ଆକାଉଣ୍ଟକୁ ଯାଇନି ‘ସୁଭଦ୍ରା’ ୧ ଟଙ୍କା, ମିଛ ଖବରରେ ଭ୍ରମିତ ନ ହେବାକୁ ପରାମର୍ଶ…
ଭୁବନେଶ୍ବର: ଆକାଉଣ୍ଟକୁ ୧ ଟଙ୍କା ଯାଇନି । ‘ସୁଭଦ୍ରା’ ଟଙ୍କା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଯିବା ଖବରକୁ ଖଣ୍ଡନ କରିଛି ବିଭାଗ। ସୋସିଆଲ ମିଡିଆରେ ଚାଳିଥିବା ଖବରରେ ଭ୍ରମିତ ନ ହେବାକୁ ପରାମର୍ଶ ଦିଆଯାଇଛି। ଏପରି କୌଣସି ବ୍ୟବସ୍ଥା କରାଯାଇ ନ ଥିବା ବିଭାଗ ସ୍ପଷ୍ଟୀକରଣ କରିଛି। ପ୍ରଥମ ପର୍ଯ୍ୟାୟରେ ପରୀକ୍ଷାମୂଳକ ଭାବେ ୧ ଟଙ୍କା ପଠାଯାଇଥିଲା। କିନ୍ତୁ ୨ ୟ ପର୍ଯ୍ୟାୟରେ ଏଭଳି କୌଣସି […]
ଭୁବନେଶ୍ବର: ଆକାଉଣ୍ଟକୁ ୧ ଟଙ୍କା ଯାଇନି । ‘ସୁଭଦ୍ରା’ ଟଙ୍କା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଯିବା ଖବରକୁ ଖଣ୍ଡନ କରିଛି ବିଭାଗ। ସୋସିଆଲ ମିଡିଆରେ ଚାଳିଥିବା ଖବରରେ ଭ୍ରମିତ ନ ହେବାକୁ ପରାମର୍ଶ ଦିଆଯାଇଛି। ଏପରି କୌଣସି ବ୍ୟବସ୍ଥା କରାଯାଇ ନ ଥିବା ବିଭାଗ ସ୍ପଷ୍ଟୀକରଣ କରିଛି। ପ୍ରଥମ ପର୍ଯ୍ୟାୟରେ ପରୀକ୍ଷାମୂଳକ ଭାବେ ୧ ଟଙ୍କା ପଠାଯାଇଥିଲା। କିନ୍ତୁ ୨ ୟ ପର୍ଯ୍ୟାୟରେ ଏଭଳି କୌଣସି ବ୍ୟବସ୍ଥା ଏଯାବତ୍ ଗ୍ରହଣ କରାଯାଇ ନାହିଁ। ‘ସୁଭଦ୍ରା’ର ଅଫିସିଆଲ ୱେବସାଇଟ ଅନୁକରଣ କରିବାକୁ ବିଭାଗ ପକ୍ଷରୁ ଅପିଲ କରାଯାଇଛି। ଟୋଲ ଫ୍ରି ନମ୍ବର ୧୪୬୭୮କୁ କଲ କରିବାକୁ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି। ଚଳିତ ଅକ୍ଟୋବର ୯ ତାରିଖରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବାରିପଦା ଠାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବେ।
ଏହା ସହ ହିତାଧିକାରୀମାନଙ୍କ ବ୍ୟାଙ୍କ…
ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ; କହିଲେ, ବିଜେପି ସରକାରରେ ନେତୃତ୍ୱ ସଙ୍କଟ, ବଢୁଛି ନାରୀ ନିର୍ଯାତନା— I & PR Department, Odisha (@IPR_Odisha) October 7, 2024
ଆକାଉଣ୍ଟକୁ ଯାଇନି ‘ସୁଭଦ୍ରା’ ୧ ଟଙ୍କା, ମିଛ ଖବରରେ ଭ୍ରମିତ ନ ହେବାକୁ ପରାମର୍ଶ…
ଭୁବନେଶ୍ବର: ଆକାଉଣ୍ଟକୁ ୧ ଟଙ୍କା ଯାଇନି । ‘ସୁଭଦ୍ରା’ ଟଙ୍କା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଯିବା ଖବରକୁ ଖଣ୍ଡନ କରିଛି ବିଭାଗ। ସୋସିଆଲ ମିଡିଆରେ ଚାଳିଥିବା ଖବରରେ ଭ୍ରମିତ ନ ହେବାକୁ ପରାମର୍ଶ ଦିଆଯାଇଛି। ଏପରି କୌଣସି ବ୍ୟବସ୍ଥା କରାଯାଇ ନ ଥିବା ବିଭାଗ ସ୍ପଷ୍ଟୀକରଣ କରିଛି। ପ୍ରଥମ ପର୍ଯ୍ୟାୟରେ ପରୀକ୍ଷାମୂଳକ ଭାବେ ୧ ଟଙ୍କା ପଠାଯାଇଥିଲା। କିନ୍ତୁ ୨ ୟ ପର୍ଯ୍ୟାୟରେ ଏଭଳି କୌଣସି ବ୍ୟବସ୍ଥା ଏଯାବତ୍ ଗ୍ରହଣ କରାଯାଇ ନାହିଁ। ‘ସୁଭଦ୍ରା’ର ଅଫିସିଆଲ ୱେବସାଇଟ ଅନୁକରଣ କରିବାକୁ ବିଭାଗ ପକ୍ଷରୁ ଅପିଲ କରାଯାଇଛି। ଟୋଲ ଫ୍ରି ନମ୍ବର ୧୪୬୭୮କୁ କଲ କରିବାକୁ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି। ଚଳିତ ଅକ୍ଟୋବର ୯ ତାରିଖରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବାରିପଦା ଠାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବେ।
ଏହା ସହ ହିତାଧିକାରୀମାନଙ୍କ ବ୍ୟାଙ୍କ…
— I & PR Department, Odisha (@IPR_Odisha) October 7, 2024