ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୨ ଗେଟ୍, ମୋଟ ୯ ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
ସମ୍ବଲପୁର: ବଢୁଛି ହୀରାକୁଦ ଜଭଣ୍ଡାରର ଜଳସ୍ତର। ଉପର ମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ଜଳ ଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛ। ଫଳରେ ପୁଣି ଆଉ ୨ ଟି ଗେଟ୍ ଖୋଲିଛନ୍ତି ହୀରାକୁଦ ଡ଼୍ୟାମ କର୍ତ୍ତୃପକ୍ଷ । ତେବେ ମୋଟ ୯ ଟି ଗେଟ୍ ମାଧ୍ୟମରେ ଜଳ ନିଷ୍କାସନ ଚାଲିଛି। ବାମପଟର ୬ ଟି ଗେଟ ଦେଇ ଜଳ ନିଷ୍କାସନ ଜାରି ରହିଥିବାବେଳେ ଡାହଣ ପାର୍ଶ୍ବର ୩ଟି ଗେଟ୍ ଦେଇ ଜଳ ନିଷ୍କାସନ ଚାଲିଛି।

27 Sep 2024
By The Sakala

https://www.thesakala.in/latest-odisha-news/hirakud-dam-opened-more-2-gate-today-2/article-35467