞ୍ଜନ
ଓଡ଼ିଶା
ଚନ୍ଦ୍ରାୟନ-୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ନୂଆଦିଲ୍ଲୀ: ଚନ୍ଦ୍ରାୟନ-୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ। ଚନ୍ଦ୍ରାୟନ-୪ ମିଶନ ପାଇଁ ୨୧୦୪ କୋଟି ଟଙ୍କା ମଞ୍ଜୁରୀ ହୋଇଛି। ଏଥିସହ ଭେନସ୍-ଭେନସ୍ ଅର୍ବିଟ୍ ମିଶନକୁ ମଧ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି। ସେହିପରି ପିଏମ୍ ଆଶା ଯୋଜନା ପାଇଁ ୩୫,୦୦୦ କୋଟି, ଏନପିକେ ସାର ପାଇଁ ୨୪, ୪୭୫ କୋଟି ସବ୍ସିଡିକୁ ଅନୁମତି ଦେଇଛନ୍ତି କେନ୍ଦ୍ର ସରକାର। ଚନ୍ଦ୍ରାୟନ-୩ ମିଶନର ଐତିହାସିକ ସଫଳତା ପରେ ଭାରତୀୟ ମହାକାଶ ଅନୁସନ୍ଧାନ ସଂସ୍ଥା (ଇସ୍ରୋ) ‘ଚନ୍ଦ୍ରୟାନ-୪’ ପାଇଁ ପ୍ରସ୍ତୁତ ହେଉଛି। ୨୦୨୮ […]
ନୂଆଦିଲ୍ଲୀ: ଚନ୍ଦ୍ରାୟନ-୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ। ଚନ୍ଦ୍ରାୟନ-୪ ମିଶନ ପାଇଁ ୨୧୦୪ କୋଟି ଟଙ୍କା ମଞ୍ଜୁରୀ ହୋଇଛି। ଏଥିସହ ଭେନସ୍-ଭେନସ୍ ଅର୍ବିଟ୍ ମିଶନକୁ ମଧ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି। ସେହିପରି ପିଏମ୍ ଆଶା ଯୋଜନା ପାଇଁ ୩୫,୦୦୦ କୋଟି, ଏନପିକେ ସାର ପାଇଁ ୨୪, ୪୭୫ କୋଟି ସବ୍ସିଡିକୁ ଅନୁମତି ଦେଇଛନ୍ତି କେନ୍ଦ୍ର ସରକାର।
ଚନ୍ଦ୍ରାୟନ-୩ ମିଶନର ଐତିହାସିକ ସଫଳତା ପରେ ଭାରତୀୟ ମହାକାଶ ଅନୁସନ୍ଧାନ ସଂସ୍ଥା (ଇସ୍ରୋ) ‘ଚନ୍ଦ୍ରୟାନ-୪’ ପାଇଁ ପ୍ରସ୍ତୁତ ହେଉଛି। ୨୦୨୮ ମସିହାରେ ଏହାର ଲଞ୍ଚ ନେଇ ଆସ ରଖିଛି ଇସ୍ରୋ। ଏହି ମିଶନକୁ ଲୁପେକ୍ସ ମିଶନ ମଧ୍ୟ କୁହାଯିବ।
ଆହୁରି ପଢ଼ନ୍ତୁ: ଛାତ୍ରଙ୍କ ଉପରକୁ ତୀରମାଡ଼: ଟିଫିନ୍ ପ୍ଲେଟ୍ ବଞ୍ଚାଇଲା ଜୀବନ
ସୂଚନାଯୋଗ୍ୟ ଯେ, ୨୦୨୩ ଅଗଷ୍ଟ ୨୩ ତାରିଖରେ ଚନ୍ଦ୍ରରେ ଅବତରଣ କରିବାରେ ଭାରତ ଚତୁର୍ଥ ଏବଂ ଦକ୍ଷିଣ ମେରୁ ଅଞ୍ଚଳରେ ପହଞ୍ଚିବାରେ ପ୍ରଥମ ଦେଶ ପାଲଟିଥିଲା।






