ରାଜ୍ଯରେ କରୋନା ନେଲା ଆଉ ୫୭ ଜଣଙ୍କ ଜୀବନ
ରାଜ୍ୟରେ କରୋନା ସଂକ୍ରମଣ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୫୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪୪୧୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । Details of cases confirmed as death due to Covid-19, after […]
ରାଜ୍ୟରେ କରୋନା ସଂକ୍ରମଣ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୫୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪୪୧୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Details of cases confirmed as death due to Covid-19, after due completion of death audit process:
ଆହୁରି ପଢ଼ନ୍ତୁ: ଅଗଷ୍ଟ ୧୬ରେ ପୋଲିସ ଡିଜି ୱାଇ.ବି ଖୁରାନିଆଙ୍କ ଅବସର ଗ୍ରହଣକୁ ସରକାରଙ୍କ ଅନୁମତି, ଅଗଷ୍ଟ ୭ରେ ନୂଆ ଡିଜିପି ଚୟନ ପାଇଁ ବୈଠକ1.A 32 years old Male of Angul District.
ଆହୁରି ପଢ଼ନ୍ତୁ: ବାହୁଡ଼ାଯାତ୍ରାରେ ଜଣେ ଭକ୍ତଙ୍କ ମୃତ୍ୟୁ: ରାଜ୍ୟ ସରକାରଙ୍କୁ କଡ଼ା ଭର୍ତ୍ସନା କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ2.A 30 years old Male of Angul District.
3.A 34 years old Male of Angul District.
4.A 39 years old Male of Balasore District.
— H & FW Dept Odisha (@HFWOdisha) July 8, 2021
ରାଜ୍ଯରେ କରୋନା ନେଲା ଆଉ ୫୭ ଜଣଙ୍କ ଜୀବନ
ରାଜ୍ୟରେ କରୋନା ସଂକ୍ରମଣ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୫୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪୪୧୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Details of cases confirmed as death due to Covid-19, after due completion of death audit process:
1.A 32 years old Male of Angul District.
2.A 30 years old Male of Angul District.
3.A 34 years old Male of Angul District.
4.A 39 years old Male of Balasore District.
— H & FW Dept Odisha (@HFWOdisha) July 8, 2021