ଲଗାଣ ବର୍ଷା ଯୋଗୁଁ ଆସନ୍ତାକାଲି ରାଜ୍ୟର ଚାରି ଜିଲ୍ଲାରେ ବନ୍ଦ ରହିବ ସମସ୍ତ ସ୍କୁଲ

The Sakala Picture
Published On

ଭୁବନେଶ୍ୱର: ବାତ୍ୟା ‘ଦାନା’ ପ୍ରଭାବରେ ରାଜ୍ୟର ବିଭିନ୍ନ ଭାଗରେ ତୁହାକୁ ତୁହା ବର୍ଷା ଲାଗି ରହିଛି । ଲଗାଣ ବର୍ଷା ହେବାର ଆଶଙ୍କା ରହିଥିବାରୁ ଶନିବାର ରାଜ୍ୟର ଚାରି ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ରହିବା ପାଇଁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବନ୍ଦ ରହିବ ସମସ୍ତ ସ୍କୁଲ । ସେହିପରି କେନ୍ଦୁଝର, ମୟୂରଭଞ୍ଜରେ ବି କାଲି ସମସ୍ତ ସ୍କୁଲ୍‌ ବନ୍ଦ ରହିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା […]

ଭୁବନେଶ୍ୱର: ବାତ୍ୟା ‘ଦାନା’ ପ୍ରଭାବରେ ରାଜ୍ୟର ବିଭିନ୍ନ ଭାଗରେ ତୁହାକୁ ତୁହା ବର୍ଷା ଲାଗି ରହିଛି । ଲଗାଣ ବର୍ଷା ହେବାର ଆଶଙ୍କା ରହିଥିବାରୁ ଶନିବାର ରାଜ୍ୟର ଚାରି ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ରହିବା ପାଇଁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବନ୍ଦ ରହିବ ସମସ୍ତ ସ୍କୁଲ । ସେହିପରି କେନ୍ଦୁଝର, ମୟୂରଭଞ୍ଜରେ ବି କାଲି ସମସ୍ତ ସ୍କୁଲ୍‌ ବନ୍ଦ ରହିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ । ସେହିପରି ବାଲେଶ୍ୱର ଜିଲ୍ଲାରେ ସ୍କୁଲ୍ ସହ ବନ୍ଦ ରହିବ କଲେଜ । ସ୍କୁଲ, କଲେଜରେ ବାତ୍ୟା ଆଶ୍ରୟସ୍ଥଳୀ ହୋଇଥିବାରୁ ବନ୍ଦ ନିଷ୍ପତ୍ତି । ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ବନ୍ଦ ରହିଲେ ମଧ୍ୟ ସ୍କୁଲରେ ପ୍ରଧାନ ଶିକ୍ଷକ, ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପସ୍ଥିତ ରହିବେ । ବାତ୍ୟା ପାଇଁ ସ୍କୁଲର କ୍ଷୟକ୍ଷତି ନେଇ ରିପୋର୍ଟ ଦେବେ । ସ୍କୁଲର କ୍ଷତି, ଏମ୍‌ଡିଏମ୍‌ ଚାଉଳ କ୍ଷୟକ୍ଷତି ଓ ସ୍କୁଲର ଅନ୍ୟ ଉପକରଣ କ୍ଷତି ହୋଇଥିଲେ ରିପୋର୍ଟ କରିବେ ବୋଲି ନିର୍ଦ୍ଦେଶ ରହିଛି ।

ଆହୁରି ପଢ଼ନ୍ତୁ: ଝାରସୁଗୁଡା ଏବଂ ସୁନ୍ଦରଗଡ଼ରେ ସୌର ଷ୍ଟ୍ରିଟ ଲାଇଟ ସହିତ ଗ୍ରାମୀଣ ସୁରକ୍ଷାକୁ ସୁଦୃଢ଼ କରିଛି ବେଦାନ୍ତ ଆଲୁମିନିୟମ

25 Oct 2024 By The Sakala

ଲଗାଣ ବର୍ଷା ଯୋଗୁଁ ଆସନ୍ତାକାଲି ରାଜ୍ୟର ଚାରି ଜିଲ୍ଲାରେ ବନ୍ଦ ରହିବ ସମସ୍ତ ସ୍କୁଲ

ଭୁବନେଶ୍ୱର: ବାତ୍ୟା ‘ଦାନା’ ପ୍ରଭାବରେ ରାଜ୍ୟର ବିଭିନ୍ନ ଭାଗରେ ତୁହାକୁ ତୁହା ବର୍ଷା ଲାଗି ରହିଛି । ଲଗାଣ ବର୍ଷା ହେବାର ଆଶଙ୍କା ରହିଥିବାରୁ ଶନିବାର ରାଜ୍ୟର ଚାରି ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ରହିବା ପାଇଁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବନ୍ଦ ରହିବ ସମସ୍ତ ସ୍କୁଲ । ସେହିପରି କେନ୍ଦୁଝର, ମୟୂରଭଞ୍ଜରେ ବି କାଲି ସମସ୍ତ ସ୍କୁଲ୍‌ ବନ୍ଦ ରହିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ । ସେହିପରି ବାଲେଶ୍ୱର ଜିଲ୍ଲାରେ ସ୍କୁଲ୍ ସହ ବନ୍ଦ ରହିବ କଲେଜ । ସ୍କୁଲ, କଲେଜରେ ବାତ୍ୟା ଆଶ୍ରୟସ୍ଥଳୀ ହୋଇଥିବାରୁ ବନ୍ଦ ନିଷ୍ପତ୍ତି । ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ବନ୍ଦ ରହିଲେ ମଧ୍ୟ ସ୍କୁଲରେ ପ୍ରଧାନ ଶିକ୍ଷକ, ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପସ୍ଥିତ ରହିବେ । ବାତ୍ୟା ପାଇଁ ସ୍କୁଲର କ୍ଷୟକ୍ଷତି ନେଇ ରିପୋର୍ଟ ଦେବେ । ସ୍କୁଲର କ୍ଷତି, ଏମ୍‌ଡିଏମ୍‌ ଚାଉଳ କ୍ଷୟକ୍ଷତି ଓ ସ୍କୁଲର ଅନ୍ୟ ଉପକରଣ କ୍ଷତି ହୋଇଥିଲେ ରିପୋର୍ଟ କରିବେ ବୋଲି ନିର୍ଦ୍ଦେଶ ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର