ଆଜି ରାଜ୍ୟରେ ସର୍ବାଧିକ ୬୮ ଜଣଙ୍କ ଜୀବନ ନେଲା କରୋନା

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୮ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୩୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭ଜଣ ପ୍ରାଣ ହରାଇଥିବା […]

ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୮ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୩୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭ଜଣ ପ୍ରାଣ ହରାଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୭ଜଣ, ବରଗଡ଼ ଓ ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ ଲେଖାଏଁ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଅନୁଗୁଳ ଓ ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗୀର, କଟକ, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, କନ୍ଧମାଳଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି।

ଆହୁରି ପଢ଼ନ୍ତୁ: ଗହୀରମଥାରେ ଅଣ୍ଡା ନଦେଇ ଫେରିଗଲେ ଅଲିଭ ରିଡ଼ଲେ କଇଁଛ, ଚିନ୍ତାରେ ପରିବେଶବିତ୍

13 Jul 2021 By The Sakala

ଆଜି ରାଜ୍ୟରେ ସର୍ବାଧିକ ୬୮ ଜଣଙ୍କ ଜୀବନ ନେଲା କରୋନା

ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୮ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୩୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭ଜଣ ପ୍ରାଣ ହରାଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୭ଜଣ, ବରଗଡ଼ ଓ ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ ଲେଖାଏଁ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଅନୁଗୁଳ ଓ ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗୀର, କଟକ, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, କନ୍ଧମାଳଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର