ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୫ଟି ବଡ଼ ଶିଳ୍ପ, ବିନିଯୋଗ ହେବ ୧ ଲକ୍ଷ ୪୬ ହଜାର କୋଟି ଟଙ୍କାର ପୁଞ୍ଜି

The Sakala Picture
Published On

ଭୁବନେଶ୍ୱର: ଶିଳ୍ପାୟନ କ୍ଷେତ୍ରରେ ଆଉ ପାଦେ ଆଗେଇଲେ ରାଜ୍ୟସରକାର । ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୫ଟି ବଡ଼ ଶିଳ୍ପ । ଏଥିପାଇଁ ରାଜ୍ୟରେ ୧ ଲକ୍ଷ ୪୬ ହଜାର କୋଟି ଟଙ୍କାର ପୁଞ୍ଜି ବିନିଯୋଗ ହେବ । ଯେଉଁଥିରେ ପ୍ରତ୍ୟେକ୍ଷ ଓ ପରୋକ୍ଷ ଭାବେ ୨୬ ହଜାର ୯୫୯ ଜଣ ନିଯୁକ୍ତି ପାଇବେ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କମିଟି ଏସବୁ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛି । ଭୂଷଣ ପାଓ୍ବାର […]

ଭୁବନେଶ୍ୱର: ଶିଳ୍ପାୟନ କ୍ଷେତ୍ରରେ ଆଉ ପାଦେ ଆଗେଇଲେ ରାଜ୍ୟସରକାର । ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୫ଟି ବଡ଼ ଶିଳ୍ପ । ଏଥିପାଇଁ ରାଜ୍ୟରେ ୧ ଲକ୍ଷ ୪୬ ହଜାର କୋଟି ଟଙ୍କାର ପୁଞ୍ଜି ବିନିଯୋଗ ହେବ । ଯେଉଁଥିରେ ପ୍ରତ୍ୟେକ୍ଷ ଓ ପରୋକ୍ଷ ଭାବେ ୨୬ ହଜାର ୯୫୯ ଜଣ ନିଯୁକ୍ତି ପାଇବେ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କମିଟି ଏସବୁ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛି ।

ଆହୁରି ପଢ଼ନ୍ତୁ: SIR ପାଇଁ ସାମାନ୍ୟ ବିଳମ୍ବ ହୋଇପାରେ ପଞ୍ଚାୟତ ଓ ପୌର ନିର୍ବାଚନ, ଅକ୍ଟୋବରରୁ ଡୋର ଟୁ ଡୋର ସର୍ଭେ

ଭୂଷଣ ପାଓ୍ବାର ଓ ଷ୍ଟିଲ ପ୍ଲାଣ୍ଟ ଲିମିଟେଡ୍‌ ଇସ୍ପାତ ଉତ୍ପାଦନକୁ ୫ ଏମ୍‌ଟିପିଏରୁ ୧୫ ଏମ୍‌ଟିପିଏ ସଂପ୍ରାସାରଣ କରିବ । ସେହିପରି ଯାଜପୁର କଳିଙ୍ଗନଗରରେ ଥିବା ଟାଟା ଷ୍ଟିଲ ଲିମିଟେଡ୍‌ ଇସ୍ପାଦ ଉତ୍ପାଦନ ୮ ଏମ୍‌ଟିପିଏ, ହଟ୍‌ ରୋଲ୍‌ଡ କଏଲ୍‌ ୭ ଏମ୍‌ଟିପିଏ ପର୍ଯ୍ୟନ୍ତ ସଂପ୍ରସାରଣ କରାଯିବ । ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର ଲିମିଟେଡ୍‌, ରୁଙ୍ଗଟା ଷ୍ଟିଲ ପ୍ଲାଣ୍ଟ୍‌ ଲିମିଟେଡ୍‌ ସଂପ୍ରସାରଣ ପାଇଁ ସରକାରଙ୍କୁ ଦେଇଥିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି ।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା ସରବାହାଲ ସ୍ଥିତ ସପିଂ ମଲ୍ ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଗତ ଆର୍ଥିକ ବର୍ଷରେ କରୋନା ଜାରି ଥିବାବେଳେ ରାଜ୍ୟ ସରକାରଙ୍କ ଉତ୍ତମ ମାନର ଇଜ୍‌ ଅଫ୍‌ ଡୁଇଙ୍ଗ ଯୋଗୁ ୨ଲକ୍ଷ ୯୬ ହଜାର କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବ ମିଳିଥିଲା । ଚଳିତ ବର୍ଷ ବି କରୋନା ମହାମାରୀ ଜାରି ଥିବା ସତ୍ତ୍ବେ ବଡ଼ ବଡ଼ କମ୍ପାନୀମାନେ ରାଜ୍ୟ ସରକାରଙ୍କ ଶିଳ୍ପନୀତି ପ୍ରତି ପୁଣି ଆସ୍ଥା ପ୍ରକଟ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ବାହୁଡା ଯାତ୍ରା: ଆଜି ଗଡିବ ନନ୍ଦିଘୋଷ ଓ ଦର୍ପଦଳନ ରଥ

06 Jul 2021 By The Sakala

ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୫ଟି ବଡ଼ ଶିଳ୍ପ, ବିନିଯୋଗ ହେବ ୧ ଲକ୍ଷ ୪୬ ହଜାର କୋଟି ଟଙ୍କାର ପୁଞ୍ଜି

ଭୁବନେଶ୍ୱର: ଶିଳ୍ପାୟନ କ୍ଷେତ୍ରରେ ଆଉ ପାଦେ ଆଗେଇଲେ ରାଜ୍ୟସରକାର । ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୫ଟି ବଡ଼ ଶିଳ୍ପ । ଏଥିପାଇଁ ରାଜ୍ୟରେ ୧ ଲକ୍ଷ ୪୬ ହଜାର କୋଟି ଟଙ୍କାର ପୁଞ୍ଜି ବିନିଯୋଗ ହେବ । ଯେଉଁଥିରେ ପ୍ରତ୍ୟେକ୍ଷ ଓ ପରୋକ୍ଷ ଭାବେ ୨୬ ହଜାର ୯୫୯ ଜଣ ନିଯୁକ୍ତି ପାଇବେ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କମିଟି ଏସବୁ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛି ।

ଭୂଷଣ ପାଓ୍ବାର ଓ ଷ୍ଟିଲ ପ୍ଲାଣ୍ଟ ଲିମିଟେଡ୍‌ ଇସ୍ପାତ ଉତ୍ପାଦନକୁ ୫ ଏମ୍‌ଟିପିଏରୁ ୧୫ ଏମ୍‌ଟିପିଏ ସଂପ୍ରାସାରଣ କରିବ । ସେହିପରି ଯାଜପୁର କଳିଙ୍ଗନଗରରେ ଥିବା ଟାଟା ଷ୍ଟିଲ ଲିମିଟେଡ୍‌ ଇସ୍ପାଦ ଉତ୍ପାଦନ ୮ ଏମ୍‌ଟିପିଏ, ହଟ୍‌ ରୋଲ୍‌ଡ କଏଲ୍‌ ୭ ଏମ୍‌ଟିପିଏ ପର୍ଯ୍ୟନ୍ତ ସଂପ୍ରସାରଣ କରାଯିବ । ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର ଲିମିଟେଡ୍‌, ରୁଙ୍ଗଟା ଷ୍ଟିଲ ପ୍ଲାଣ୍ଟ୍‌ ଲିମିଟେଡ୍‌ ସଂପ୍ରସାରଣ ପାଇଁ ସରକାରଙ୍କୁ ଦେଇଥିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି ।

ଗତ ଆର୍ଥିକ ବର୍ଷରେ କରୋନା ଜାରି ଥିବାବେଳେ ରାଜ୍ୟ ସରକାରଙ୍କ ଉତ୍ତମ ମାନର ଇଜ୍‌ ଅଫ୍‌ ଡୁଇଙ୍ଗ ଯୋଗୁ ୨ଲକ୍ଷ ୯୬ ହଜାର କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବ ମିଳିଥିଲା । ଚଳିତ ବର୍ଷ ବି କରୋନା ମହାମାରୀ ଜାରି ଥିବା ସତ୍ତ୍ବେ ବଡ଼ ବଡ଼ କମ୍ପାନୀମାନେ ରାଜ୍ୟ ସରକାରଙ୍କ ଶିଳ୍ପନୀତି ପ୍ରତି ପୁଣି ଆସ୍ଥା ପ୍ରକଟ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର