ଆସନ୍ତାକାଲି ଦିନ ୧୨ଟା ପୂର୍ବରୁ ହିତାଧିକାରୀଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା

The Sakala Picture
Published On

ଭୁବନେଶ୍ବର: ‘ସୁଭଦ୍ରା’ ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା । ଆସନ୍ତାକାଲି ଦିନ ୧୨ଟା ପୂର୍ବରୁ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ପଠାଇବେ ମୁଖ୍ୟମନ୍ତ୍ରୀ । NPCI କ୍ଲିୟରାନ୍ସ ଥିବା ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ମିଳିବ ଟଙ୍କା । ‘ସୁଭଦ୍ରା’ ପାଇଁ ଏକ କୋଟିରୁ ଉର୍ଦ୍ଧ୍ବ  ମହିଳା ବର୍ତ୍ତମାନସୁଦ୍ଧା ଆବେଦନ କରିସାରିଲେଣି। ସୂଚନା ଅନୁଯାୟୀ, ଗତକାଲି ଆକାଉଣ୍ଟକୁ ୧ ଟଙ୍କା ଯାଇଛି ବୋଲି ଖବର ବିଭିନ୍ନ ସୋସିଆଲ […]

ଭୁବନେଶ୍ବର: ‘ସୁଭଦ୍ରା’ ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା । ଆସନ୍ତାକାଲି ଦିନ ୧୨ଟା ପୂର୍ବରୁ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ପଠାଇବେ ମୁଖ୍ୟମନ୍ତ୍ରୀ । NPCI କ୍ଲିୟରାନ୍ସ ଥିବା ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ମିଳିବ ଟଙ୍କା । ‘ସୁଭଦ୍ରା’ ପାଇଁ ଏକ କୋଟିରୁ ଉର୍ଦ୍ଧ୍ବ  ମହିଳା ବର୍ତ୍ତମାନସୁଦ୍ଧା ଆବେଦନ କରିସାରିଲେଣି।

ଆହୁରି ପଢ଼ନ୍ତୁ: ଅନୁଗୁଳର ନରହନ୍ତା ଦନ୍ତାକୁ ସାତକୋଶିଆରେ ଛାଡିବାକୁ ସ୍ଥାନୀୟ ଅଞ୍ଚଳରେ ବିରୋଧ

ସୂଚନା ଅନୁଯାୟୀ, ଗତକାଲି ଆକାଉଣ୍ଟକୁ ୧ ଟଙ୍କା ଯାଇଛି ବୋଲି ଖବର ବିଭିନ୍ନ ସୋସିଆଲ ମିଡିଆରେ ଘୁରି ବୁଲିଥିଲା । ପରେ ‘ସୁଭଦ୍ରା’ ଟଙ୍କା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଯିବା ଖବରକୁ ଖଣ୍ଡନ କରିଛି ବିଭାଗ। ସୋସିଆଲ ମିଡିଆରେ ଚାଳିଥିବା ଖବରରେ ଭ୍ରମିତ ନ ହେବାକୁ ପରାମର୍ଶ ଦିଆଯାଇଛି। ଏପରି କୌଣସି ବ୍ୟବସ୍ଥା କରାଯାଇ ନ ଥିବା ବିଭାଗ ସ୍ପଷ୍ଟୀକରଣ ରଖାଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ପରୀକ୍ଷାମୂଳକ ଭାବେ ୧ ଟଙ୍କା ପଠାଯାଇଥିଲା। କିନ୍ତୁ ୨ ୟ ପର୍ଯ୍ୟାୟରେ ଏଭଳି କୌଣସି ବ୍ୟବସ୍ଥା ଏଯାବତ୍ ଗ୍ରହଣ କରାଯାଇ ନାହିଁ ବୋଲି କୁହାଯାଇଥିଲା। ‘ସୁଭଦ୍ରା’ର ଅଫିସିଆଲ ୱେବସାଇଟ ଅନୁକରଣ କରିବାକୁ ବିଭାଗ ପକ୍ଷରୁ ଅପିଲ କରାଯାଇଛି। ଟୋଲ ଫ୍ରି ନମ୍ବର ୧୪୬୭୮କୁ କଲ କରିବାକୁ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ଅଫିସ୍‌ରୁ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

08 Oct 2024 By The Sakala

ଆସନ୍ତାକାଲି ଦିନ ୧୨ଟା ପୂର୍ବରୁ ହିତାଧିକାରୀଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା

ଭୁବନେଶ୍ବର: ‘ସୁଭଦ୍ରା’ ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା । ଆସନ୍ତାକାଲି ଦିନ ୧୨ଟା ପୂର୍ବରୁ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ପଠାଇବେ ମୁଖ୍ୟମନ୍ତ୍ରୀ । NPCI କ୍ଲିୟରାନ୍ସ ଥିବା ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ମିଳିବ ଟଙ୍କା । ‘ସୁଭଦ୍ରା’ ପାଇଁ ଏକ କୋଟିରୁ ଉର୍ଦ୍ଧ୍ବ  ମହିଳା ବର୍ତ୍ତମାନସୁଦ୍ଧା ଆବେଦନ କରିସାରିଲେଣି।

ସୂଚନା ଅନୁଯାୟୀ, ଗତକାଲି ଆକାଉଣ୍ଟକୁ ୧ ଟଙ୍କା ଯାଇଛି ବୋଲି ଖବର ବିଭିନ୍ନ ସୋସିଆଲ ମିଡିଆରେ ଘୁରି ବୁଲିଥିଲା । ପରେ ‘ସୁଭଦ୍ରା’ ଟଙ୍କା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଯିବା ଖବରକୁ ଖଣ୍ଡନ କରିଛି ବିଭାଗ। ସୋସିଆଲ ମିଡିଆରେ ଚାଳିଥିବା ଖବରରେ ଭ୍ରମିତ ନ ହେବାକୁ ପରାମର୍ଶ ଦିଆଯାଇଛି। ଏପରି କୌଣସି ବ୍ୟବସ୍ଥା କରାଯାଇ ନ ଥିବା ବିଭାଗ ସ୍ପଷ୍ଟୀକରଣ ରଖାଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ପରୀକ୍ଷାମୂଳକ ଭାବେ ୧ ଟଙ୍କା ପଠାଯାଇଥିଲା। କିନ୍ତୁ ୨ ୟ ପର୍ଯ୍ୟାୟରେ ଏଭଳି କୌଣସି ବ୍ୟବସ୍ଥା ଏଯାବତ୍ ଗ୍ରହଣ କରାଯାଇ ନାହିଁ ବୋଲି କୁହାଯାଇଥିଲା। ‘ସୁଭଦ୍ରା’ର ଅଫିସିଆଲ ୱେବସାଇଟ ଅନୁକରଣ କରିବାକୁ ବିଭାଗ ପକ୍ଷରୁ ଅପିଲ କରାଯାଇଛି। ଟୋଲ ଫ୍ରି ନମ୍ବର ୧୪୬୭୮କୁ କଲ କରିବାକୁ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର