ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ କୁଲଡିହା ଅଭୟାରଣ୍ୟ

The Sakala Picture
Published On

ବାଲେଶ୍ବର: ଆଜିଠାରୁ ପର୍ଯ୍ୟଟକଙ୍କ ଲାଗି ଖୋଲିବ ବାଲେଶ୍ୱର ଜିଲ୍ଲା ନୀଳଗିରିର କୁଲଡିହା ଅଭୟାରଣ୍ୟ। ବନ ବିଭାଗ ପକ୍ଷରୁ ପର୍ଯ୍ୟଟକଙ୍କ ପାଇଁ ସରିଛି ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ମୁଖ୍ୟ ଗେଟରେ ପର୍ଯ୍ୟଟମାନଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିବା ସହିତ ମିଷ୍ଟାନ୍ନ ଖୁଆଇବେ ବନ କର୍ମଚାରୀ। ଚଳିତ ବର୍ଷ ପର୍ଯ୍ୟଟକଙ୍କୁ ଆକର୍ଷଣ କରିବା ପାଇଁ ନନ୍ଦନକାନନରୁ ଆସିଥିବା ହରିଣଙ୍କୁ ଦେଖିବାର ସୁଯୋଗ ପାଇବେ ପର୍ଯ୍ୟଟକ। ୨୭୨.୭୫ ବର୍ଗ କିମି ପରିବ୍ୟାପ୍ତ କୁଲଡିହା ଅଭୟାରଣ୍ୟ ଭିତରେ ହାତୀ, ଭାଲୁ, ଗୟଳ, […]

ବାଲେଶ୍ବର: ଆଜିଠାରୁ ପର୍ଯ୍ୟଟକଙ୍କ ଲାଗି ଖୋଲିବ ବାଲେଶ୍ୱର ଜିଲ୍ଲା ନୀଳଗିରିର କୁଲଡିହା ଅଭୟାରଣ୍ୟ। ବନ ବିଭାଗ ପକ୍ଷରୁ ପର୍ଯ୍ୟଟକଙ୍କ ପାଇଁ ସରିଛି ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ମୁଖ୍ୟ ଗେଟରେ ପର୍ଯ୍ୟଟମାନଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିବା ସହିତ ମିଷ୍ଟାନ୍ନ ଖୁଆଇବେ ବନ କର୍ମଚାରୀ। ଚଳିତ ବର୍ଷ ପର୍ଯ୍ୟଟକଙ୍କୁ ଆକର୍ଷଣ କରିବା ପାଇଁ ନନ୍ଦନକାନନରୁ ଆସିଥିବା ହରିଣଙ୍କୁ ଦେଖିବାର ସୁଯୋଗ ପାଇବେ ପର୍ଯ୍ୟଟକ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୋଟ୍ ତାଲିକାରୁ କଟିଛି ୯ ଲକ୍ଷ ୮୦ ହଜାର ଭୋଟରଙ୍କ ନାଁ, ତୃଣମୂଳ ସ୍ତରରେ ଯାଞ୍ଚ ହୋଇନଥିବା ଅଭିଯୋଗ

୨୭୨.୭୫ ବର୍ଗ କିମି ପରିବ୍ୟାପ୍ତ କୁଲଡିହା ଅଭୟାରଣ୍ୟ ଭିତରେ ହାତୀ, ଭାଲୁ, ଗୟଳ, ବାଘ, ହରିଣ, ନୀଳଗାଈ,କୁଟାରି, ବାର୍‌ହା ପ୍ରଭୃତି ବନ୍ୟଜନ୍ତୁଙ୍କ ସହ ରଙ୍ଗ ବେରଙ୍ଗର ଦେଶୀ ଓ ବିଦେଶାଗତ ପକ୍ଷୀ ବାସ କରୁଛନ୍ତି।ଏମାନଙ୍କୁ ନିକଟରୁ ଦେଖିବା ତଥା ଜଙ୍ଗଲ ଭିତରେ ପରିଭ୍ରମଣ କରି ପ୍ରାକୃତିକ ସୌନ୍ଦର୍ଯର ଉପଭୋଗ କରି ଫଟୋ ଉତ୍ତୋଳନ କରିବା ଉଦେଶ୍ୟରେ ପ୍ରତିବର୍ଷ ରାଜ୍ୟ ତଥା ରାଜ୍ୟ ବାହାରୁ ପର୍ଯ୍ୟଟକଙ୍କ ସୁଅ ଛୁଟିଥାଏ। ଏଥି ପାଇଁ ବାଲେଶ୍ବର ଡିଏଫଓ ଙ୍କ ନିର୍ଦ୍ଦେଶ କ୍ରମେ ଅଭୟାରଣ୍ୟର ଗୋହିରାଭୋଳ ଏବଂ ରିସିଆ ନେଚର ପାର୍କ ଅଞ୍ଚଳକୁ ଚାକଚକ୍ୟ କରାଯାଇଛି । ସୁସ୍ଵାଦୁ ଖାଦ୍ୟ ସହିତ ରାତ୍ରୀ ରହଣୀ ପାଇଁ ମଧ୍ୟ ଟେଣ୍ଟର ବ୍ୟବସ୍ଥା କରାଯାଇଛି।

ଆହୁରି ପଢ଼ନ୍ତୁ: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି

01 Nov 2024 By The Sakala

ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ କୁଲଡିହା ଅଭୟାରଣ୍ୟ

ବାଲେଶ୍ବର: ଆଜିଠାରୁ ପର୍ଯ୍ୟଟକଙ୍କ ଲାଗି ଖୋଲିବ ବାଲେଶ୍ୱର ଜିଲ୍ଲା ନୀଳଗିରିର କୁଲଡିହା ଅଭୟାରଣ୍ୟ। ବନ ବିଭାଗ ପକ୍ଷରୁ ପର୍ଯ୍ୟଟକଙ୍କ ପାଇଁ ସରିଛି ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ମୁଖ୍ୟ ଗେଟରେ ପର୍ଯ୍ୟଟମାନଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିବା ସହିତ ମିଷ୍ଟାନ୍ନ ଖୁଆଇବେ ବନ କର୍ମଚାରୀ। ଚଳିତ ବର୍ଷ ପର୍ଯ୍ୟଟକଙ୍କୁ ଆକର୍ଷଣ କରିବା ପାଇଁ ନନ୍ଦନକାନନରୁ ଆସିଥିବା ହରିଣଙ୍କୁ ଦେଖିବାର ସୁଯୋଗ ପାଇବେ ପର୍ଯ୍ୟଟକ।

୨୭୨.୭୫ ବର୍ଗ କିମି ପରିବ୍ୟାପ୍ତ କୁଲଡିହା ଅଭୟାରଣ୍ୟ ଭିତରେ ହାତୀ, ଭାଲୁ, ଗୟଳ, ବାଘ, ହରିଣ, ନୀଳଗାଈ,କୁଟାରି, ବାର୍‌ହା ପ୍ରଭୃତି ବନ୍ୟଜନ୍ତୁଙ୍କ ସହ ରଙ୍ଗ ବେରଙ୍ଗର ଦେଶୀ ଓ ବିଦେଶାଗତ ପକ୍ଷୀ ବାସ କରୁଛନ୍ତି।ଏମାନଙ୍କୁ ନିକଟରୁ ଦେଖିବା ତଥା ଜଙ୍ଗଲ ଭିତରେ ପରିଭ୍ରମଣ କରି ପ୍ରାକୃତିକ ସୌନ୍ଦର୍ଯର ଉପଭୋଗ କରି ଫଟୋ ଉତ୍ତୋଳନ କରିବା ଉଦେଶ୍ୟରେ ପ୍ରତିବର୍ଷ ରାଜ୍ୟ ତଥା ରାଜ୍ୟ ବାହାରୁ ପର୍ଯ୍ୟଟକଙ୍କ ସୁଅ ଛୁଟିଥାଏ। ଏଥି ପାଇଁ ବାଲେଶ୍ବର ଡିଏଫଓ ଙ୍କ ନିର୍ଦ୍ଦେଶ କ୍ରମେ ଅଭୟାରଣ୍ୟର ଗୋହିରାଭୋଳ ଏବଂ ରିସିଆ ନେଚର ପାର୍କ ଅଞ୍ଚଳକୁ ଚାକଚକ୍ୟ କରାଯାଇଛି । ସୁସ୍ଵାଦୁ ଖାଦ୍ୟ ସହିତ ରାତ୍ରୀ ରହଣୀ ପାଇଁ ମଧ୍ୟ ଟେଣ୍ଟର ବ୍ୟବସ୍ଥା କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର