ଜୁନିୟର ଟିଚର ନିଯୁକ୍ତି ମାମଲା: ଖାଲି ପଡିଥିବା ୬ ହଜାର ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

The Sakala Picture
Published On

କଟକ: ହାଇକୋର୍ଟରେ ଜୁନିୟର ଟିଚର ନିଯୁକ୍ତି ମାମଲା। ଖାଲି ପଡିଥିବା ୬ ହଜାର ଶିକ୍ଷକ ପଦବୀରେ ଖୁବଶୀଘ୍ର ନିଯୁକ୍ତି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ମେରିଟ ଆଧାରରେ ତୁରନ୍ତ ନିଯୁକ୍ତି ପ୍ରଦାନ ପାଇଁ ନିର୍ଦ୍ଦେଶ । ୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ରାଜ୍ୟ ସରକାର କରିଥିଲେ ବିଜ୍ଞପ୍ତି।ପରୀକ୍ଷା ପରେ ୧୬ ହଜାର ଚୂଡାନ୍ତ ତାଲିକା କରିଥିଲେ ସରକାର। ସେଥିମଧ୍ୟରୁ ପ୍ରାୟ ୨ ହଜାର ଶିକ୍ଷକ ଯୋଗ ଦେଇ ନ ଥିଲେ । ସେହି ବିଜ୍ଞପ୍ତି ଅନୁଯାୟୀ, ଖାଲି […]

କଟକ: ହାଇକୋର୍ଟରେ ଜୁନିୟର ଟିଚର ନିଯୁକ୍ତି ମାମଲା। ଖାଲି ପଡିଥିବା ୬ ହଜାର ଶିକ୍ଷକ ପଦବୀରେ ଖୁବଶୀଘ୍ର ନିଯୁକ୍ତି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ମେରିଟ ଆଧାରରେ ତୁରନ୍ତ ନିଯୁକ୍ତି ପ୍ରଦାନ ପାଇଁ ନିର୍ଦ୍ଦେଶ । ୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ରାଜ୍ୟ ସରକାର କରିଥିଲେ ବିଜ୍ଞପ୍ତି।ପରୀକ୍ଷା ପରେ ୧୬ ହଜାର ଚୂଡାନ୍ତ ତାଲିକା କରିଥିଲେ ସରକାର। ସେଥିମଧ୍ୟରୁ ପ୍ରାୟ ୨ ହଜାର ଶିକ୍ଷକ ଯୋଗ ଦେଇ ନ ଥିଲେ ।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

ସେହି ବିଜ୍ଞପ୍ତି ଅନୁଯାୟୀ, ଖାଲି ଥିବା ପଦବୀ ପୂରଣ କରିବାକୁ ନିର୍ଦ୍ଦେଶ। ପରୀକ୍ଷା ଦେଇ ମେଧା ତାଲିକାରେ ଥିବା ପ୍ରାର୍ଥୀଙ୍କୁ ସୁଯୋଗ ଦେବାକୁ ନିର୍ଦ୍ଦେଶ। ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ଓଡିଶା ହାଇକୋର୍ଟ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

 

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଲଜ୍ଜା: ପଡ଼ୋଶୀ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର