ଆଜି ରାଜ୍ୟ କ୍ୟାବିନେଟ ବୈଠକ, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଲାଗିପାରେ ମୋହର

The Sakala Picture
Published On

ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଅପରାହ୍ନ ୫ଟା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି। ବୈଠକରେ ୪ଟି ପ୍ରସ୍ତାବରେ ମୋହର ବାଜିପାରେ । ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କିତ ସଂଶୋଧନ ପ୍ରସ୍ତାବ ସହ ଆଇନ ବିଭାଗର ଦୁଇଟି ପ୍ରସ୍ତାବ କ୍ୟାବିନେଟରେ ଆସିପାରେ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

28 Sep 2024 By The Sakala

ଆଜି ରାଜ୍ୟ କ୍ୟାବିନେଟ ବୈଠକ, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଲାଗିପାରେ ମୋହର

ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଅପରାହ୍ନ ୫ଟା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି। ବୈଠକରେ ୪ଟି ପ୍ରସ୍ତାବରେ ମୋହର ବାଜିପାରେ । ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କିତ ସଂଶୋଧନ ପ୍ରସ୍ତାବ ସହ ଆଇନ ବିଭାଗର ଦୁଇଟି ପ୍ରସ୍ତାବ କ୍ୟାବିନେଟରେ ଆସିପାରେ।

https://www.thesakala.in/latest-odisha-news/state-cabinet-meeting-today-may-be-approval-on-important-decisions/article-35487
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର