ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

କଳାହାଣ୍ଡିରେ ଗଜରାଜ ଆତଙ୍କ, ଗାଁରେ ପସି ଫସଲ ନଷ୍ଟ ସହ ମହିଳାଙ୍କୁ କଚାଡି ଦେଲା ହାତୀ

The Sakala Picture
Published On

କଳାହାଣ୍ଡି: କଳାହାଣ୍ଡିରେ ହାତୀ ଆତଙ୍କ । କଳାହାଣ୍ଡି ଜିଲା ଡମପଦର ଗାଁର ପୂର୍ଣ୍ଣମୀ ବେୱା ସକାଳୁ ଶୌଚପାଇଁ ଯାଇଥିବା ବେଳେ ହାତୀ ଆକ୍ରମଣରେ ଗୁରୁତର ହୋଇଛନ୍ତି । ମହିଳାଙ୍କୁ ହାତୀ ଶୁଣ୍ଢରେ ଟେକି କଚାଡି ଦେବାରୁ ସେ ଗୁରୁତର ଆହତ ହେବା ସହ ପଡିରହିଥିଲେ। ଏ ସମ୍ପର୍କରେ ଗ୍ରାମବାସୀ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ମହିଳାଙ୍କୁ ଉଦ୍ଧାର କରିଥିଲେ। ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ଆମ୍ବୁଲାନ୍ସ ପହଞ୍ଚି ଗୁରୁତର ପୂର୍ଣ୍ଣମୀଙ୍କୁ ଚିକିତ୍ସା ନିମନ୍ତେ କେସିଙ୍ଗା ସ୍ବାସ୍ଥ୍ୟକେନ୍ଦ୍ରକୁ […]

କଳାହାଣ୍ଡି: କଳାହାଣ୍ଡିରେ ହାତୀ ଆତଙ୍କ । କଳାହାଣ୍ଡି ଜିଲା ଡମପଦର ଗାଁର ପୂର୍ଣ୍ଣମୀ ବେୱା ସକାଳୁ ଶୌଚପାଇଁ ଯାଇଥିବା ବେଳେ ହାତୀ ଆକ୍ରମଣରେ ଗୁରୁତର ହୋଇଛନ୍ତି । ମହିଳାଙ୍କୁ ହାତୀ ଶୁଣ୍ଢରେ ଟେକି କଚାଡି ଦେବାରୁ ସେ ଗୁରୁତର ଆହତ ହେବା ସହ ପଡିରହିଥିଲେ। ଏ ସମ୍ପର୍କରେ ଗ୍ରାମବାସୀ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ମହିଳାଙ୍କୁ ଉଦ୍ଧାର କରିଥିଲେ। ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ଆମ୍ବୁଲାନ୍ସ ପହଞ୍ଚି ଗୁରୁତର ପୂର୍ଣ୍ଣମୀଙ୍କୁ ଚିକିତ୍ସା ନିମନ୍ତେ କେସିଙ୍ଗା ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଥିବା ଜଣାପଡିଛି। ଗତ କିଛି ଦିନ ହେଲା କେସିଙ୍ଗା ଓ ନର୍ଲା ରେଞ୍ଜ ଅଞ୍ଚଳରେ ୫୦ ଟିକିଆ ହାତୀ ପଲ ବୁଲୁଥିବା ଜଣାପଡିଛି।

ଆହୁରି ପଢ଼ନ୍ତୁ: ଓଡ଼ିଶା ତାପଜ ବିଦ୍ୟୁତ୍‌ ନୀତି-୨୦୦୮ରେ ସଂଶୋଧନ: ଗ୍ରାହକଙ୍କୁ ୨୦୦ କୋଟିର ବୋଝ !

26 Nov 2024 By The Sakala

କଳାହାଣ୍ଡିରେ ଗଜରାଜ ଆତଙ୍କ, ଗାଁରେ ପସି ଫସଲ ନଷ୍ଟ ସହ ମହିଳାଙ୍କୁ କଚାଡି ଦେଲା ହାତୀ

କଳାହାଣ୍ଡି: କଳାହାଣ୍ଡିରେ ହାତୀ ଆତଙ୍କ । କଳାହାଣ୍ଡି ଜିଲା ଡମପଦର ଗାଁର ପୂର୍ଣ୍ଣମୀ ବେୱା ସକାଳୁ ଶୌଚପାଇଁ ଯାଇଥିବା ବେଳେ ହାତୀ ଆକ୍ରମଣରେ ଗୁରୁତର ହୋଇଛନ୍ତି । ମହିଳାଙ୍କୁ ହାତୀ ଶୁଣ୍ଢରେ ଟେକି କଚାଡି ଦେବାରୁ ସେ ଗୁରୁତର ଆହତ ହେବା ସହ ପଡିରହିଥିଲେ। ଏ ସମ୍ପର୍କରେ ଗ୍ରାମବାସୀ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ମହିଳାଙ୍କୁ ଉଦ୍ଧାର କରିଥିଲେ। ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ଆମ୍ବୁଲାନ୍ସ ପହଞ୍ଚି ଗୁରୁତର ପୂର୍ଣ୍ଣମୀଙ୍କୁ ଚିକିତ୍ସା ନିମନ୍ତେ କେସିଙ୍ଗା ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଥିବା ଜଣାପଡିଛି। ଗତ କିଛି ଦିନ ହେଲା କେସିଙ୍ଗା ଓ ନର୍ଲା ରେଞ୍ଜ ଅଞ୍ଚଳରେ ୫୦ ଟିକିଆ ହାତୀ ପଲ ବୁଲୁଥିବା ଜଣାପଡିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର