ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’

The Sakala Picture
Published On

ଭୁବନେଶ୍ବର: ପାଖଉଛି ବାତ୍ୟା, ଘନଉଛି ବିପଦ । ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି ‘ଦାନା’ । ବାତ୍ୟା ପ୍ରଭାବରେ ଲଗାଣ ବର୍ଷା ଓ ତୁହାକୁ ତୁହା ପବନର ବେଗ ବଢିବାରେ ଲାଗିଛି। ଗତ ୬ ଘଣ୍ଟାରେ ୧୦ କିମି ବେଗରେ ଗତି କରୁଛି ବାତ୍ୟା ‘ଦାନା’ । ପାରାଦୀପର ଦକ୍ଷିଣପୂର୍ବକୁ ୧୫୦ କିମି ଦୂରରେ ବାତ୍ୟା ରହିଥିବାବେଳେ ଧାମରାର ଦକ୍ଷିଣ ଦକ୍ଷିଣ-ପୂର୍ବର ୧୮୦ କିମି ଦୂରରେ ଅବସ୍ଥିତି ରହିଛି। ସାଗର ଦ୍ବୀପର ଦକ୍ଷିଣକୁ […]

ଭୁବନେଶ୍ବର: ପାଖଉଛି ବାତ୍ୟା, ଘନଉଛି ବିପଦ । ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି ‘ଦାନା’ । ବାତ୍ୟା ପ୍ରଭାବରେ ଲଗାଣ ବର୍ଷା ଓ ତୁହାକୁ ତୁହା ପବନର ବେଗ ବଢିବାରେ ଲାଗିଛି। ଗତ ୬ ଘଣ୍ଟାରେ ୧୦ କିମି ବେଗରେ ଗତି କରୁଛି ବାତ୍ୟା ‘ଦାନା’ । ପାରାଦୀପର ଦକ୍ଷିଣପୂର୍ବକୁ ୧୫୦ କିମି ଦୂରରେ ବାତ୍ୟା ରହିଥିବାବେଳେ ଧାମରାର ଦକ୍ଷିଣ ଦକ୍ଷିଣ-ପୂର୍ବର ୧୮୦ କିମି ଦୂରରେ ଅବସ୍ଥିତି ରହିଛି। ସାଗର ଦ୍ବୀପର ଦକ୍ଷିଣକୁ ୨୫୦ କିମି ଦୂରରେ ରହିଛି । ଆଜି ମଧ୍ୟରାତି ଓ କାଲି ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ‘ଦାନା’ । ଆଜି ରାତିରୁ କାଲି ସକାଳ ୯ଟା ଯାଏ ଗୁରୁତ୍ବପୂର୍ଣ୍ଣ। ଲ୍ୟାଣ୍ଡଫଲବେଳେ ପବନର ବେଗ ୧୦୦ରୁ ୧୨୦ କିମି ରହିବ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

24 Oct 2024 By The Sakala

ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’

ଭୁବନେଶ୍ବର: ପାଖଉଛି ବାତ୍ୟା, ଘନଉଛି ବିପଦ । ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି ‘ଦାନା’ । ବାତ୍ୟା ପ୍ରଭାବରେ ଲଗାଣ ବର୍ଷା ଓ ତୁହାକୁ ତୁହା ପବନର ବେଗ ବଢିବାରେ ଲାଗିଛି। ଗତ ୬ ଘଣ୍ଟାରେ ୧୦ କିମି ବେଗରେ ଗତି କରୁଛି ବାତ୍ୟା ‘ଦାନା’ । ପାରାଦୀପର ଦକ୍ଷିଣପୂର୍ବକୁ ୧୫୦ କିମି ଦୂରରେ ବାତ୍ୟା ରହିଥିବାବେଳେ ଧାମରାର ଦକ୍ଷିଣ ଦକ୍ଷିଣ-ପୂର୍ବର ୧୮୦ କିମି ଦୂରରେ ଅବସ୍ଥିତି ରହିଛି। ସାଗର ଦ୍ବୀପର ଦକ୍ଷିଣକୁ ୨୫୦ କିମି ଦୂରରେ ରହିଛି । ଆଜି ମଧ୍ୟରାତି ଓ କାଲି ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ‘ଦାନା’ । ଆଜି ରାତିରୁ କାଲି ସକାଳ ୯ଟା ଯାଏ ଗୁରୁତ୍ବପୂର୍ଣ୍ଣ। ଲ୍ୟାଣ୍ଡଫଲବେଳେ ପବନର ବେଗ ୧୦୦ରୁ ୧୨୦ କିମି ରହିବ।

https://www.thesakala.in/latest-odisha-news/cyclone-dana-forms-a-severe-storm-towards-the-coastal-area/article-36077
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର