ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡିରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ

The Sakala Picture
Published On

ପୁରୀ: ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା । ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଧାଡିରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । ଏ ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏଥିପାଇଁ ପରୀକ୍ଷା ମୂଳକ ଭାବେ ଡିସେମ୍ବର ୩୦ ଓ ୩୧ରେ ଟ୍ରାଏଲ କରାଯିବ । ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବେ ଧାଡି ଦର୍ଶନ ପ୍ରକ୍ରିୟା । ସାତ ପାହାଚ ଦ୍ୱାର ଦେଇ ପ୍ରବେଶ ଏବଂ ଘଣ୍ଟି ଏବଂ ଗାରଦ […]

ପୁରୀ: ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା । ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଧାଡିରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । ଏ ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏଥିପାଇଁ ପରୀକ୍ଷା ମୂଳକ ଭାବେ ଡିସେମ୍ବର ୩୦ ଓ ୩୧ରେ ଟ୍ରାଏଲ କରାଯିବ ।

ଆହୁରି ପଢ଼ନ୍ତୁ: ଖୋର୍ଦ୍ଧା ଜିଲ୍ଲାରେ କାଲିଠୁ ସାଢ଼େ ୬ରୁ ସାଢ଼େ ୯ଟା ପର୍ଯ୍ୟନ୍ତ ସ୍କୁଲ୍‌

ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବେ ଧାଡି ଦର୍ଶନ ପ୍ରକ୍ରିୟା । ସାତ ପାହାଚ ଦ୍ୱାର ଦେଇ ପ୍ରବେଶ ଏବଂ ଘଣ୍ଟି ଏବଂ ଗାରଦ ଦ୍ୱାର ଦେଇ ଶ୍ରଦ୍ଧାଳୁ ପ୍ରସ୍ଥାନ କରିବେ । ଘଣ୍ଟି ଦ୍ୱାରରେ ମହିଳା ଏବଂ ବରିଷ୍ଠ ନାଗରିକ ବାହାରିବେ । ଗାରଦ ଦ୍ୱାରରେ ପୁରୁଷମାନେ ଦର୍ଶନ କରି ବାହାରିବାର ବନ୍ଦୋବସ୍ତ କରାଯାଇଛି। ଶ୍ରୀମନ୍ଦିରରେ ଧାଡି ଦର୍ଶନ ନେଇ ଶନିବାର ଦିନ ମୁଖ୍ୟ ପ୍ରଶାସକଙ୍କ ସହ ସମୀକ୍ଷା କରିଥିଲେ ଆଇନ୍‌ମନ୍ତ୍ରୀ । କାମ ସନ୍ତୋଷଜନକ ଭାବେ ଚାଲିଥିବା ସେ କହିଛନ୍ତି।

ଆହୁରି ପଢ଼ନ୍ତୁ: ‘ଏପିକେ’ ଆତଙ୍କ: ଫାଇଲ୍‌‌ ଖୋଲିଲେ ହ୍ୟାକରଙ୍କ ନିୟନ୍ତ୍ରଣକୁ ଚାଲିଯିବ ଆପଣଙ୍କ ମୋବାଇଲ, ଖାଲି ହୋଇଯିବ ଆକାଉଣ୍ଟ

22 Dec 2024 By The Sakala

ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡିରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ

ପୁରୀ: ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା । ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଧାଡିରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । ଏ ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏଥିପାଇଁ ପରୀକ୍ଷା ମୂଳକ ଭାବେ ଡିସେମ୍ବର ୩୦ ଓ ୩୧ରେ ଟ୍ରାଏଲ କରାଯିବ ।

ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବେ ଧାଡି ଦର୍ଶନ ପ୍ରକ୍ରିୟା । ସାତ ପାହାଚ ଦ୍ୱାର ଦେଇ ପ୍ରବେଶ ଏବଂ ଘଣ୍ଟି ଏବଂ ଗାରଦ ଦ୍ୱାର ଦେଇ ଶ୍ରଦ୍ଧାଳୁ ପ୍ରସ୍ଥାନ କରିବେ । ଘଣ୍ଟି ଦ୍ୱାରରେ ମହିଳା ଏବଂ ବରିଷ୍ଠ ନାଗରିକ ବାହାରିବେ । ଗାରଦ ଦ୍ୱାରରେ ପୁରୁଷମାନେ ଦର୍ଶନ କରି ବାହାରିବାର ବନ୍ଦୋବସ୍ତ କରାଯାଇଛି। ଶ୍ରୀମନ୍ଦିରରେ ଧାଡି ଦର୍ଶନ ନେଇ ଶନିବାର ଦିନ ମୁଖ୍ୟ ପ୍ରଶାସକଙ୍କ ସହ ସମୀକ୍ଷା କରିଥିଲେ ଆଇନ୍‌ମନ୍ତ୍ରୀ । କାମ ସନ୍ତୋଷଜନକ ଭାବେ ଚାଲିଥିବା ସେ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର