ସୁନ୍ଦରଗଡ଼ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟଣା, ଶୋକ ପ୍ରକାଶ କରିବା ସହ ଆହତଙ୍କ ଆଶୁଆରୋଗ୍ୟ କାମନା କଲେ ନବୀନ

The Sakala Picture
Published On

ଭୁବନେଶ୍ବର: ସୁନ୍ଦରଗଡ଼ ଗଏକନପାଲି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟଣା। ଶୋକସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ କହିଛନ୍ତି ଯେ, ଏହି ଦୁର୍ଘଟଣାରେ ଅନେକଙ୍କ ପ୍ରାଣହାନୀ ହୋଇଥିବା ଖବର ଅତ୍ୟନ୍ତ ଦୁଃଖଦାୟକ। ସମସ୍ତଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟକୁ ସାମ୍ନା କରିବା ପାଇଁ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ନବୀନ।

ଭୁବନେଶ୍ବର: ସୁନ୍ଦରଗଡ଼ ଗଏକନପାଲି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟଣା। ଶୋକସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଆହୁରି ପଢ଼ନ୍ତୁ: ବନ୍ୟା ସହାୟତା ପ୍ରଦାନରେ ସରକାରଙ୍କ ପାତରଅନ୍ତର, ବିରୋଧୀ ପ୍ରତିନିଧିତ୍ୱ କରୁଥିବା ଅଞ୍ଚଳକୁ ଅଣଦେଖା କରୁଛନ୍ତି ରାଜ୍ୟ ସରକାର: ବିଜେଡି

ନବୀନ କହିଛନ୍ତି ଯେ, ଏହି ଦୁର୍ଘଟଣାରେ ଅନେକଙ୍କ ପ୍ରାଣହାନୀ ହୋଇଥିବା ଖବର ଅତ୍ୟନ୍ତ ଦୁଃଖଦାୟକ। ସମସ୍ତଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟକୁ ସାମ୍ନା କରିବା ପାଇଁ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ନବୀନ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର