ବାତ୍ୟା ପାଇଁ OAS ପ୍ରିଲିମ୍‌ ପରୀକ୍ଷା ସ୍ଥଗିତ

The Sakala Picture
Published On

ଭୁବନେଶ୍ବର: ବାତ୍ୟା ଦାନା ପାଇଁ ଓଏଏସ୍ ପ୍ରିଲିମ୍‌ ପରୀକ୍ଷା ସ୍ଥଗିତ ରଖିଲା ଓଡ଼ିଶା ଲୋକସେବା ଆୟୋଗ । ଆସନ୍ତା ୨୭ ତାରିଖରେ ଓଏଏସ୍ ପ୍ରିଲିମ୍‌ ପରୀକ୍ଷା ହେବାର ଥିଲା । କିନ୍ତୁ ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ତେବେ ୭ ଦିନ ପରେ ନୂଆ ତାରିଖ ଧାର୍ୟ୍ୟ ହେବ ବୋଲି ଓଡ଼ିଶା ଲୋକସେବା ଆୟୋଗ  ପକ୍ଷରୁ କୁହାଯାଇଛି ।

ଆହୁରି ପଢ଼ନ୍ତୁ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେଇପାରେ ଲଘୁଚାପ, ୨୮ରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଛୁଇଁବା ନେଇ ଆଇଏମଡି ଡିଜିଙ୍କ ସୂଚନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର