ଭୁବନେଶ୍ବର ବିମାନ ବନ୍ଦରରେ ବୋମା ଆତଙ୍କ
ଭୁବନେଶ୍ବର: ଭୁବନେଶ୍ବର ବିମାନ ବନ୍ଦରରେ ବୋମା ଆତଙ୍କ। ବିମାନ ବନ୍ଦରରେ ବୋମା ଥିବା ନେଇ ଧମକପୂର୍ଣ୍ଣ କଲ୍ । ଧମକପୂର୍ଣ୍ଣ କଲ୍ ପରେ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଆଲର୍ଟ ଜାରି କରାଯାଇଚି। ବିମାନ ବନ୍ଦରରେ କଡ଼ାକଡି ଯାଞ୍ଚ କରାଯାଉଛି।

24 Oct 2024
By The Sakala
ଭୁବନେଶ୍ବର ବିମାନ ବନ୍ଦରରେ ବୋମା ଆତଙ୍କ
ଭୁବନେଶ୍ବର: ଭୁବନେଶ୍ବର ବିମାନ ବନ୍ଦରରେ ବୋମା ଆତଙ୍କ। ବିମାନ ବନ୍ଦରରେ ବୋମା ଥିବା ନେଇ ଧମକପୂର୍ଣ୍ଣ କଲ୍ । ଧମକପୂର୍ଣ୍ଣ କଲ୍ ପରେ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଆଲର୍ଟ ଜାରି କରାଯାଇଚି। ବିମାନ ବନ୍ଦରରେ କଡ଼ାକଡି ଯାଞ୍ଚ କରାଯାଉଛି।
https://www.thesakala.in/latest-odisha-news/bomb-attack-at-bhubaneswar-airport/article-36074