ଭୁବନେଶ୍ବର ବିମାନ ବନ୍ଦରରେ ନିର୍ମାଣ ହେବ ନୂଆ ଟର୍ମିନାଲ, ସୂଚନା ଦେଲେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ଭୁବନେଶ୍ବର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ନିର୍ମାଣ ହେବ ନୂଆ ଟର୍ମିନାଲ । ପୁରୁଣା ଟର୍ମିନାଲ ପାଖରେ ନୂଆ ଟର୍ମିନାଲ ନିର୍ମାଣ ହେବ । ଦୁଇ ବର୍ଷରେ ନିର୍ମାଣ ଯୋଜନା ସହ ଶୀଘ୍ର ହେବ ରନୱେ କ୍ୟାଟ୍ ଟୁ ଲାଇଟ୍ । ବର୍ତ୍ତମାନ ଭୁବନେଶ୍ବର ବିମାନବନ୍ଦରରୁ ବାର୍ଷିକ ୪୦ରୁ ୫୦ ଲକ୍ଷ୍ୟ ଯାତ୍ରୀ ଯାତାୟାତ କରୁଥିବା ବେଳେ ନୂଆ ଟର୍ମିନାଲ ପରେ ଏହାକୁ ୮୦ଲକ୍ଷକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି । ଭୁବନେଶ୍ବର ବିମାନ […]

ଭୁବନେଶ୍ବର: ଭୁବନେଶ୍ବର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ନିର୍ମାଣ ହେବ ନୂଆ ଟର୍ମିନାଲ । ପୁରୁଣା ଟର୍ମିନାଲ ପାଖରେ ନୂଆ ଟର୍ମିନାଲ ନିର୍ମାଣ ହେବ । ଦୁଇ ବର୍ଷରେ ନିର୍ମାଣ ଯୋଜନା ସହ ଶୀଘ୍ର ହେବ ରନୱେ କ୍ୟାଟ୍ ଟୁ ଲାଇଟ୍ । ବର୍ତ୍ତମାନ ଭୁବନେଶ୍ବର ବିମାନବନ୍ଦରରୁ ବାର୍ଷିକ ୪୦ରୁ ୫୦ ଲକ୍ଷ୍ୟ ଯାତ୍ରୀ ଯାତାୟାତ କରୁଥିବା ବେଳେ ନୂଆ ଟର୍ମିନାଲ ପରେ ଏହାକୁ ୮୦ଲକ୍ଷକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି । ଭୁବନେଶ୍ବର ବିମାନ ବନ୍ଦରରେ ସମୀକ୍ଷା ପରେ ସେ ଏହା କହିଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଚାକିରି ଦେବାକୁ କହି ପାର୍ଲରରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

ଦେଶର ୨୦ଟି ସହର ସହ ବିଦେଶର ୪ଟି ସ୍ଥାନକୁ ଭୁବନେଶ୍ବର ଏୟାରପୋର୍ଟ ସଂଯୋଗ କରୁଛି। ଭୁବନେଶ୍ବରରେ ଏବେ ଯେଉଁ ଟର୍ମିନାଲ ଅଛି ସେଥିରେ ୪୦ ରୁ ୫୦ ଲକ୍ଷ କ୍ଷମତା ରହିଛି। ଆସନ୍ତା ବର୍ଷେ ମଧ୍ୟରେ ଏହାକୁ ୮୦ ଲକ୍ଷ କରାଯିବ ବୋଲି କହିଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ। ଭୁବନେଶ୍ବର ବିମାନ ବନ୍ଦର ରିଭ୍ୟୁ କରିବା ପରେ ସେ କହିଛନ୍ତି- ପୁରୁଣା ଟର୍ମିନାଲ ପାଖରେ ନୂଆ ଟର୍ମିନାଲ ନିର୍ମାଣ ହେବ।

ଆହୁରି ପଢ଼ନ୍ତୁ: ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଜିଲ୍ଲା ଦାୟିତ୍ୱ ପ୍ରସଙ୍ଗ: ବିଜେଡି କହିଲା, 'ପୋଲିସ ଡିଜି ମାନିଲେ, ରାଜ୍ୟରେ ଆଇନଶୃଙ୍ଖଳା ଠିକ୍ ନାହିଁ'

ଦୁଇ ବର୍ଷ ମଧ୍ୟରେ ନୂଆ ଟର୍ମିନାଲ ନିର୍ମାଣ ହେବାକୁ ଯୋଜନା କରାଯାଇଛି। ରନୱେ କ୍ୟାଟ ଟୁ ଲାଇଟ ଏକ ମାସ ଭିତରେ ଶେଷ କରାଯିବ। ଅନ୍ୟ ଯେଉଁ ଛୋଟ ଛୋଟ କାର୍ଯ୍ୟ ଚାଲିଛି ତାହା ମଧ୍ୟ ଶେଷ ହେବ। ଆଗାମୀ ୧୦ ରୁ ୨୦ ବର୍ଷ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ହେବ। ନୂଆ ଟର୍ମିନାଲ ବନାଇବା ସହ ଡୋମେଷ୍ଟିକ, ଇଣ୍ଟରନ୍ୟାସନାଲ ପାସେଞ୍ଜରଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ। ଓଡ଼ିଶାର ଝାରସୁଗୁଡ଼ାରେ ଏୟାରପୋର୍ଟ ଅଛି।

ଆହୁରି ପଢ଼ନ୍ତୁ: ଅଳ୍ପକେ ବର୍ତ୍ତିଲା ବଡ ଦୁର୍ଘଟଣା: ଭୁବନେଶ୍ୱର ଷ୍ଟେସନ ନିକଟରେ ଗୋଟିଏ ଟ୍ରାକ୍‌ରେ ମୁହାଁମୁହିଁ ହେଲା ଦୁଇଟି ଟ୍ରେନ୍‌

04 Oct 2024 By The Sakala

ଭୁବନେଶ୍ବର ବିମାନ ବନ୍ଦରରେ ନିର୍ମାଣ ହେବ ନୂଆ ଟର୍ମିନାଲ, ସୂଚନା ଦେଲେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ବର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ନିର୍ମାଣ ହେବ ନୂଆ ଟର୍ମିନାଲ । ପୁରୁଣା ଟର୍ମିନାଲ ପାଖରେ ନୂଆ ଟର୍ମିନାଲ ନିର୍ମାଣ ହେବ । ଦୁଇ ବର୍ଷରେ ନିର୍ମାଣ ଯୋଜନା ସହ ଶୀଘ୍ର ହେବ ରନୱେ କ୍ୟାଟ୍ ଟୁ ଲାଇଟ୍ । ବର୍ତ୍ତମାନ ଭୁବନେଶ୍ବର ବିମାନବନ୍ଦରରୁ ବାର୍ଷିକ ୪୦ରୁ ୫୦ ଲକ୍ଷ୍ୟ ଯାତ୍ରୀ ଯାତାୟାତ କରୁଥିବା ବେଳେ ନୂଆ ଟର୍ମିନାଲ ପରେ ଏହାକୁ ୮୦ଲକ୍ଷକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି । ଭୁବନେଶ୍ବର ବିମାନ ବନ୍ଦରରେ ସମୀକ୍ଷା ପରେ ସେ ଏହା କହିଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ।

ଦେଶର ୨୦ଟି ସହର ସହ ବିଦେଶର ୪ଟି ସ୍ଥାନକୁ ଭୁବନେଶ୍ବର ଏୟାରପୋର୍ଟ ସଂଯୋଗ କରୁଛି। ଭୁବନେଶ୍ବରରେ ଏବେ ଯେଉଁ ଟର୍ମିନାଲ ଅଛି ସେଥିରେ ୪୦ ରୁ ୫୦ ଲକ୍ଷ କ୍ଷମତା ରହିଛି। ଆସନ୍ତା ବର୍ଷେ ମଧ୍ୟରେ ଏହାକୁ ୮୦ ଲକ୍ଷ କରାଯିବ ବୋଲି କହିଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ। ଭୁବନେଶ୍ବର ବିମାନ ବନ୍ଦର ରିଭ୍ୟୁ କରିବା ପରେ ସେ କହିଛନ୍ତି- ପୁରୁଣା ଟର୍ମିନାଲ ପାଖରେ ନୂଆ ଟର୍ମିନାଲ ନିର୍ମାଣ ହେବ।

ଦୁଇ ବର୍ଷ ମଧ୍ୟରେ ନୂଆ ଟର୍ମିନାଲ ନିର୍ମାଣ ହେବାକୁ ଯୋଜନା କରାଯାଇଛି। ରନୱେ କ୍ୟାଟ ଟୁ ଲାଇଟ ଏକ ମାସ ଭିତରେ ଶେଷ କରାଯିବ। ଅନ୍ୟ ଯେଉଁ ଛୋଟ ଛୋଟ କାର୍ଯ୍ୟ ଚାଲିଛି ତାହା ମଧ୍ୟ ଶେଷ ହେବ। ଆଗାମୀ ୧୦ ରୁ ୨୦ ବର୍ଷ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ହେବ। ନୂଆ ଟର୍ମିନାଲ ବନାଇବା ସହ ଡୋମେଷ୍ଟିକ, ଇଣ୍ଟରନ୍ୟାସନାଲ ପାସେଞ୍ଜରଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ। ଓଡ଼ିଶାର ଝାରସୁଗୁଡ଼ାରେ ଏୟାରପୋର୍ଟ ଅଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର