କରୋନା ମୃତ୍ୟୁରେ ଲାଗୁନି ବ୍ରେକ, ଆଜି ରାଜ୍ୟରେ ସର୍ବାଧିକ ୬୩ ଜଣଙ୍କ ଜୀବନ ନେଲା କରୋନା

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୩ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୬୬୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । Details of cases confirmed as death due to […]

ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୩ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୬୬୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର