ରାଜ୍ଯରେ କରୋନା ନେଲା ଆଉ ୫୯ ଜଣଙ୍କ ଜୀବନ
ରାଜ୍ୟରେ କରୋନା ସଂକ୍ରମଣ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୫୯ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪୩୫୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । Details of cases confirmed as death due to Covid-19, after […]
ରାଜ୍ୟରେ କରୋନା ସଂକ୍ରମଣ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୫୯ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪୩୫୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଆହୁରି ପଢ଼ନ୍ତୁ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଓଡ଼ିଶାର ୨ ଯୁବ ଆଥଲେଟଙ୍କ ମୃତ୍ୟୁ
Details of cases confirmed as death due to Covid-19, after due completion of death audit process:
ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା: ଅକ୍ଟୋବର ୨୪ ସୁଦ୍ଧା ଉପକୂଳକୁ ଫେରିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ1.A 34 years old Male of Angul District who was also suffering from Carcinoma in Tongue.
ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ପାଇଁ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ଗସ୍ତରେ ପରିବର୍ତ୍ତନ, ନଭେମ୍ୱର ୪ରେ ଆସିପାରନ୍ତି ରାଷ୍ଟ୍ରପତି— H & FW Dept Odisha (@HFWOdisha) July 7, 2021






