ଭିଜିଲାନ୍ସ ଜାଲରେ ଖଣ୍ଡଗିରି ସବରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣୀ, ୨୦ ହଜାର ଟଙ୍କା ନେଉଥିଲେ ଲାଞ୍ଚ

The Sakala Picture
Published On

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ସରକାରୀ ଅଫିସର । ଭିଜିଲାନ୍ସ ପଞ୍ଝାରେ ଖଣ୍ଡଗିରି ସବରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣୀ ଦେବଜାନୀ କର । ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ । ଏକ ସବ ପ୍ଲଟ ରେଜିଷ୍ଟ୍ରେସନ କରାଇ ଦେବାକୁ ନେଉଥିଲେ ଲାଞ୍ଚ। ସବ ପ୍ଲଟର ବିକ୍ରୟ କବଲା ପାଇଁ ମାଗିଥିଲେ ୨୦ ହଜାର ଟଙ୍କା । ଏ ସମ୍ପର୍କରେ ଅଭିଯୋଗକାରୀ ଭିଜିଲାନ୍ସରେ ଜଣାଇଥିଲେ। ସୋମବାର ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ […]

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ସରକାରୀ ଅଫିସର । ଭିଜିଲାନ୍ସ ପଞ୍ଝାରେ ଖଣ୍ଡଗିରି ସବରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣୀ ଦେବଜାନୀ କର । ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ । ଏକ ସବ ପ୍ଲଟ ରେଜିଷ୍ଟ୍ରେସନ କରାଇ ଦେବାକୁ ନେଉଥିଲେ ଲାଞ୍ଚ। ସବ ପ୍ଲଟର ବିକ୍ରୟ କବଲା ପାଇଁ ମାଗିଥିଲେ ୨୦ ହଜାର ଟଙ୍କା । ଏ ସମ୍ପର୍କରେ ଅଭିଯୋଗକାରୀ ଭିଜିଲାନ୍ସରେ ଜଣାଇଥିଲେ। ସୋମବାର ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ଚଢାଉ କରି ତାଙ୍କ ନିକଟରୁ ଟଙ୍କା ଜବତ କରିଥିଲେ। ଏଥିସହ ଦେବଜାନୀଙ୍କ ଅଫିସ ଓ ଘରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ

09 Dec 2024 By The Sakala

ଭିଜିଲାନ୍ସ ଜାଲରେ ଖଣ୍ଡଗିରି ସବରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣୀ, ୨୦ ହଜାର ଟଙ୍କା ନେଉଥିଲେ ଲାଞ୍ଚ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ସରକାରୀ ଅଫିସର । ଭିଜିଲାନ୍ସ ପଞ୍ଝାରେ ଖଣ୍ଡଗିରି ସବରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣୀ ଦେବଜାନୀ କର । ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ । ଏକ ସବ ପ୍ଲଟ ରେଜିଷ୍ଟ୍ରେସନ କରାଇ ଦେବାକୁ ନେଉଥିଲେ ଲାଞ୍ଚ। ସବ ପ୍ଲଟର ବିକ୍ରୟ କବଲା ପାଇଁ ମାଗିଥିଲେ ୨୦ ହଜାର ଟଙ୍କା । ଏ ସମ୍ପର୍କରେ ଅଭିଯୋଗକାରୀ ଭିଜିଲାନ୍ସରେ ଜଣାଇଥିଲେ। ସୋମବାର ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ଚଢାଉ କରି ତାଙ୍କ ନିକଟରୁ ଟଙ୍କା ଜବତ କରିଥିଲେ। ଏଥିସହ ଦେବଜାନୀଙ୍କ ଅଫିସ ଓ ଘରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର