ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୨୦୭୪ ଜଣ କରୋନା ପଜିଟିଭ୍

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୦୭୪ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯୨ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୮୨ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୪୫୭୪୯ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ […]

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୦୭୪ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯୨ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୮୨ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୪୫୭୪୯ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୪୪୩ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: ଭୀମଭୋଇ ମେଡିକାଲରେ ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ପରିବାରର ପକ୍ଷରୁ ତୀବ୍ର ଉତ୍ତେଜନା

ଅନୁଗୁଳରୁ ୫୯ , ବାଲେଶ୍ୱରରୁ ୧୧୫ , ବରଗଡ଼ ୩୮ , ଭଦ୍ରକ ୧୧୦ , ବଲାଙ୍ଗୀର ୧୭ , ବୌଦ୍ଧ ୧୨ , କଟକ ୨୮୩ , ଦେବଗଡ଼ ୩ , ଢେଙ୍କାନାଳ ୬୧ , ଗଜପତି ୩ , ଗଞ୍ଜାମ ୫ , ଜଗତସିଂହପୁର ୯୯ , ଯାଜପୁର ୧୨୦ , ଝାରସୁଗୁଡ଼ା ୫ , କଳାହାଣ୍ଡି ୫ , କନ୍ଧମାଳ ୧୯ , କେନ୍ଦ୍ରାପଡ଼ା ୫୮ , କେନ୍ଦୁଝର ୪୬ , କୋରାପୁଟ ୧୦ , ମାଲକାନଗିରି ୪୭ , ମୟୂରଭଞ୍ଜ ୧୧୫ , ନବରଙ୍ଗପୁର ୧୦ , ନୟାଗଡ଼ ୫୮ , ନୂଆପଡ଼ା ୪ , ପୁରୀ ୧୩୩ , ରାୟଗଡ଼ା ୧୬ , ସମ୍ୱଲପୁର ୩୦ , ସୋନପୁର ୯ , ସୁନ୍ଦରଗଡ଼ ୫୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ, ଆଜି ନେବ ଅବପାତର ରୂପ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର