ଭୁବନେଶ୍ୱର AIIMS ରେ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ମଞୁରୀ

The Sakala Picture
Published On

ଭୁବନେଶ୍ୱର: ଭୁବନେଶ୍ୱର AIIMS ପରିସରରେ ଖୋଲିବ ଅଗ୍ନିଶମ ସେବା କେନ୍ଦ୍ର । ଆଜି ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞୁରୀ ଦେଇଛନ୍ତି । ଏହି ଅଗ୍ନିସେବା କେନ୍ଦ୍ରରେ ଜଣେ ଷ୍ଟେସନ ଅଫିସରଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ । ଏଥିପାଇଁ ରାଜ୍ୟ ସରକାର ଦଶଟି ନୂତନ ପଦବୀ ସୃଷ୍ଟି କରିଛନ୍ତି । AIIMS ପରି ଏକ ସର୍ଵଭାରତୀୟ ଚିକିତ୍ସା ପ୍ରତିଷ୍ଠାନର ଅଗ୍ନି ନିରାପତ୍ତାକୁ ସୁଦୃଢ କରିବାରେ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ […]

ଭୁବନେଶ୍ୱର: ଭୁବନେଶ୍ୱର AIIMS ପରିସରରେ ଖୋଲିବ ଅଗ୍ନିଶମ ସେବା କେନ୍ଦ୍ର । ଆଜି ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞୁରୀ ଦେଇଛନ୍ତି । ଏହି ଅଗ୍ନିସେବା କେନ୍ଦ୍ରରେ ଜଣେ ଷ୍ଟେସନ ଅଫିସରଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ । ଏଥିପାଇଁ ରାଜ୍ୟ ସରକାର ଦଶଟି ନୂତନ ପଦବୀ ସୃଷ୍ଟି କରିଛନ୍ତି । AIIMS ପରି ଏକ ସର୍ଵଭାରତୀୟ ଚିକିତ୍ସା ପ୍ରତିଷ୍ଠାନର ଅଗ୍ନି ନିରାପତ୍ତାକୁ ସୁଦୃଢ କରିବାରେ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ଏସସିବି ମେଡିକାଲ, ଏମକେସିଜି ମେଡିକାଲ, ଭିମସାର ବୁର୍ଲାରେ ଗୋଟିଏ ଗୋଟିଏ ଅଗ୍ନିଶମ କେନ୍ଦ୍ର ରହିଛି । ସାରା ରାଜ୍ୟରେ 338ଟି ଅଗ୍ନିଶମ ସେବା କେନ୍ଦ୍ର ଲୋକଙ୍କୁ ସେବା ଯୋଗାଉଛି ।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

06 Jul 2021 By The Sakala

ଭୁବନେଶ୍ୱର AIIMS ରେ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ମଞୁରୀ

ଭୁବନେଶ୍ୱର: ଭୁବନେଶ୍ୱର AIIMS ପରିସରରେ ଖୋଲିବ ଅଗ୍ନିଶମ ସେବା କେନ୍ଦ୍ର । ଆଜି ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞୁରୀ ଦେଇଛନ୍ତି । ଏହି ଅଗ୍ନିସେବା କେନ୍ଦ୍ରରେ ଜଣେ ଷ୍ଟେସନ ଅଫିସରଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ । ଏଥିପାଇଁ ରାଜ୍ୟ ସରକାର ଦଶଟି ନୂତନ ପଦବୀ ସୃଷ୍ଟି କରିଛନ୍ତି । AIIMS ପରି ଏକ ସର୍ଵଭାରତୀୟ ଚିକିତ୍ସା ପ୍ରତିଷ୍ଠାନର ଅଗ୍ନି ନିରାପତ୍ତାକୁ ସୁଦୃଢ କରିବାରେ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ଏସସିବି ମେଡିକାଲ, ଏମକେସିଜି ମେଡିକାଲ, ଭିମସାର ବୁର୍ଲାରେ ଗୋଟିଏ ଗୋଟିଏ ଅଗ୍ନିଶମ କେନ୍ଦ୍ର ରହିଛି । ସାରା ରାଜ୍ୟରେ 338ଟି ଅଗ୍ନିଶମ ସେବା କେନ୍ଦ୍ର ଲୋକଙ୍କୁ ସେବା ଯୋଗାଉଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର