ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୨୨୮୨ ଜଣ କରୋନା ପଜିଟିଭ୍

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୨୮୨ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୧୫ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୯୬୭ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୩୯୭୫୨ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ […]

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୨୮୨ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୧୫ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୯୬୭ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୩୯୭୫୨ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୫୯୨ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: ବିଜେପି ଶାସନରେ ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ଅସୁରକ୍ଷିତ, ମହିଳା ଓ ପର୍ଯ୍ୟଟକଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ: ବିଜେଡି

ଅନୁଗୁଳରୁ ୬୧ , ବାଲେଶ୍ୱରରୁ ୧୪୬ , ବରଗଡ଼ ୧୭ , ଭଦ୍ରକ ୭୧ , ବଲାଙ୍ଗୀର ୯ , ବୌଦ୍ଧ ୧୦ , କଟକ ୨୮୯ , ଦେବଗଡ଼ ୬ , ଢେଙ୍କାନାଳ ୫୫ , ଗଜପତି ୮ , ଗଞ୍ଜାମ ୧୭ , ଜଗତସିଂହପୁର ୭୩ , ଯାଜପୁର ୧୧୧ , ଝାରସୁଗୁଡ଼ା ୧୧ , କଳାହାଣ୍ଡି ୧୨ , କନ୍ଧମାଳ ୨୦ , କେନ୍ଦ୍ରାପଡ଼ା ୬୨ , କେନ୍ଦୁଝର ୫୧ , କୋରାପୁଟ ୪୦ , ମାଲକାନଗିରି ୩୨ , ମୟୂରଭଞ୍ଜ ୧୪୧ , ନବରଙ୍ଗପୁର ୧୨ , ନୟାଗଡ଼ ୮୩ , ନୂଆପଡ଼ା ୨ , ପୁରୀ ୧୨୭ , ରାୟଗଡ଼ା ୧୫ , ସମ୍ୱଲପୁର ୧୮ , ସୋନପୁର ୭ , ସୁନ୍ଦରଗଡ଼ ୬୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: OUSSSC ପକ୍ଷରୁ ୭୨୬୮ କନେଷ୍ଟବଳ ଏବଂ ଅଗ୍ନିଶମ କର୍ମଚାରୀ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର