ଗିରଫ ହେଲେ ଖଣ୍ଡଗିରି ସବ୍‌ରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣି, ଅଫିସ୍ ଯାଞ୍ଚ ବେଳେ ଜବତ ହେଲା ୧୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା

The Sakala Picture
Published On

ଭୁବନେଶ୍ୱର: ମହଙ୍ଗା ପଡିଲା ଲାଞ୍ଚ ନେବା । ଗିରଫ ହେଲେ ଖଣ୍ଡଗିରି ସବ୍ ରେଜିଷ୍ଟ୍ରାର ଅଫିସ କନିଷ୍ଠ କିରାଣି ଦେବଯାନୀ କର । ଦେବଯାନୀଙ୍କୁ ଗିରଫ କଲା ଭିଜିଲାନ୍ସ ବିଭାଗ । ଗତକାଲି ଜମି କାଗଜପତ୍ର ବାବଦକୁ ୨୦ ହଜାର ଲାଞ୍ଚ ନେଇ ଧରାପଡ଼ିଥିଲେ । ଅଫିସ୍ ଯାଞ୍ଚ ବେଳେ ୧୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ମିଳିଥିଲା । ସୂଚନାଯୋଗ୍ୟ, ଗତକାଲି ଏକ ସବ ପ୍ଲଟ ରେଜିଷ୍ଟ୍ରେସନ କରାଇ ଦେବାକୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ […]

ଭୁବନେଶ୍ୱର: ମହଙ୍ଗା ପଡିଲା ଲାଞ୍ଚ ନେବା । ଗିରଫ ହେଲେ ଖଣ୍ଡଗିରି ସବ୍ ରେଜିଷ୍ଟ୍ରାର ଅଫିସ କନିଷ୍ଠ କିରାଣି ଦେବଯାନୀ କର । ଦେବଯାନୀଙ୍କୁ ଗିରଫ କଲା ଭିଜିଲାନ୍ସ ବିଭାଗ । ଗତକାଲି ଜମି କାଗଜପତ୍ର ବାବଦକୁ ୨୦ ହଜାର ଲାଞ୍ଚ ନେଇ ଧରାପଡ଼ିଥିଲେ । ଅଫିସ୍ ଯାଞ୍ଚ ବେଳେ ୧୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ମିଳିଥିଲା ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ସୂଚନାଯୋଗ୍ୟ, ଗତକାଲି ଏକ ସବ ପ୍ଲଟ ରେଜିଷ୍ଟ୍ରେସନ କରାଇ ଦେବାକୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଏ ସମ୍ପର୍କରେ ଅଭିଯୋଗକାରୀ ଭିଜିଲାନ୍ସରେ ଜଣାଇଥିଲେ। ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ଚଢାଉ କରି ତାଙ୍କ ନିକଟରୁ ଟଙ୍କା ଜବତ କରିଥିଲେ। ଏଥିସହ ଦେବଜାନୀଙ୍କ ଅଫିସ ଓ ଘରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ କରିଥିଲା । ତା’ପରେ ତାଙ୍କ ଭୁବନେଶ୍ୱରସ୍ଥିତ ବାସଭବନ, ପୁରୁଣା ବିଏମ୍‌ସି ଅଫିସରେ ଥିବା ସବ୍‌-ରେଜିଷ୍ଟ୍ରାର କାର୍ଯ୍ୟାଳୟ ଓ ସମ୍ପର୍କୀୟଙ୍କ ଘରେ ଚଢ଼ଉ କରାଯାଇଥିଲା । ତାଙ୍କ ଅଫିସର କ୍ୟାସ ଡ୍ର’ରୁ ନଗଦ ୧୫ ଲକ୍ଷ ୮ ହଜାର ଟଙ୍କା ମିଳିଥିଲା। ଏତେ ଟଙ୍କା ଦେବଜାନି କେଉଁଠୁ ଆଣିଲେ ବୋଲି ଭିଜିଲାନ୍ସର ପ୍ରଶ୍ନରେ ସନ୍ତୋଷଜନକ ଉତ୍ତର ଦେଇପାରି ନଥିଲେ ଦେବଯାନୀ । ଆଜି ଭିଜିଲାନ୍ସ ତାଙ୍କୁ ଗିରଫ କରିଛି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

10 Dec 2024 By The Sakala

ଗିରଫ ହେଲେ ଖଣ୍ଡଗିରି ସବ୍‌ରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣି, ଅଫିସ୍ ଯାଞ୍ଚ ବେଳେ ଜବତ ହେଲା ୧୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା

ଭୁବନେଶ୍ୱର: ମହଙ୍ଗା ପଡିଲା ଲାଞ୍ଚ ନେବା । ଗିରଫ ହେଲେ ଖଣ୍ଡଗିରି ସବ୍ ରେଜିଷ୍ଟ୍ରାର ଅଫିସ କନିଷ୍ଠ କିରାଣି ଦେବଯାନୀ କର । ଦେବଯାନୀଙ୍କୁ ଗିରଫ କଲା ଭିଜିଲାନ୍ସ ବିଭାଗ । ଗତକାଲି ଜମି କାଗଜପତ୍ର ବାବଦକୁ ୨୦ ହଜାର ଲାଞ୍ଚ ନେଇ ଧରାପଡ଼ିଥିଲେ । ଅଫିସ୍ ଯାଞ୍ଚ ବେଳେ ୧୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ମିଳିଥିଲା ।

ସୂଚନାଯୋଗ୍ୟ, ଗତକାଲି ଏକ ସବ ପ୍ଲଟ ରେଜିଷ୍ଟ୍ରେସନ କରାଇ ଦେବାକୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଏ ସମ୍ପର୍କରେ ଅଭିଯୋଗକାରୀ ଭିଜିଲାନ୍ସରେ ଜଣାଇଥିଲେ। ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ଚଢାଉ କରି ତାଙ୍କ ନିକଟରୁ ଟଙ୍କା ଜବତ କରିଥିଲେ। ଏଥିସହ ଦେବଜାନୀଙ୍କ ଅଫିସ ଓ ଘରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ କରିଥିଲା । ତା’ପରେ ତାଙ୍କ ଭୁବନେଶ୍ୱରସ୍ଥିତ ବାସଭବନ, ପୁରୁଣା ବିଏମ୍‌ସି ଅଫିସରେ ଥିବା ସବ୍‌-ରେଜିଷ୍ଟ୍ରାର କାର୍ଯ୍ୟାଳୟ ଓ ସମ୍ପର୍କୀୟଙ୍କ ଘରେ ଚଢ଼ଉ କରାଯାଇଥିଲା । ତାଙ୍କ ଅଫିସର କ୍ୟାସ ଡ୍ର’ରୁ ନଗଦ ୧୫ ଲକ୍ଷ ୮ ହଜାର ଟଙ୍କା ମିଳିଥିଲା। ଏତେ ଟଙ୍କା ଦେବଜାନି କେଉଁଠୁ ଆଣିଲେ ବୋଲି ଭିଜିଲାନ୍ସର ପ୍ରଶ୍ନରେ ସନ୍ତୋଷଜନକ ଉତ୍ତର ଦେଇପାରି ନଥିଲେ ଦେବଯାନୀ । ଆଜି ଭିଜିଲାନ୍ସ ତାଙ୍କୁ ଗିରଫ କରିଛି ।

https://www.thesakala.in/latest-odisha-news/junior-clerk-debjani-kar-arrested-by-odisha-vigilance/article-37153
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର