ମନୋରଞ୍ଜନ
ଓଡ଼ିଶା
କରୋନା ମୃତ୍ୟୁରେ ଲାଗୁନି ବ୍ରେକ, ଆଜି ରାଜ୍ୟରେ ସର୍ବାଧିକ ୬୫ ଜଣଙ୍କ ଜୀବନ ନେଲା କରୋନା
ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୫ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୫୯୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ଜଣ ରହିଥିବା ବେଳେ […]
ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୫ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୫୯୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ଜଣ ରହିଥିବା ବେଳେ ବରଗଡ଼, କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ୬ଜଣ, ମୟୂରଭଞ୍ଜ, ଅନୁଗୁଳ ଜିଲ୍ଲାରୁ ୫ଜଣ ରହିଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୪ଜଣ ରହିଛନ୍ତି । ଗଞ୍ଜାମ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ, ବାଲେଶ୍ୱର, ବଲାଙ୍ଗୀର, ବୌଦ୍ଧ, କଟକ, ଢେଙ୍କାନାଳ , ଜଗତସିଂହପୁର, ଝାରସୁଗୁଡ଼ା , କଳାହାଣ୍ଡି, କନ୍ଧମାଳ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
Details of cases confirmed as death due to Covid-19, after due completion of death audit process:
ଆହୁରି ପଢ଼ନ୍ତୁ: ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ, ୪ଜଣ ଆହତ1.A 65 years old Male of Angul District.
2.A 35 years old Male of Angul District.
3.A 30 years old Male of Angul District.
4.A 36 years old Male of Angul District.
— H & FW Dept Odisha (@HFWOdisha) July 11, 2021
କରୋନା ମୃତ୍ୟୁରେ ଲାଗୁନି ବ୍ରେକ, ଆଜି ରାଜ୍ୟରେ ସର୍ବାଧିକ ୬୫ ଜଣଙ୍କ ଜୀବନ ନେଲା କରୋନା
ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୫ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୫୯୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ଜଣ ରହିଥିବା ବେଳେ ବରଗଡ଼, କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ୬ଜଣ, ମୟୂରଭଞ୍ଜ, ଅନୁଗୁଳ ଜିଲ୍ଲାରୁ ୫ଜଣ ରହିଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୪ଜଣ ରହିଛନ୍ତି । ଗଞ୍ଜାମ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ, ବାଲେଶ୍ୱର, ବଲାଙ୍ଗୀର, ବୌଦ୍ଧ, କଟକ, ଢେଙ୍କାନାଳ , ଜଗତସିଂହପୁର, ଝାରସୁଗୁଡ଼ା , କଳାହାଣ୍ଡି, କନ୍ଧମାଳ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
Details of cases confirmed as death due to Covid-19, after due completion of death audit process:
1.A 65 years old Male of Angul District.