ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ +2 ରେଜଲ୍ଟ

The Sakala Picture
Published On

ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଜୁଲାଇ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ । କରୋନା କଟକଣା ଭିତରେ ଫଳାଫଳ ପ୍ରକାଶ ନେଇ ଉଦ୍ୟମ କରାଯାଉଥିବା କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । କରୋନା ଯୋଗୁ ଏଥର ମାଟ୍ରିକ୍ ଭଳି ଯୁକ୍ତ ଦୁଇର ମଧ୍ୟ […]

ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଜୁଲାଇ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ । କରୋନା କଟକଣା ଭିତରେ ଫଳାଫଳ ପ୍ରକାଶ ନେଇ ଉଦ୍ୟମ କରାଯାଉଥିବା କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ଆହୁରି ପଢ଼ନ୍ତୁ: ତାତିରୁ ଆଶ୍ବସ୍ତି ଦେଲା କାଳବୈଶାଖୀ: ଭୁବନେଶ୍ୱରରେ ପବନ-ଘଡଘଡି ସହ କୁଆପଥର ବର୍ଷା

କରୋନା ଯୋଗୁ ଏଥର ମାଟ୍ରିକ୍ ଭଳି ଯୁକ୍ତ ଦୁଇର ମଧ୍ୟ ପରୀକ୍ଷା ହୋଇନାହିଁ। ମାଟ୍ରିକ୍ ଭଳି ବିକଳ୍ପ ବ୍ୟବସ୍ଥା ଯୋଗେ ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ କରାଯିବ।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

09 Jul 2021 By The Sakala

ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ +2 ରେଜଲ୍ଟ

ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଜୁଲାଇ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ । କରୋନା କଟକଣା ଭିତରେ ଫଳାଫଳ ପ୍ରକାଶ ନେଇ ଉଦ୍ୟମ କରାଯାଉଥିବା କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

କରୋନା ଯୋଗୁ ଏଥର ମାଟ୍ରିକ୍ ଭଳି ଯୁକ୍ତ ଦୁଇର ମଧ୍ୟ ପରୀକ୍ଷା ହୋଇନାହିଁ। ମାଟ୍ରିକ୍ ଭଳି ବିକଳ୍ପ ବ୍ୟବସ୍ଥା ଯୋଗେ ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ କରାଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର