ବଦଳିବ ଯୁକ୍ତ ଦୁଇ ମାର୍କିଂ ଢାଞ୍ଚା, ୧୦୦ ରୁ ୨୪ ମାର୍କ ରଖିଲେ ପାସ ହେବେ ପରୀକ୍ଷାର୍ଥୀ

The Sakala Picture
Published On

ଭୁବନେଶ୍ୱର: ବଦଳିବ ଯୁକ୍ତ ଦୁଇ ମାର୍କିଂ ଢାଞ୍ଚା। ଏଣିକି ୮୦ ମାର୍କର ଥିଓରୀ ଓ ୨୦ ମାର୍କର ଆସେସମେଣ୍ଟ ପରୀକ୍ଷା ଦେବେ ପରୀକ୍ଷାର୍ଥୀ। ପ୍ରଥମ ଥର ପାଇଁ ବୋର୍ଡ ପରୀକ୍ଷାରେ ଆସେସମେଣ୍ଟ ପରୀକ୍ଷା ଦେବାକୁ ଯାଉଛନ୍ତି +୨ ଛାତ୍ରଛାତ୍ରୀ। ଉଭୟ ଆସେସମେଣ୍ଟ ଓ ଥିଓରୀ ପରୀକ୍ଷାକୁ ମିଶାଇ ୧୦୦ ମାର୍କର ପରୀକ୍ଷା ହେବ। ୧୦୦ ରୁ ୨୪ ମାର୍କ ରଖିଲେ ପାସ ହେବେ ପରୀକ୍ଷାର୍ଥୀ । ପିଲାଙ୍କୁ ବୋର୍ଡ ପରୀକ୍ଷାର ଚାପ କମାଇବା ଓ ଭଲ ନମ୍ବର […]

ଭୁବନେଶ୍ୱର: ବଦଳିବ ଯୁକ୍ତ ଦୁଇ ମାର୍କିଂ ଢାଞ୍ଚା। ଏଣିକି ୮୦ ମାର୍କର ଥିଓରୀ ଓ ୨୦ ମାର୍କର ଆସେସମେଣ୍ଟ ପରୀକ୍ଷା ଦେବେ ପରୀକ୍ଷାର୍ଥୀ। ପ୍ରଥମ ଥର ପାଇଁ ବୋର୍ଡ ପରୀକ୍ଷାରେ ଆସେସମେଣ୍ଟ ପରୀକ୍ଷା ଦେବାକୁ ଯାଉଛନ୍ତି +୨ ଛାତ୍ରଛାତ୍ରୀ। ଉଭୟ ଆସେସମେଣ୍ଟ ଓ ଥିଓରୀ ପରୀକ୍ଷାକୁ ମିଶାଇ ୧୦୦ ମାର୍କର ପରୀକ୍ଷା ହେବ। ୧୦୦ ରୁ ୨୪ ମାର୍କ ରଖିଲେ ପାସ ହେବେ ପରୀକ୍ଷାର୍ଥୀ ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ପିଲାଙ୍କୁ ବୋର୍ଡ ପରୀକ୍ଷାର ଚାପ କମାଇବା ଓ ଭଲ ନମ୍ବର ସ୍କୋର କରିବା ପାଇଁ ନ୍ୟାସନାଲ ଢାଞ୍ଚାରେ ପରୀକ୍ଷା କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏଭଳି ନିଷ୍ପତି ନିଆଯାଇଥିବା କହିଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା। ପୂର୍ବରୁ ମାର୍କିଙ୍ଗ ଢାଞ୍ଚା ପାଇଁ ଯୋଗ୍ୟ ହୋଇଥିଲେ ମଧ୍ୟ ପିଲାମାନେ ବୋର୍ଡରେ ଭଲ ନମ୍ବର ରଖି ପାରୁନଥିଲେ। ଏଣୁ ପିଲାଙ୍କ ସୁବିଧାକୁ ଦୃଷ୍ଟିରେ ରଖି ନୂଆ ଢାଞ୍ଚାରେ ପରୀକ୍ଷାର୍ଥୀ ପରୀକ୍ଷା ଦେବା ସହ ମୂଲ୍ୟାଙ୍କନ ହେବା ନେଇ ସୂଚନା ଦେଇଛନ୍ତି ସିଏଚସିଇ ପରୀକ୍ଷା ନିୟନ୍ତ୍ରକ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

22 Nov 2024 By The Sakala

ବଦଳିବ ଯୁକ୍ତ ଦୁଇ ମାର୍କିଂ ଢାଞ୍ଚା, ୧୦୦ ରୁ ୨୪ ମାର୍କ ରଖିଲେ ପାସ ହେବେ ପରୀକ୍ଷାର୍ଥୀ

ଭୁବନେଶ୍ୱର: ବଦଳିବ ଯୁକ୍ତ ଦୁଇ ମାର୍କିଂ ଢାଞ୍ଚା। ଏଣିକି ୮୦ ମାର୍କର ଥିଓରୀ ଓ ୨୦ ମାର୍କର ଆସେସମେଣ୍ଟ ପରୀକ୍ଷା ଦେବେ ପରୀକ୍ଷାର୍ଥୀ। ପ୍ରଥମ ଥର ପାଇଁ ବୋର୍ଡ ପରୀକ୍ଷାରେ ଆସେସମେଣ୍ଟ ପରୀକ୍ଷା ଦେବାକୁ ଯାଉଛନ୍ତି +୨ ଛାତ୍ରଛାତ୍ରୀ। ଉଭୟ ଆସେସମେଣ୍ଟ ଓ ଥିଓରୀ ପରୀକ୍ଷାକୁ ମିଶାଇ ୧୦୦ ମାର୍କର ପରୀକ୍ଷା ହେବ। ୧୦୦ ରୁ ୨୪ ମାର୍କ ରଖିଲେ ପାସ ହେବେ ପରୀକ୍ଷାର୍ଥୀ ।

ପିଲାଙ୍କୁ ବୋର୍ଡ ପରୀକ୍ଷାର ଚାପ କମାଇବା ଓ ଭଲ ନମ୍ବର ସ୍କୋର କରିବା ପାଇଁ ନ୍ୟାସନାଲ ଢାଞ୍ଚାରେ ପରୀକ୍ଷା କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏଭଳି ନିଷ୍ପତି ନିଆଯାଇଥିବା କହିଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା। ପୂର୍ବରୁ ମାର୍କିଙ୍ଗ ଢାଞ୍ଚା ପାଇଁ ଯୋଗ୍ୟ ହୋଇଥିଲେ ମଧ୍ୟ ପିଲାମାନେ ବୋର୍ଡରେ ଭଲ ନମ୍ବର ରଖି ପାରୁନଥିଲେ। ଏଣୁ ପିଲାଙ୍କ ସୁବିଧାକୁ ଦୃଷ୍ଟିରେ ରଖି ନୂଆ ଢାଞ୍ଚାରେ ପରୀକ୍ଷାର୍ଥୀ ପରୀକ୍ଷା ଦେବା ସହ ମୂଲ୍ୟାଙ୍କନ ହେବା ନେଇ ସୂଚନା ଦେଇଛନ୍ତି ସିଏଚସିଇ ପରୀକ୍ଷା ନିୟନ୍ତ୍ରକ।

https://www.thesakala.in/latest-odisha-news/plus-two-board-exams-marking-pattern-will-change/article-36753
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର