ଖୁବଶୀଘ୍ର ମିଳିବ ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା: ଉପମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ହିତାଧିକାରୀଙ୍କୁ ଖୁବଶୀଘ୍ର ମିଳିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,  ବର୍ତ୍ତମାନସୁଦ୍ଧା ୧ କୋଟି ୫୦ହଜାର ମହିଳା ରେଜିଷ୍ଟ୍ରେସନ କରିସାରିଲେଣି। ୨ଟି ପର୍ଯ୍ୟାୟରେ ମୋଟ ୬୦ଲକ୍ଷ ମହିଳାଙ୍କୁ ସହାୟତା ପ୍ରଦାନ କରାଯାଇଛି। ଖୁବଶୀଘ୍ର ତୃତୀୟ ପର୍ଯ୍ୟାୟରେ ବାକି ରହିଥିବା ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ। ଏନସିପିଆଇ କ୍ଲିୟରାନ୍ସ ପରେ ଆଜି ୩୫ଲକ୍ଷ ମହିଳାଙ୍କୁ ଟଙ୍କା ଦିଆଯାଇଛି। କୌଣସି ଯୋଗ୍ୟ ହିତାଧିକାରୀଙ୍କ ଆବେଦନପତ୍ର ଖାରଜ […]

ଭୁବନେଶ୍ବର: ରାଜ୍ୟରେ ହିତାଧିକାରୀଙ୍କୁ ଖୁବଶୀଘ୍ର ମିଳିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ରଘୁବୀର ଘାଟରେ ପୁଣି ଭୂସ୍ଖଳନ: ରତ୍ନଗିରି-ସାତାରା ରାସ୍ତା ବନ୍ଦ, ଫସିଲା ଯାତ୍ରୀବାହୀ ବସ୍

ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,  ବର୍ତ୍ତମାନସୁଦ୍ଧା ୧ କୋଟି ୫୦ହଜାର ମହିଳା ରେଜିଷ୍ଟ୍ରେସନ କରିସାରିଲେଣି। ୨ଟି ପର୍ଯ୍ୟାୟରେ ମୋଟ ୬୦ଲକ୍ଷ ମହିଳାଙ୍କୁ ସହାୟତା ପ୍ରଦାନ କରାଯାଇଛି। ଖୁବଶୀଘ୍ର ତୃତୀୟ ପର୍ଯ୍ୟାୟରେ ବାକି ରହିଥିବା ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ। ଏନସିପିଆଇ କ୍ଲିୟରାନ୍ସ ପରେ ଆଜି ୩୫ଲକ୍ଷ ମହିଳାଙ୍କୁ ଟଙ୍କା ଦିଆଯାଇଛି। କୌଣସି ଯୋଗ୍ୟ ହିତାଧିକାରୀଙ୍କ ଆବେଦନପତ୍ର ଖାରଜ କରାଯିବନି। ଯେଉଁ ହିତାଧିକାରୀଙ୍କ ଆବେଦନରେ ତ୍ରୁଟି ଥିବ ଘରକୁ ଘର ଯାଇ, ବ୍ଲକ ବା ଜିଲା ପ୍ରଶାସନ ଜରିଆରେ ସଂଶୋଧନ କରାଯିବ। ଯେଉଁମାନେ ଟଙ୍କା ପାଇନାହାଁନ୍ତି ବାରମ୍ବାର ଆବେଦନ କରିବା ଅନାବଶ୍ୟକ। ଆଉ ଆବେଦନ ନକରି ତ୍ରୁଟି କଣ ରହିଛି ତାକୁ ସଂଶୋଧନ କରିବାକୁ ପରାମର୍ଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର