ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଖାଦ୍ୟ ସୁରକ୍ଷା ଅଧିକାରୀ, ଲାଇସେନ୍ସ ନବୀକରଣ ପାଇଁ ନେଉଥିଲେ ୫ ହଜାର ଟଙ୍କା ଲାଞ୍ଚ

The Sakala Picture
Published On

କେନ୍ଦ୍ରାପଡ଼ା: ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଖାଦ୍ୟ ସୁରକ୍ଷା ଅଧିକାରୀ । ଭିଜିଲାନ୍ସ ହାତରେ ଧରାପଡ଼ିଲେ କେନ୍ଦ୍ରାପଡ଼ା ଖାଦ୍ୟ ସୁରକ୍ଷା ଅଧିକାରୀ ବିଭାସ ମଜୁମଦାର । ଲାଇସେନ୍ସ ନବୀକରଣ ପାଇଁ ଏକ ବିସ୍କୁଟ ଫ୍ୟାକ୍ଟ୍ରିର ମାଲିକଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ବିଭାସ ମଜୁମଦାରଙ୍କୁ ମାଡିବସିଲା ଭିଜିଲାନ୍ସ ବିଭାଗ । ଖାଦ୍ୟ ସୁରକ୍ଷା ଅଧିକାରୀଙ୍କ ଅଫିସ ଛାନ୍‌ଭିନ୍ କରିବା ସହ ବିଭାସ ମଜୁମଦାରଙ୍କୁ ଅଟକ ରଖି ପଚରାଉଚରା କରୁଛି ଭିଜିଲାନ୍ସ ଟିମ୍ ।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର