ପଣ୍ଡିତ ରଘୁନାଥ ମୁର୍ମୁ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ରକ୍ତଭଣ୍ଡାରରେ ଅଗ୍ନିକାଣ୍ଡ

The Sakala Picture
Published On

ବାରିପଦା : ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ରକ୍ତଭଣ୍ଡାରରେ ଆଜି ସକାଳେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଇଲେକ୍ଟ୍ରିକ୍ ସର୍ଟସର୍କିଟ୍ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ଆଜି ସକାଳ ୭ଟା ୩୦ମିନିଟ ସମୟରେ କମ୍ପ୍ୟୁଟର ରୁମରେ ଧୁଆଁ ଦେଖି ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ କର୍ମଚାରୀ । ଅଳ୍ପ ସମୟ ମଧ୍ୟରେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ଅଗ୍ନିଶମ ବିଭାଗ । ସର୍ଟସର୍କିଟ୍ […]

ବାରିପଦା : ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ରକ୍ତଭଣ୍ଡାରରେ ଆଜି ସକାଳେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଇଲେକ୍ଟ୍ରିକ୍ ସର୍ଟସର୍କିଟ୍ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ଆଜି ସକାଳ ୭ଟା ୩୦ମିନିଟ ସମୟରେ କମ୍ପ୍ୟୁଟର ରୁମରେ ଧୁଆଁ ଦେଖି ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ କର୍ମଚାରୀ । ଅଳ୍ପ ସମୟ ମଧ୍ୟରେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ଅଗ୍ନିଶମ ବିଭାଗ । ସର୍ଟସର୍କିଟ୍ ଯୋଗୁଁ ଲାଗିଥିବା ନିଆଁରେ ରକ୍ତଭଣ୍ଡାରରେ ଲାଗିଥିବା ଏସି, କମ୍ପ୍ୟୁଟର ଓ କିଛି ଆସବାବପତ୍ର ପୋଡିଯାଇଥିବା ଜଣାପଡିଛି । ତେବେ ରକ୍ତଭଣ୍ଡାରରେ ରକ୍ତ ରହୁଥିବା ସ୍ଥାନରେ କୌଣସି କ୍ଷତି ହୋଇନଥିବା ଜଣାପଡିଛି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

09 Jul 2021 By The Sakala

ପଣ୍ଡିତ ରଘୁନାଥ ମୁର୍ମୁ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ରକ୍ତଭଣ୍ଡାରରେ ଅଗ୍ନିକାଣ୍ଡ

ବାରିପଦା : ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ରକ୍ତଭଣ୍ଡାରରେ ଆଜି ସକାଳେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଇଲେକ୍ଟ୍ରିକ୍ ସର୍ଟସର୍କିଟ୍ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ଆଜି ସକାଳ ୭ଟା ୩୦ମିନିଟ ସମୟରେ କମ୍ପ୍ୟୁଟର ରୁମରେ ଧୁଆଁ ଦେଖି ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ କର୍ମଚାରୀ । ଅଳ୍ପ ସମୟ ମଧ୍ୟରେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ଅଗ୍ନିଶମ ବିଭାଗ । ସର୍ଟସର୍କିଟ୍ ଯୋଗୁଁ ଲାଗିଥିବା ନିଆଁରେ ରକ୍ତଭଣ୍ଡାରରେ ଲାଗିଥିବା ଏସି, କମ୍ପ୍ୟୁଟର ଓ କିଛି ଆସବାବପତ୍ର ପୋଡିଯାଇଥିବା ଜଣାପଡିଛି । ତେବେ ରକ୍ତଭଣ୍ଡାରରେ ରକ୍ତ ରହୁଥିବା ସ୍ଥାନରେ କୌଣସି କ୍ଷତି ହୋଇନଥିବା ଜଣାପଡିଛି ।

https://www.thesakala.in/latest-odisha-news/fire-in-baripada-red-cross-centre/article-3597
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର