ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ କ୍ୟାଡର ମାଓବାଦୀ ନିହତ, ସର୍ଚ୍ଚ ଅପରେସନ ଜାରି

The Sakala Picture
Published On

କନ୍ଧମାଳ: କନ୍ଧମାଳରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ମାଓବାଦୀ ନିହତ । SOG ଯବାନଙ୍କ ଏନ୍‌କାଉଣ୍ଟରରେ ଜଣେ କ୍ୟାଡର ମାଓବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି। ବାଲିଗୁଡ଼ା ଥାନା ବୁଦାନାଇ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟରେ ଜଣେ ମାଓବାଦୀ ନିହତ ହୋଇଛି । ଗୁଇନ୍ଦା ସୂତ୍ରରୁ ଖବର ପାଇ ସର୍ଚ୍ଚ ଅପରେସନ କରିଥିଲା ଏସଓଜି । ଘଟଣାସ୍ଥଳରୁ AK-47 ଜବତ ହୋଇଛି । ଏବେ ବି ସେହି ସ୍ଥାନରେ ସର୍ଚ୍ଚ ଅପରେସନ ଜାରି ରହିଛି […]

କନ୍ଧମାଳ: କନ୍ଧମାଳରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ମାଓବାଦୀ ନିହତ । SOG ଯବାନଙ୍କ ଏନ୍‌କାଉଣ୍ଟରରେ ଜଣେ କ୍ୟାଡର ମାଓବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି। ବାଲିଗୁଡ଼ା ଥାନା ବୁଦାନାଇ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟରେ ଜଣେ ମାଓବାଦୀ ନିହତ ହୋଇଛି । ଗୁଇନ୍ଦା ସୂତ୍ରରୁ ଖବର ପାଇ ସର୍ଚ୍ଚ ଅପରେସନ କରିଥିଲା ଏସଓଜି । ଘଟଣାସ୍ଥଳରୁ AK-47 ଜବତ ହୋଇଛି । ଏବେ ବି ସେହି ସ୍ଥାନରେ ସର୍ଚ୍ଚ ଅପରେସନ ଜାରି ରହିଛି ।

ଆହୁରି ପଢ଼ନ୍ତୁ: ବନ୍ୟା ସହାୟତା ପ୍ରଦାନରେ ସରକାରଙ୍କ ପାତରଅନ୍ତର, ବିରୋଧୀ ପ୍ରତିନିଧିତ୍ୱ କରୁଥିବା ଅଞ୍ଚଳକୁ ଅଣଦେଖା କରୁଛନ୍ତି ରାଜ୍ୟ ସରକାର: ବିଜେଡି

ବାଲିଗୁଡା ମାଓବାଦୀଙ୍କ ଗତିବିଧି ନେଇ ଗୁଇନ୍ଦା ସୂଚନା ପରେ କମ୍ବିଂ ଅପେରସନ ଆରମ୍ଭ କରିଥିଲେ SOG ଯବାନ । କମ୍ବିଂ ବେଳେ ଗୁଳି ବିନିମୟ ହୋଇଥିଲା । ଏଥିରେ ଜଣେ ମାଓବାଦୀ ନିହତ ହୋଇଥିବା ବେଳେ କିଛି ମାଓବାଦୀ ଆହତ ହୋଇଥିବା ସୂଚନା ମିଳିଛି । ଗୁଳି ବିନିମୟ ପରେ ଜଙ୍ଗଲରେ ସର୍ଚ୍ଚ ଅପେରସନ ଜୋରଦାର କରାଯାଇଛି ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର