୧୧ ତାରିଖରେ ହୀରାକୁଦ ଛାଡିବ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ

The Sakala Picture
Published On

ଭୁବନେଶ୍ବର: ଖୋଲିବ ହୀରାକୁଦ ଡ୍ୟାମର ଗେଟ୍ । ୧୧ ତାରିଖରେ ଖୋଲିବ ହୀରାକୁଦ ଡ୍ୟାମର ଗେଟ୍। ଏ ନେଇ ହୀରାକୁଦ ଡ୍ୟାମ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୧୧ ତାରିଖ ଦିନ ଯେକୌଣସି ସମୟରେ ଖୋଲା ଯାଇପାରେ ଗେଟ୍। ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ଛାଡିବା ନେଇ ସୂଚନା । ୧୨ ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଏନେଇ ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷଙ୍କ ତରଫରୁ ସୂଚନା ଦିଅଯାଇଛି […]

ଭୁବନେଶ୍ବର: ଖୋଲିବ ହୀରାକୁଦ ଡ୍ୟାମର ଗେଟ୍ । ୧୧ ତାରିଖରେ ଖୋଲିବ ହୀରାକୁଦ ଡ୍ୟାମର ଗେଟ୍। ଏ ନେଇ ହୀରାକୁଦ ଡ୍ୟାମ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୧୧ ତାରିଖ ଦିନ ଯେକୌଣସି ସମୟରେ ଖୋଲା ଯାଇପାରେ ଗେଟ୍। ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ଛାଡିବା ନେଇ ସୂଚନା । ୧୨ ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଏନେଇ ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷଙ୍କ ତରଫରୁ ସୂଚନା ଦିଅଯାଇଛି । କେତୋଟି ଗେଟ ଖୋଲିବ ଏଯାଏଁ ସ୍ପଷ୍ଟ କରାଯାଇ ନାହିଁ । ସେପଟେ ନଦୀକୂଳିଆ ଅଞ୍ଚଳ ବାସୀଙ୍କୁ ସତର୍କ ସୂଚନା ଜାରି କରିଛନ୍ତି ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷ।

ଆହୁରି ପଢ଼ନ୍ତୁ: ଓଡ଼ିଶା ଉପକୂଳ ସୁରକ୍ଷା ପାଇଁ ବଡ଼ ରୋଡମ୍ୟାପ୍: ଦେଶର ଶ୍ରେଷ୍ଠ ମେରାଇନ୍ ପୋଲିସ ହେବାକୁ ଡିଜିପିଙ୍କ ଲକ୍ଷ୍ୟ

08 Jul 2021 By The Sakala

୧୧ ତାରିଖରେ ହୀରାକୁଦ ଛାଡିବ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ

ଭୁବନେଶ୍ବର: ଖୋଲିବ ହୀରାକୁଦ ଡ୍ୟାମର ଗେଟ୍ । ୧୧ ତାରିଖରେ ଖୋଲିବ ହୀରାକୁଦ ଡ୍ୟାମର ଗେଟ୍। ଏ ନେଇ ହୀରାକୁଦ ଡ୍ୟାମ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୧୧ ତାରିଖ ଦିନ ଯେକୌଣସି ସମୟରେ ଖୋଲା ଯାଇପାରେ ଗେଟ୍। ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ଛାଡିବା ନେଇ ସୂଚନା । ୧୨ ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଏନେଇ ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷଙ୍କ ତରଫରୁ ସୂଚନା ଦିଅଯାଇଛି । କେତୋଟି ଗେଟ ଖୋଲିବ ଏଯାଏଁ ସ୍ପଷ୍ଟ କରାଯାଇ ନାହିଁ । ସେପଟେ ନଦୀକୂଳିଆ ଅଞ୍ଚଳ ବାସୀଙ୍କୁ ସତର୍କ ସୂଚନା ଜାରି କରିଛନ୍ତି ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର