ପ୍ରକାଶ ପାଇଲା ଓଟିଇଟି-୨୦୨୪ ପରୀକ୍ଷା ଫଳ, www.bseodisha.ac.in ସାଇଟରେ ରେଜଲ୍ଟ ଉପଲବ୍ଧ

The Sakala Picture
Published On

ଭୁବନେଶ୍ୱର: ପ୍ରକାଶ ପାଇଲା ଓଟିଇଟି-୨୦୨୪ ପରୀକ୍ଷା ଫଳ । ଓଡ଼ିଶା ଟିଚର ଇଲିଜିବିଲିଟି ଟେଷ୍ଟ ଓଟିଇଟି-୨୦୨୪ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ବୋର୍ଡର ୱେବସାଇଟ www.bseodisha.ac.in ରେ ରେଜଲ୍ଟ ଉପଲବ୍ଧ ହୋଇଛି । କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀ ମାନେ ସେମାନଙ୍କ ଡିଜିଟାଲ୍ ସାର୍ଟିଫିକେଟ୍ ଏହି ଓ୍ବେବସାଇଟ୍‌ରୁ ଡାଉନଲୋଡ୍ କରିପାରିବେ । ସେହିଭଳି କୃତକାର୍ଯ୍ୟ ହୋଇନଥିବା ପରୀକ୍ଷାର୍ଥୀ ସେମାନଙ୍କର ସ୍କାନ୍ ହୋଇଥିବା ଓଏମ୍‌ଆର୍ ଉତ୍ତର ଖାତା ଏହି ଓ୍ବେବସାଇଟ୍‌ରୁ ଡାଉନଲୋଡ୍ କରିପାରିବେ । ଯାହା ଆସନ୍ତା ୨୯ […]

ଭୁବନେଶ୍ୱର: ପ୍ରକାଶ ପାଇଲା ଓଟିଇଟି-୨୦୨୪ ପରୀକ୍ଷା ଫଳ । ଓଡ଼ିଶା ଟିଚର ଇଲିଜିବିଲିଟି ଟେଷ୍ଟ ଓଟିଇଟି-୨୦୨୪ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ବୋର୍ଡର ୱେବସାଇଟ www.bseodisha.ac.in ରେ ରେଜଲ୍ଟ ଉପଲବ୍ଧ ହୋଇଛି । କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀ ମାନେ ସେମାନଙ୍କ ଡିଜିଟାଲ୍ ସାର୍ଟିଫିକେଟ୍ ଏହି ଓ୍ବେବସାଇଟ୍‌ରୁ ଡାଉନଲୋଡ୍ କରିପାରିବେ । ସେହିଭଳି କୃତକାର୍ଯ୍ୟ ହୋଇନଥିବା ପରୀକ୍ଷାର୍ଥୀ ସେମାନଙ୍କର ସ୍କାନ୍ ହୋଇଥିବା ଓଏମ୍‌ଆର୍ ଉତ୍ତର ଖାତା ଏହି ଓ୍ବେବସାଇଟ୍‌ରୁ ଡାଉନଲୋଡ୍ କରିପାରିବେ । ଯାହା ଆସନ୍ତା ୨୯ ତାରିଖ ଯାଏଁ ଓ୍ବେବସାଇଟ୍‌ରେ ଉପଲବ୍ଧ ହେବ ।

ଆହୁରି ପଢ଼ନ୍ତୁ: ଓଡ଼ିଶା ଉପକୂଳ ସୁରକ୍ଷା ପାଇଁ ବଡ଼ ରୋଡମ୍ୟାପ୍: ଦେଶର ଶ୍ରେଷ୍ଠ ମେରାଇନ୍ ପୋଲିସ ହେବାକୁ ଡିଜିପିଙ୍କ ଲକ୍ଷ୍ୟ

22 Nov 2024 By The Sakala

ପ୍ରକାଶ ପାଇଲା ଓଟିଇଟି-୨୦୨୪ ପରୀକ୍ଷା ଫଳ, www.bseodisha.ac.in ସାଇଟରେ ରେଜଲ୍ଟ ଉପଲବ୍ଧ

ଭୁବନେଶ୍ୱର: ପ୍ରକାଶ ପାଇଲା ଓଟିଇଟି-୨୦୨୪ ପରୀକ୍ଷା ଫଳ । ଓଡ଼ିଶା ଟିଚର ଇଲିଜିବିଲିଟି ଟେଷ୍ଟ ଓଟିଇଟି-୨୦୨୪ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ବୋର୍ଡର ୱେବସାଇଟ www.bseodisha.ac.in ରେ ରେଜଲ୍ଟ ଉପଲବ୍ଧ ହୋଇଛି । କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀ ମାନେ ସେମାନଙ୍କ ଡିଜିଟାଲ୍ ସାର୍ଟିଫିକେଟ୍ ଏହି ଓ୍ବେବସାଇଟ୍‌ରୁ ଡାଉନଲୋଡ୍ କରିପାରିବେ । ସେହିଭଳି କୃତକାର୍ଯ୍ୟ ହୋଇନଥିବା ପରୀକ୍ଷାର୍ଥୀ ସେମାନଙ୍କର ସ୍କାନ୍ ହୋଇଥିବା ଓଏମ୍‌ଆର୍ ଉତ୍ତର ଖାତା ଏହି ଓ୍ବେବସାଇଟ୍‌ରୁ ଡାଉନଲୋଡ୍ କରିପାରିବେ । ଯାହା ଆସନ୍ତା ୨୯ ତାରିଖ ଯାଏଁ ଓ୍ବେବସାଇଟ୍‌ରେ ଉପଲବ୍ଧ ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର