ପୁଣି ଜୀବନ ନେଲା ମୋ ବସ୍, ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

The Sakala Picture
Published On

ଭୁବନେଶ୍ବର: ଜୀବନ ନେଇଗଲା ‘ମୋ ବସ’। ମୋ ବସ୍ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ଵରର ରଘୁନାଥପୁର ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ମୃତକ ଜଣକ ପାରିକୁଦ ଅଞ୍ଚଳର ହୋଇଥିବାବେଳେ ମୃତକଙ୍କ ନାଁ କ୍ଷୀରୋଦ ପାଢ଼ୀ ବୋଲି ଜଣାପଡ଼ିଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି। ସ୍ଥାନୀୟଲୋକେ ଉକ୍ତ ବସକୁ ଅଟକ ରଖିଥିବା […]

ଭୁବନେଶ୍ବର: ଜୀବନ ନେଇଗଲା ‘ମୋ ବସ’। ମୋ ବସ୍ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ଵରର ରଘୁନାଥପୁର ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ମୃତକ ଜଣକ ପାରିକୁଦ ଅଞ୍ଚଳର ହୋଇଥିବାବେଳେ ମୃତକଙ୍କ ନାଁ କ୍ଷୀରୋଦ ପାଢ଼ୀ ବୋଲି ଜଣାପଡ଼ିଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି। ସ୍ଥାନୀୟଲୋକେ ଉକ୍ତ ବସକୁ ଅଟକ ରଖିଥିବା ସୂଚନା ।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

25 Sep 2024 By The Sakala

ପୁଣି ଜୀବନ ନେଲା ମୋ ବସ୍, ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

ଭୁବନେଶ୍ବର: ଜୀବନ ନେଇଗଲା ‘ମୋ ବସ’। ମୋ ବସ୍ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ଵରର ରଘୁନାଥପୁର ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ମୃତକ ଜଣକ ପାରିକୁଦ ଅଞ୍ଚଳର ହୋଇଥିବାବେଳେ ମୃତକଙ୍କ ନାଁ କ୍ଷୀରୋଦ ପାଢ଼ୀ ବୋଲି ଜଣାପଡ଼ିଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି। ସ୍ଥାନୀୟଲୋକେ ଉକ୍ତ ବସକୁ ଅଟକ ରଖିଥିବା ସୂଚନା ।

https://www.thesakala.in/latest-odisha-news/mo-bus-took-a-life-again-a-man-died-in-an-accident/article-35417
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର