ସମ୍ବେଦନଶୀଳ ଘଟଣାରେ ଯୋଗାଣ ମନ୍ତ୍ରୀଙ୍କ ବିବୃତି ଅତ୍ଯନ୍ତ ଦୁର୍ଭାଗ୍ୟଜନକ: ବିଜେଡ଼ି

The Sakala Picture
Published On

ଭୁବନେଶ୍ବର: ସମ୍ବେଦନଶୀଳ ଘଟଣାରେ ଯୋଗାଣ ମନ୍ତ୍ରୀଙ୍କ ବିବୃତି ଦୁର୍ଭାଗ୍ୟଜନକ ବୋଲି ବିଜେଡ଼ି ବରିଷ୍ଠ ନେତା ଅତନୁ ସବ୍ୟସାଚୀ କହିଛନ୍ତି। ଏଥିସହ ସେ ଆହୁରି କହିଛନ୍ତି ଯେ, ଖାଦ୍ୟ ସୁରକ୍ଷା ଗୋଟେ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା । ହେଲେ ଏହାର ଅବ୍ୟବସ୍ଥା ନେଇ ସମ୍ବେଦନଶୀଳ ଘଟଣା ଘଟୁଛି। ଯୋଗାଣ ମନ୍ତ୍ରୀଙ୍କ ବିବୃତି ଆହୁରି ଦୁର୍ଭାଗ୍ୟ ଜନକ। ୨୦୨୨ ରେ ମୁଁ ଖାଦ୍ୟ ଯୋଗାଣ ମନ୍ତ୍ରୀ ଥିଲି, ପିୟୁଷ ଗୋୟଲ କେନ୍ଦ୍ର ମନ୍ତ୍ରୀ ଥିଲେ। Food Index ରାଙ୍କରେ ଓଡ଼ିଶା ଏକ ନମ୍ବର […]

ଭୁବନେଶ୍ବର: ସମ୍ବେଦନଶୀଳ ଘଟଣାରେ ଯୋଗାଣ ମନ୍ତ୍ରୀଙ୍କ ବିବୃତି ଦୁର୍ଭାଗ୍ୟଜନକ ବୋଲି ବିଜେଡ଼ି ବରିଷ୍ଠ ନେତା ଅତନୁ ସବ୍ୟସାଚୀ କହିଛନ୍ତି। ଏଥିସହ ସେ ଆହୁରି କହିଛନ୍ତି ଯେ, ଖାଦ୍ୟ ସୁରକ୍ଷା ଗୋଟେ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା । ହେଲେ ଏହାର ଅବ୍ୟବସ୍ଥା ନେଇ ସମ୍ବେଦନଶୀଳ ଘଟଣା ଘଟୁଛି। ଯୋଗାଣ ମନ୍ତ୍ରୀଙ୍କ ବିବୃତି ଆହୁରି ଦୁର୍ଭାଗ୍ୟ ଜନକ। ୨୦୨୨ ରେ ମୁଁ ଖାଦ୍ୟ ଯୋଗାଣ ମନ୍ତ୍ରୀ ଥିଲି, ପିୟୁଷ ଗୋୟଲ କେନ୍ଦ୍ର ମନ୍ତ୍ରୀ ଥିଲେ। Food Index ରାଙ୍କରେ ଓଡ଼ିଶା ଏକ ନମ୍ବର ଥିଲା । 0.836 ପଏଣ୍ଟ ପାଇଥିଲୁ। ଖାଦ୍ୟ ଯୋଗାଣରୁ ନେଇ ବିତରଣ ଯାଏଁ ମାର୍କ ମିଳିଥିଲା । ଏଥିପାଇଁ ପିୟୁଷ ଗୋୟଲ ମୋତେ ଓଡ଼ିଶାର ଭଲ କାମ ପାଇଁ ଦିଲ୍ଲୀ ଡାକିଥିଲେ। ଜାତିସଙ୍ଘ ବି ଭୋକର ଓଡ଼ିଶାରରୁ ଖାଦ୍ୟ ପରିପୂର୍ଣ ଓଡ଼ିଶାକୁ ପ୍ରଶଂସା କରିଥିଲେ। ଏହି ତଥ୍ୟ ଯୋଗାଣ ମନ୍ତ୍ରୀ ନିଅନ୍ତୁ। ଠିକଣା ସମୟରେ ଚାଉଳ ପହଞ୍ଚାଇବା ହିଁ ଖାଦ୍ୟ ସୁରକ୍ଷା ଆଇନ। ହେଲେ ନ ପହଞ୍ଚିବାରୁ ଆମ୍ବ ଟାକୁଆ ଖାଇଲେ। ଶସ୍ତା ମନ୍ତବ୍ୟ ନ ଦିଅନ୍ତୁ ମନ୍ତ୍ରୀ। ପିଆଜ ଯୋଗାଣରେ ବି ଏପରି ଶସ୍ତା କଥା କହିଥିଲେ। ଓଡ଼ିଶାର ସୁନାମ ଏହି ଘଟଣା ପରେ ହଜିଛି। ସମ୍ବେଦନଶୀଳ ଘଟଣାରେ ଯୋଗାଣ ମନ୍ତ୍ରୀ ବାସ୍ତବବାଦୀ ହୁଅନ୍ତୁ ବୋଲି ବିଜେଡ଼ି ବରିଷ୍ଠ ନେତା ଅତନୁ ସବ୍ୟସାଚୀ କହିଥିଲେ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

08 Nov 2024 By The Sakala

ସମ୍ବେଦନଶୀଳ ଘଟଣାରେ ଯୋଗାଣ ମନ୍ତ୍ରୀଙ୍କ ବିବୃତି ଅତ୍ଯନ୍ତ ଦୁର୍ଭାଗ୍ୟଜନକ: ବିଜେଡ଼ି

ଭୁବନେଶ୍ବର: ସମ୍ବେଦନଶୀଳ ଘଟଣାରେ ଯୋଗାଣ ମନ୍ତ୍ରୀଙ୍କ ବିବୃତି ଦୁର୍ଭାଗ୍ୟଜନକ ବୋଲି ବିଜେଡ଼ି ବରିଷ୍ଠ ନେତା ଅତନୁ ସବ୍ୟସାଚୀ କହିଛନ୍ତି। ଏଥିସହ ସେ ଆହୁରି କହିଛନ୍ତି ଯେ, ଖାଦ୍ୟ ସୁରକ୍ଷା ଗୋଟେ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା । ହେଲେ ଏହାର ଅବ୍ୟବସ୍ଥା ନେଇ ସମ୍ବେଦନଶୀଳ ଘଟଣା ଘଟୁଛି। ଯୋଗାଣ ମନ୍ତ୍ରୀଙ୍କ ବିବୃତି ଆହୁରି ଦୁର୍ଭାଗ୍ୟ ଜନକ। ୨୦୨୨ ରେ ମୁଁ ଖାଦ୍ୟ ଯୋଗାଣ ମନ୍ତ୍ରୀ ଥିଲି, ପିୟୁଷ ଗୋୟଲ କେନ୍ଦ୍ର ମନ୍ତ୍ରୀ ଥିଲେ। Food Index ରାଙ୍କରେ ଓଡ଼ିଶା ଏକ ନମ୍ବର ଥିଲା । 0.836 ପଏଣ୍ଟ ପାଇଥିଲୁ। ଖାଦ୍ୟ ଯୋଗାଣରୁ ନେଇ ବିତରଣ ଯାଏଁ ମାର୍କ ମିଳିଥିଲା । ଏଥିପାଇଁ ପିୟୁଷ ଗୋୟଲ ମୋତେ ଓଡ଼ିଶାର ଭଲ କାମ ପାଇଁ ଦିଲ୍ଲୀ ଡାକିଥିଲେ। ଜାତିସଙ୍ଘ ବି ଭୋକର ଓଡ଼ିଶାରରୁ ଖାଦ୍ୟ ପରିପୂର୍ଣ ଓଡ଼ିଶାକୁ ପ୍ରଶଂସା କରିଥିଲେ। ଏହି ତଥ୍ୟ ଯୋଗାଣ ମନ୍ତ୍ରୀ ନିଅନ୍ତୁ। ଠିକଣା ସମୟରେ ଚାଉଳ ପହଞ୍ଚାଇବା ହିଁ ଖାଦ୍ୟ ସୁରକ୍ଷା ଆଇନ। ହେଲେ ନ ପହଞ୍ଚିବାରୁ ଆମ୍ବ ଟାକୁଆ ଖାଇଲେ। ଶସ୍ତା ମନ୍ତବ୍ୟ ନ ଦିଅନ୍ତୁ ମନ୍ତ୍ରୀ। ପିଆଜ ଯୋଗାଣରେ ବି ଏପରି ଶସ୍ତା କଥା କହିଥିଲେ। ଓଡ଼ିଶାର ସୁନାମ ଏହି ଘଟଣା ପରେ ହଜିଛି। ସମ୍ବେଦନଶୀଳ ଘଟଣାରେ ଯୋଗାଣ ମନ୍ତ୍ରୀ ବାସ୍ତବବାଦୀ ହୁଅନ୍ତୁ ବୋଲି ବିଜେଡ଼ି ବରିଷ୍ଠ ନେତା ଅତନୁ ସବ୍ୟସାଚୀ କହିଥିଲେ।

https://www.thesakala.in/latest-odisha-news/statement-of-the-minister-krushna-chandra-patra-on-the-sensitive-issue-is-very-unfortunate-bjd-say/article-36414
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର