୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

The Sakala Picture
Published On

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତା ୨୯ ତାରିଖରେ ଭୁବନେଶ୍ୱରରେ ହେବାକୁ ଥିବା ଡିଜିପି ସମ୍ମିଳନୀକୁ ଆସି ଓଡ଼ିଶାରେ ୩ ଦିନ ରହିବେ ପ୍ରଧାନମନ୍ତ୍ରୀ ମୋଦୀ। ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ ୨୯ ତାରିଖରେ ଓଡ଼ିଶା ଆସି ୩୦ ଓ ୧ ତାରିଖରେ କନଫରେନ୍ସରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଲୋକସେବା ଭବନ କନ୍‌‌ଫରେନ୍ସ ହଲରେ ନଭେମ୍ବର ୨୯ରୁ ଆରମ୍ଭ ହେବ ଏହି […]

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତା ୨୯ ତାରିଖରେ ଭୁବନେଶ୍ୱରରେ ହେବାକୁ ଥିବା ଡିଜିପି ସମ୍ମିଳନୀକୁ ଆସି ଓଡ଼ିଶାରେ ୩ ଦିନ ରହିବେ ପ୍ରଧାନମନ୍ତ୍ରୀ ମୋଦୀ। ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

ସେ ୨୯ ତାରିଖରେ ଓଡ଼ିଶା ଆସି ୩୦ ଓ ୧ ତାରିଖରେ କନଫରେନ୍ସରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଲୋକସେବା ଭବନ କନ୍‌‌ଫରେନ୍ସ ହଲରେ ନଭେମ୍ବର ୨୯ରୁ ଆରମ୍ଭ ହେବ ଏହି ୩ ଦିନିଆ କନଫରେନ୍ସ। ପ୍ରଥମ ଥର ପାଇଁ ଓଡ଼ିଶାରେ ହେବାକୁ ଯାଉଛି ସର୍ବଭାରତୀୟ ପୁଲିସ ଡିଜି କନଫରେନ୍ସ। ଏହି ସମ୍ମିଳନୀରେ ନରେନ୍ଦ୍ର ମୋଦୀଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହା ଓ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍‌ ଯୋଗଦେବାର କାର୍ଯ୍ୟସୂଚୀ ରହିଛି।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

25 Nov 2024 By The Sakala

୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତା ୨୯ ତାରିଖରେ ଭୁବନେଶ୍ୱରରେ ହେବାକୁ ଥିବା ଡିଜିପି ସମ୍ମିଳନୀକୁ ଆସି ଓଡ଼ିଶାରେ ୩ ଦିନ ରହିବେ ପ୍ରଧାନମନ୍ତ୍ରୀ ମୋଦୀ। ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

ସେ ୨୯ ତାରିଖରେ ଓଡ଼ିଶା ଆସି ୩୦ ଓ ୧ ତାରିଖରେ କନଫରେନ୍ସରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଲୋକସେବା ଭବନ କନ୍‌‌ଫରେନ୍ସ ହଲରେ ନଭେମ୍ବର ୨୯ରୁ ଆରମ୍ଭ ହେବ ଏହି ୩ ଦିନିଆ କନଫରେନ୍ସ। ପ୍ରଥମ ଥର ପାଇଁ ଓଡ଼ିଶାରେ ହେବାକୁ ଯାଉଛି ସର୍ବଭାରତୀୟ ପୁଲିସ ଡିଜି କନଫରେନ୍ସ। ଏହି ସମ୍ମିଳନୀରେ ନରେନ୍ଦ୍ର ମୋଦୀଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହା ଓ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍‌ ଯୋଗଦେବାର କାର୍ଯ୍ୟସୂଚୀ ରହିଛି।

https://www.thesakala.in/latest-odisha-news/pm-narendra-modi-is-coming-on-a-3-day-visit-to-odisha/article-36814
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର